ପୂର୍ବ ଶଙ୍କରାଚାର୍ଯ୍ୟଙ୍କ ସମାଧି ସ୍ଥାନରେ ଘର ନିର୍ମାଣ ଅଭିଯୋଗ
ପୁରୀ,୧୬ା୬(ଅଜିତ୍ କୁମାର ମହାନ୍ତି)ସନାତନ ହିନ୍ଦୁ ଧର୍ମରେ ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କ ସ୍ଥାନ ସର୍ବୋଚ୍ଚ। ଚାରିଗୋଟି ପୀଠ ମଧ୍ୟରୁ ପୁରୀର ଗୋବର୍ଦ୍ଧନ ପୀଠ ଅନ୍ୟତମ। ଆଦି ଶଙ୍କରଙ୍କ ପରେ ତାଙ୍କର ଶିଷ୍ୟମାନେ ଗୋବର୍ଦ୍ଧନ ପୀଠରେ ଶଙ୍କରାଚାର୍ଯ୍ୟ ଭାବରେ ଦାୟିତ୍ୱ ତୁଲାଇ ଆସୁଛନ୍ତି। ବର୍ତ୍ତମାନ ଜଗଦ୍ଗୁରୁ…
ସଞ୍ଜୟଙ୍କୁ ଯୁବ, ମାନସଙ୍କୁ ବାଲ୍
ଭୁବନେଶ୍ୱର,୧୬।୬ (ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଲ୍ ପୁରସ୍କାର – ୨୦୨୪ ଶନିବାର ଘୋଷଣା କରାଯାଇଛି। ଓଡ଼ିଆ ଭାଷାରେ ଯୁବ କଥାକାର ସଞ୍ଜୟ ପଣ୍ଡା ‘ଯୁବ ପୁରସ୍କାର’ ପାଇବା ପାଇଁ ମନୋନୀତ ହୋଇଛନ୍ତି। ତାଙ୍କ ଗଳ୍ପ ପୁସ୍ତକ ‘ହୁ…
ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ
ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ ପରେ ଶନିବାର ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ…
ବାଣ ବିସ୍ଫୋରଣରେ ହାବିଲଦାର ମୃତ ଘଟଣା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଓଏଚ୍ଆର୍ସିରେ ମାମଲା
କଟକ,୧୫ା୬(କାର୍ତ୍ତିକ ସାହୁ): କଟକ ସଦର ଥାନାର କାର୍ଯ୍ୟରତ ହାବିଲଦାର ପ୍ରଦୀପ କୁମାର ମଲ୍ଲିକ ଗତ ୧୪ ତାରିଖରେ ବାଣ ନିଷ୍କ୍ରିୟ କରୁଥିବା ବେଳେ ବିସ୍ଫୋରଣରେ ମୃତ୍ୟୁବରଣ କରିବା ଘଟଣାକୁ ନେଇ ଓଡ଼ିଶା ମାନବ ଅଧିକାର କମିଶନ(ଓଏଚ୍ଆର୍ସିରେ )ଙ୍କ ନିକଟରେ ଶନିବାର ଏକ…
ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍ ଜବତ
ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର ଯବାନମାନେ ଶନିବାର କୋମ୍ବିଂ ସମୟରେ ମାଓବାଦୀଙ୍କ ସହ ମୁହାଁମୁହିଁ ହେବା ସହ ଗୁଳି ବିନିମୟ…
ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା; ୨ ମାସ ମଧ୍ୟରେ…
ନୂଆଦିଲ୍ଲୀ,୧୫।୬: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ବଡ଼ ଘୋଷଣା କରିଛନ୍ତି। ମାତ୍ର ୨ ମାସ ମଧ୍ୟରେ ଦେଶରେ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍ ଗଡ଼ିବ। ସରକାର ଓ୍ବେଟିଂ(ଅପେକ୍ଷା) ସମସ୍ୟା ସହ ଲଢ଼ିବା ଲାଗି ଲଗାତର ଚେଷ୍ଟା କରୁଛନ୍ତି। ଏଣୁ ୬୦…
ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ ନେତା ଭାବେ ଚର୍ଚ୍ଚାରେ ରହୁଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା ବିଭାଗ ମିଳିଛି। ଏଥିସହ…
ମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଲା ଏସବୁ ବିଭାଗ
ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ୧୨ ତାରିଖରେ ଶପଥ ନେଇଥିବା ବେଳେ ଆଜି ତାଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ନୂଆ ମନ୍ତ୍ରୀମାନଙ୍କୁ ବିଭାଗ…
ମୋଦିଙ୍କୁ ପ୍ରଶଂସା କଲେ ଶରଦ ପାଓ୍ବାର, କହିଲେ ତୁମ ପାଇଁ ଆମେ…
ମୁମ୍ବାଇ,୧୫ା୬: ଶନିବାର ଏମ୍ଭିଏ ନେତା ଶରଦ ପାଓ୍ବାର, ଉଦ୍ଧବ ଠାକରେ ଏବଂ ପୃଥ୍ବୀରାଜ ଚୌହାନ ମୁମ୍ବାଇରେ ମିଳିତ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟରେ ୨୦୨୪ ଲୋକ ସଭା ନିର୍ବାଚନରେ ମିଳିତ ମେଣ୍ଟକୁ ସମର୍ଥନ କରିଥିବାରୁ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନ୍ସିପି (ଏସ୍ସିପି)ର…
ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…
ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ…
ଇନ୍ଦିରା ଗାନ୍ଧୀଙ୍କୁ ‘ମଦର ଅଫ୍ ଇଣ୍ଡିଆ’ କହିଲେ ମୋଦି ସରକାରଙ୍କ ଏହି ମନ୍ତ୍ରୀ, କଂଗ୍ରେସର ବି କଲେ ପ୍ରଶଂସା
ନୂଆଦିଲ୍ଲୀ,୧୫।୬: ମୋଦି ସରକାରଙ୍କ ଜଣେ ମନ୍ତ୍ରୀ କଂଗ୍ରେସ ଏବଂ ଇନ୍ଦିରା ଗାନ୍ଧୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ ହେଲେ କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରାଙ୍କୁ ସେ ‘ମଦର ଅଫ୍ ଇଣ୍ଡିଆ’ କହିଥିବା ବେଳେ କଂଗ୍ରେସର ଦିବଂଗତ ନେତା ଏବଂ…
ଘର ବାରଣ୍ଡାରେ ବସିଥିବା ବେଳେ ହେଲା ବଜ୍ରପାତ: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର
ଦିଗପହଣ୍ଡି,୧୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଝାଟିପିଟିଆ ଗ୍ରାମ ଦଳିତ ସାହିରେ ବଜ୍ରପାତ ଘଟିବାରୁ ଜାନକୀ ନାଇକ ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଏବଂ ତାଙ୍କ ଜ୍ବାଇଁ ଟୁକୁନା ନାଇକ ଗୁରୁତର ଅବସ୍ଥାରେ ଚିକିତ୍ସିତ…
Archives


