Home

ଭାରତ ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ

ବାରି(ଇଟାଲୀ),୧୫ା୬: ଭାରତ ସବୁ ସମସ୍ୟାର ମାନବକୈନ୍ଦ୍ରିକ ସମାଧାନରେ ବିଶ୍ୱାସ କରେ। ଆଲୋଚନା ଓ କୂଟନୀତି ଜରିଆରେ ୟୁକ୍ରେନ୍‌ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଏଥିପାଇଁ ଭାରତ ନିଜ ସୀମାରେ ରହି ଯାହାକିଛି ପାରିବ, ସବୁ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର…

ରାଜସ୍ଥାନରୁ ହଟିଲା ଏମ୍‌ଡିଏଚ୍‌, ଏଭରେଷ୍ଟ ମସଲା

ନୂଆଦିଲ୍ଲୀ,୧୫ା୬: ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ କମ୍ପାନୀ ଦ୍ୱାରା ପ୍ରସ୍ତୁତ କେତେକ ନିର୍ଦ୍ଦିଷ୍ଟ ମସଲାରେ ହାନିକାରକ ସାମଗ୍ରୀ ବ୍ୟବହାର ହେଉଥିବା ଦର୍ଶାଇ ରାଜସ୍ଥାନ ସେଗୁଡ଼ିକୁ ବଜାରରୁ ହଟାଇଦେଇଛି। ଏନେଇ ରାଜସ୍ଥାନ ସରକାର ଗୁରୁବାର କେନ୍ଦ୍ରକୁ ପତ୍ର ଲେଖି ଅବଗତ କରାଇଥିବା ଜଣାପଡ଼ିଛି। ରାଜସ୍ଥାନ…

ଆମେରିକା-ସାଉଦି ପେଟ୍ରୋଡଲାର ଚୁକ୍ତିର ଅନ୍ତ

ରିୟାଧ,୧୫ା୬: ଡଲାର ବିନିମୟରେ ଅଶୋଧିତ ତୈଳ ବିକ୍ରି ପାଇଁ ଆମେରିକା ଏବଂ ସାଉଦି ଆରବ ମଧ୍ୟରେ ଦୀର୍ଘ ୮୦ ବର୍ଷ ଧରି ଚାଲିଆସିଥିବା ପେଟ୍ରୋଡଲାର ଚୁକ୍ତିର ଅନ୍ତ ଘଟିଛି। ୧୯୭୪ ଜୁନ୍‌ ୮ରେ ଦୁଇ ଦେଶ ମଧ୍ୟରେ ହୋଇଥିବା ଏହି ଚୁକ୍ତି ସମୟସୀମା…

ପୂରଣ ହୋଇପାରେ ବାକି ୬ ମନ୍ତ୍ରୀ ପଦ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ ମୋହନ ଚରଣ ମାଝୀଙ୍କ ସରକାର ଶପଥ ଗ୍ରହଣ କରିଛି। ଏହି ଅବସରରେ ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କ ସହ…

ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ…

ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ ଚାହୁଁଥିବା…

୧୭ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୧୪।୬(ଅସମାପିକା ସାହୁ) – ପଶ୍ଚିମ ଓଡ଼ିଶାରେ ଏବେ ତାପମାତ୍ରା ଅଧିକ ରହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ଅସହ୍ୟ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ। କିନ୍ତୁ ୧୭ ତାରିଖରୁ ବର୍ଷା ପରିମାଣ ବଢ଼ିବ। ବିଶେଷକରି ଦକ୍ଷିଣ…

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା ତୁଲାଇବ…

ଓଏଚ୍‌ପିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧୪ା୬(ଅନିଲ ଦାସ)-ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ଅଧ୍ୟକ୍ଷ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ବିଜେଡି ସରକାର ସମୟରେ…

୩ ଥର ବିବାହ, ଆତ୍ମହତ୍ୟା ଯୋଜନା, ଭାଇଙ୍କ ବିରୋଧରେ ଦଳ; ଗୋଟିଏ ମାଷ୍ଟରଷ୍ଟ୍ରୋକ୍‌ ଯୋଗୁ ପଓ୍ବନ କଲ୍ୟାଣ ବଦଳାଇଦେଲେ ଆନ୍ଧ୍ର ରାଜନୀତି…

ନୂଆଦିଲ୍ଲୀ,୧୪।୬: ଏକ ସମୟରେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପଓ୍ବନ କଲ୍ୟାଣଙ୍କ ଦବ୍‌ଦବା ପ୍ରାୟ ଶୂନ ଭଳି ରହିଥିଲା। ତାଙ୍କର ଜନ ସେନା ପାର୍ଟିର ପରିଚୟ ବି ସେତେଟା ନ ଥିଲା। ହେଲେ ଏବେ ସମୟ ବଦଳିଛି। ୨୦୨୪ ନିର୍ବାଚନରେ ତାଙ୍କ ‘ଜେଏସ୍‌ପି’ ଦଳ…

ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ଆଲିଙ୍ଗନ କଲେ ପୋପ୍‌ ଫ୍ରାନ୍ସିସ୍‌

ନୂଆଦିଲ୍ଲୀ,୧୪।୬: ଇଟାଲୀରେ ଚାଲିଥିବା ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଛନ୍ତି। ଏହି ଅବସରରେ ସେ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିଛନ୍ତି। ଉଭୟଙ୍କ ଭେଟର କିଛି ଫଟୋ କାର୍ଯ୍ୟାଳୟ ପକ୍ଷରୁ ଶେୟାର କରାଯାଇଛି। ତେବେ ସମ୍ମିଳନୀ ପୂର୍ବରୁ ମୋଦି ଫ୍ରାନ୍ସ ରାଷ୍ଟ୍ରପତି…

ନିଆଁ ଲାଗିଯାଇଥିବା ଗୁଜବ ଯୋଗୁ ବଡ଼ ଦୁର୍ଘଟଣା; ଏକ୍ସପ୍ରେସ୍‌ରୁ କୁଦିଲେ ଯାତ୍ରୀ, ପିଟିଲା ମାଲବାହୀ ଟ୍ରେନ୍‌

ରାଞ୍ଚି,୧୪।୬: ଝାଡ଼ଖଣ୍ଡ ଲାଟେହାରର ସାସାରାମ-ରାଞ୍ଚି ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ନିଆଁ ଲାଗିବା ଗୁଜବ ୩ଜଣଙ୍କ ଜୀବନ ନେଇଛି। ଏକ୍ସପ୍ରେସ୍‌ଟି କୁମାଣ୍ଡି ଷ୍ଟେଶନରେ ପହଞ୍ଚିଥିବା ବେଳେ କେହି ଜଣେ ଟ୍ରେନ୍‌ ଇଞ୍ଜିନରେ ନିଆଁ ଲାଗିଥିବା ଚିତ୍କାର କରି କହିଥିଲେ। ଏହାକୁ ନେଇ ଯାତ୍ରୀମାନଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri