ଏନ୍ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…
ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ ଏକ ମକ୍ ଡ୍ରିଲ୍ କରାଯାଇଛି। ଦିଲ୍ଲୀର ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) କାର୍ଯ୍ୟାଳୟରେ…
ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍କେ
ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍ରୋଚ୍ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ ଦୀପ୍କେ ଶନିବାର କହିବା ସହ ବିକ୍ଷୋଭ ଜାରି ରଖିବା ଲାଗି ଅନୁମତି ସମୟସୀମା…
ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!
କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ ଏହାର ପ୍ରଭାବ ଏବେ ସୀମାନ୍ତରେ ଦେଖିବାକୁ ମିଳିଛି। ଶନିବାର ମାଲଦାର ସୁଖଦେବପୁର ଅଞ୍ଚଳରେ…
୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ
କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଶନିବାର ଗିରଫ କରିଛି। ସେଠୀଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଚାଲିଥିବା…
ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!
ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା ଯୁଦ୍ଧବିରତି ଉଲ୍ଲଂଘନ ଅଭିଯୋଗ ପରେ ଇରାନ ହର୍ମୁଜ୍ ପ୍ରଣାଳୀକୁ ବନ୍ଦ କରିଦେଇଛି…
ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…
ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି । ଯିଏ ଏହାକୁ ଅର୍ପଣ କରିଥିଲେ ସେ ନୋଟରେ ତାଙ୍କ ଆଣ୍ଟିଙ୍କ…
ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା
ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ ଦାୟିତ୍ୱ ନେବେ। ଦୀର୍ଘଦିନ ଧରି ଦାସ ଜାତୀୟ ଉଦ୍ୟାନ ଦାୟିତ୍ୱରେ ରହି ଜୀବଜନ୍ତୁଙ୍କ…
ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…
ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା ଦେଖାଯାଇଛି । ଭୂମିର ପ୍ରତ୍ୟେକ କୋଣରୁ ଏକ ନୂତନ ସୁଗନ୍ଧି ଉଠୁଛି ।…
ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ
ନୂଆ କାର୍ ତୁଳନାରେ କମ ଦାମ୍ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍ କିଣିବା ସମୟରେ କେବଳ ଗାଡ଼ିର କଣ୍ଡିଶନ ଏବଂ ଦାମ ଦେଖିବା ଯଥେଷ୍ଟ ନୁହେଁ। ଗାଡ଼ି ସହିତ…
ଗ୍ୟାସ୍ ସିଲିଣ୍ଡର ଲିକ୍ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…
ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ ଅବହେଳା ମଧ୍ୟ ବଡ଼ ଧରଣର ଦୁର୍ଘଟଣାର କାରଣ ସାଜିପାରେ। ଅନେକ ସମୟରେ ରେଗୁଲେଟର,…
ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ
କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ ସ୍ନାନ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୨୧ରେ ଅନ୍ତର୍ଜାତୀୟ ଯୋଗ…
ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା
ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଏମପି ଶଶି ଥରୁର, ଯିଏ ତାଙ୍କ ବେକାବୁ ଏବଂ ସ୍ପଷ୍ଟ ବୟାନ ପାଇଁ ଜଣାଶୁଣା, ପୁଣି ଥରେ ଏପରି କିଛି କରିଛନ୍ତି ଯାହା ଭାଜପାକୁ କଂଗ୍ରେସ ଦଳ ଏବଂ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିବାର ସୁଯୋଗ ଦେଇଛି। ଭାରତୀୟ…
Archives


