ପଶ୍ଚିମବଙ୍ଗ ଏବେ ହେବ ଦ୍ୱିତୀୟ ବାଂଲାଦେଶ: ଗିରିରାଜ
ନୂଆଦିଲ୍ଲୀ,୧୮।୮: ପଶ୍ଚିମବଙ୍ଗର କୋଲକାତାରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ଭାଜପା ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡା ସମାଲୋଚନା କରିଛନ୍ତି। ସେପଟେ ବଙ୍ଗଳାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରୀ ତଥା…
ୟୁପିଏସସି ଜାଗାରେ ଆରଏସଏସରେ ହେଉଛି ଭର୍ତ୍ତି, ଛଡାଇ ନିଆଯାଉଛି ସଂରକ୍ଷଣ: ରାହୁଲ
ନୂଆଦିଲ୍ଲୀ,୧୮।୮: କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ୟୁପିଏସସି ଦ୍ୱାରା କରାଯାଇଥିବା ସମ୍ପ୍ରତି ନିଯୁକ୍ତି ସମ୍ପର୍କରେ ସେ କହିଛନ୍ତି ଯେ ଏହି…
ଭିନେଶ ଭାରତ ଫେରିବା ପରେ ସ୍ବାମୀ କହିଲେ ଆମେ ଆଉ…
ଚଣ୍ଡିଗଡ଼,୧୮ା୮: ଷ୍ଟାର୍ ରେସଲର ଭିନେଶ ଫୋଗଟ ଶନିବାର ପ୍ୟାରିସ୍ରୁ ଭାରତ ଫେରିଛନ୍ତି। ଏନେଇ ତାଙ୍କୁ ଦିଲ୍ଲୀ ବିମାନବନ୍ଦରରେ ସ୍ବାଗତ କରାଯାଇଥିଲା। ଅଲିମ୍ପିକ୍ସରେ ପଦକ ଜିତିଥିବା ରେସଲର ବଜରଙ୍ଗ ପୁନିଆ ଏବଂ ସାକ୍ଷୀ ମଲ୍ଲିକ ମଧ୍ୟ ଭିନେଶଙ୍କୁ ସ୍ବାଗତ କରିବା ପାଇଁ ବିମାନବନ୍ଦର…
ଗୃହମନ୍ତ୍ରୀ ପଦରୁ ହଟିଲେ ସଖାଓ୍ବତ ହୁସେନ, ନୂଆ ସରକାର ଗଠନର ୯ ଦିନ ମଧ୍ୟରେ ଛାଡିଲେ ଗାଦି
ଢାକା,୧୮।୮: ବାଂଲାଦେଶରେ ଯେମିତି ଅନିଶ୍ଚିତତାର ଅବଧି ଶେଷ ହେବାର ନାଁ ନେଉନାହିଁ। ମଧ୍ୟବର୍ତ୍ତୀକାଳୀନ ସରକାର ଗଠନର ୯ଦିନ ମଧ୍ୟରେ ବ୍ରିଗେଡିୟର୍ ଜେନେରାଲ (ଅବସରପ୍ରାପ୍ତ) ଏମ ସଖାୱତ ହୁସେନଙ୍କୁ ଗୃହମନ୍ତ୍ରୀ ପଦରୁ ହଟାଇ ଦିଆଯାଇଛି। କୁହାଯାଏ ଯେ ଶେଖ ହାସିନାଙ୍କୁ ବହିଷ୍କାର କରିଥିବା…
ଟ୍ରେନ୍ରେ କଟି ଚାଲିଗଲା ହାତୀଛୁଆର ଜୀବନ, ଜଗି ବସିଛି ମା’
ଟେନ୍ସା,୧୮ା୮(ସମୀର କୁମାର ପାଢ଼ୀ): ଟ୍ରେନ୍ରେ କଟି ଏକ ହାତୀଛୁଆର ଜୀବନ ଚାଲିଯାଇଛି। ମାଆ ସାମ୍ନାରେ ଛଟପଟ ହୋଇ ବିଚରା ଛୁଆହାତୀଟି ମରିଯିବାରୁ ମା’ର ମନ ବୁଝୁନାହିଁ। ସେ ତା’ ଛୁଆର ପାଖ ଛାଡ଼ି ଯାଉନାହିଁ। ଖାଲି ଏତିକି ନୁହେଁ ପାଟି ସିନା…
ଦିଲ୍ଲୀ ପହଞ୍ଚିବା ମାତ୍ରେ ବଡ ପରିବର୍ତ୍ତନ, ନିଜ ଏକ୍ସ ହ୍ୟାଣ୍ଡେଲରୁ ପାର୍ଟିର ନାଁ ହଟାଇଲେ ଚମ୍ପାଇ
ନୂଆଦିଲ୍ଲୀ,୧୮।୮: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଦିଲ୍ଲୀରେ ପହଞ୍ଚିବା ମାତ୍ରେ କଳ୍ପନା ଜଳ୍ପନାର ନୀରବତା ଭାଙ୍ଗିଛନ୍ତି। ଚମ୍ପାଇ ସୋରେନ ସ୍ପଷ୍ଟ ଭାବରେ କହିଛନ୍ତି ଯେ ସେ କାହାକୁ ଭେଟୁନାହାଁନ୍ତି। ସେ କହିଛନ୍ତି ଯେ ଯେତେବେଳେ ଆମେ ଏଠାରେ କୌଣସି କାର୍ଯ୍ୟକ୍ରମ…
ବାଇବେଲ ବିକି କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି
ଓ୍ବାଶିଂଟନ,୧୮।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱର ସବୁଠାରୁ ଧନୀ ନେତାଙ୍କ ମଧ୍ୟରେ ଜଣେ ଭାବେ ଗଣାଯାଆନ୍ତି। ଫୋର୍ବସ ଅନୁଯାୟୀ ଟ୍ରମ୍ପଙ୍କ ନେଟଓ୍ବର୍ଥ ହେଉଛି ୪.୫ ବିଲିୟନ ଡଲାର। ଏଥର ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟ ପ୍ରାର୍ଥୀ କମଲା ହାରିସଙ୍କୁ…
ଭାଜପାରେ ଯୋଗଦେବେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ! ଜାତୀୟ ରାଜନୀତିରେ ହଲଚଲ
ହାଇଦ୍ରାବାଦ,୧୮।୮: କଂଗ୍ରେସକୁ ଲାଗିବ ବଡ଼ ଝଟ୍କା। କାରଣ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଅର୍ଥାତ୍ ରେବନ୍ଥ ରେଡ୍ଡୀ ଖୁବ୍ଶୀଘ୍ର ଭାରତୀୟ ଜନତା ପାର୍ଟିରେ ଯୋଗ ଦେବାକୁ ଯାଉଛନ୍ତି। ଏଭଳି ଚାଞ୍ଚଲ୍ୟକର ଖୁଲାସା ପରେ ଜାତୀୟ ରାଜନୀତିରେ ଚହଳ ପଡିଛି। ଖୋଦ୍ କଂଗ୍ରେସର ହେଭିଓ୍ବେଟ ନେତା…
ପଞ୍ଜାବ ଯୁବତୀଙ୍କୁ ଡେରାଡୁନରେ ଗଣବଳାତ୍କାର
ଡେରାଡୁନ,୧୮।୮: ପଞ୍ଜାବରୁ ଡେରାଡୁନକୁ ଆସିଥିବା ଜଣେ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଥିବା ସାମ୍ନାକୁ ଆସିଛି। ଯୁବତୀଙ୍କ ମାନସିକ ଅବସ୍ଥା ଭଲ ନୁହେଁ ଏବଂ ସେ ରୋଡୱେ ବସ ଯୋଗେ ଡେରାଡୁନରେ ପହଞ୍ଚିଥିଲେ। ପୋଲିସ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ…
୧୦ ହସ୍ପିଟାଲକୁ ବୋମାରେ ଉଡାଇ ଦେବାକୁ ଧମକ
ଜୟପୁର,୧୮।୮: ରାଜଧାନୀ ଜୟପୁରରେ ଇ-ମେଲ ଜରିଆରେ ହସ୍ପିଟାଲ ଗୁଡିକୁ ଉଡାଇ ଦେବାକୁ ଧମକ ଦିଆଯାଇଛି। ଏଥର ଗୋଲାପୀ ସହର ଜୟପୁରର ୧୦ଟି ବଡ ଡାକ୍ତରଖାନାକୁ ଏହି ଧମକ ଦିଆଯାଇଛି। ଏନେଇ ଏପର୍ଯ୍ୟନ୍ତ କେବଳ ଦୁଇଟି ଡାକ୍ତରଖାନା ପୋଲିସକୁ ଏ ସମ୍ପର୍କରେ ସୂଚନା…
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତକୁ ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ, କହିଲେ ମୁଁ କହିଛି ମାନେ…
ଭୁବନେଶ୍ୱର,୧୮ା୮: ବିଜେଡି ନେତା ତଥା ପୂର୍ବତନ ୫-ଟି ସଚିବ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତର ତୁରନ୍ତ ରିପୋର୍ଟ ଆସିବ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ପାଣ୍ଡିଆନ ତାଙ୍କ ବ୍ୟକ୍ତିଗତ କାର୍ଯ୍ୟରେ ହେଲିକପ୍ଟରରେ ବୁଲିବା ଅଭିଯୋଗ ହୋଇଥିଲା। ଏନେଇ…
ରାଜାଙ୍କ ମଞ୍ଜୁରୀ ପରେ ଶିନାଓ୍ବାତ୍ରା ହେଲେ ପ୍ରଧାନମନ୍ତ୍ରୀ
ବ୍ୟାଙ୍କକ,୧୮।୮: ଥାଇଲ୍ୟାଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଭାବରେ ପାଟୋଙ୍ଗଟର୍ନ ଶିନାୱାତ୍ରା ନିଯୁକ୍ତ ହୋଇଛନ୍ତି। ପ୍ରତିନିଧି ସଭାର ସେକ୍ରେଟେରୀ ଜେନେରାଲ ବା ମହାସଚିବ ଅର୍ଫାତ୍ ସୁକାନନ ରବିବାର ଏହି ଘୋଷଣା କରିଛନ୍ତି। ଜିନ୍ହୁଆ ନ୍ୟୁଜ ଏଜେନ୍ସିର ରିପୋର୍ଟ ଅନୁଯାୟୀ ରବିବାର ସକାଳେ ମୁଖ୍ୟାଳୟରେ ଏକ…
Archives


