ଆକାଶରେ ୯ ଘଣ୍ଟା ଉଡ଼ିଲା ବିମାନ, କେଉଁଠି କଲାନି ଅବତରଣ, କାରଣ ଜାଣିଲେ…
ନ୍ୟୁୟର୍କ,୧୩ା୬: ଭାବନ୍ତୁ ଆପଣ ଆପଣଙ୍କ ସମ୍ପର୍କୀୟଙ୍କ ଘରକୁ ବିମାନ ଯୋଗେ ଯାଉଛନ୍ତି। ସେଠାକୁ ଯିବା ଆପଣଙ୍କ ପାଇଁ ବହୁତ ଜରୁରୀ ଅଟେ। ସମ୍ପର୍କୀୟଙ୍କ ପାଇଁ ବହୁତ ଜିନିଷ ମଧ୍ୟ ନେଇ ଯାଉଥିବେ। ମାତ୍ର ଯଦି ଆପଣ ବିମାନରେ ୯ ଘଣ୍ଟା ରହେିବ…
ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ କାନାଡା ପ୍ରଧାନମନ୍ତ୍ରୀ, ରହିଛି ଏସବୁ ଯୋଜନା
ରୋମ୍,୧୩ା୬: ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମ୍ନାସାମ୍ନି ହେବେ। ଶୁକ୍ରବାର ଉଭୟ ନେତା ସାକ୍ଷାତ କରିପାରନ୍ତି ବୋଲି ଜାଣିବାକୁ ମିଳିଛି। ଭାରତ ବିରୋଧରେ ହିଂସା ଏବଂ ଉଗ୍ରବାଦକୁ…
ରାଜ୍ୟ ଅତିଥି ଭବନ ଏବେ ଅସ୍ଥାୟୀ ସିଏମ୍ଓ
ଭୁବନେଶ୍ୱର,୧୩।୬: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି…
ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗୁରୁବାର ସେ ମନ୍ତ୍ରଣାଳୟକୁ ଯାଇ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିରେ ତାଙ୍କୁ ପୁନର୍ବାର ଏହି ଗୁରୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ…
ରାଜ୍ୟ ସଭାରେ ବିଗିଡ଼ିବ ଇଣ୍ଡିଆ ମେଣ୍ଟ, ଏତିକି ସିଟ୍ ନେଇଯିବ ଏନ୍ଡିଏ
ନୂଆଦିଲ୍ଲୀ,୧୩ା୬: ଲୋକ ସଭା ନିର୍ବାଚନ ସମାପ୍ତ ହୋଇଛି। ବର୍ତ୍ତମାନ ହେଉଛି ରାଜ୍ୟ ସଭା ଉପ-ନିର୍ବାଚନର ପର୍ଯ୍ୟାୟ। ୧୦ଟି ଖାଲି ସିଟ୍ ପାଇଁ ରାଜ୍ୟ ସଭା ସଚିବାଳୟ ଦ୍ୱାରା ଉପ-ନିର୍ବାଚନ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି ଯେ,…
ସୁଭଦ୍ରା ଯୋଜନାରେ କେଉଁମାନେ ପାଇବେ ୫୦ ହଜାର ଟଙ୍କା? ଜାଣନ୍ତୁ କିଭଳି କରିବେ ଆବେଦନ ଏବଂ ଯୋଗ୍ୟତା
ଭୁବନେଶ୍ୱର,୧୩।୬: ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ ହେବ…
୩ ଘଣ୍ଟା ଧରି ସଲମାନଙ୍କ ବୟାନ ରେକର୍ଡ କଲା ପୋଲିସ
ମୁମ୍ବାଇ: ବଲିଉଡ୍ର ଦବଙ୍ଗ ଖାନ୍ ସଲମାନ ଖାନଙ୍କ ମୁମ୍ବାଇ ଘର ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ୨ ମାସ ତଳେ କିଛି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଅଭିଯୁକ୍ତ ସେମାନଙ୍କ ଉଦ୍ଦେଶ୍ୟରେ ସଫଳ ହୋଇପାରି ନ ଥିଲେ ଏବଂ ସଙ୍ଗେ ସଙ୍ଗେ ସେଠାରୁ ପଳାଇ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୃତ ଦିଲ୍ଲୀପଙ୍କ ପରିବାର, ହତ୍ୟାକାରୀଙ୍କୁ କଠୋର ଦଣ୍ଡ ପାଇଁ ନିବେଦନ
ଖଲ୍ଲିକୋଟ,୧୩ା୬(ପ୍ରଶାନ୍ତ କୁମାର ମିଶ୍ର): ଭୁବନେଶ୍ୱରସ୍ଥିତ ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହ ଆଲୋଚନା କରିଛନ୍ତି ମୃତ ଦିଲ୍ଲୀପ ପାହାନଙ୍କ ପରିବାର। ସୂଚନାନୁଯାୟୀ, ଶ୍ରୀକୃଷ୍ଣଶରଣପୁର ଗ୍ରାମର ମୃତ ଦିଲ୍ଲୀପଙ୍କ ପରିବାରକୁ ଭାଜପା ପକ୍ଷରୁ ଶପଥ ସମାରୋହରେ ଯୋଗ ଦେବା ପାଇଁ…
ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲଆତି: ରାଜ୍ୟରେ ବଡ଼ ଧରଣର ରେଡ୍ କଲା ସିବିଆଇ
ଭୁବନେଶ୍ୱର,୧୩।୬: ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ ନେଇ ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ଼ ଧରଣର ରେଡ ହୋଇଛି। ଏନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଗୁରୁବାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ଜିଲାରେ ୬୭ ସ୍ଥାନରେ…
ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ, ନବୀନଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି
ଭୁବନେଶ୍ୱର,୧୩।୬: ନବୀନଙ୍କ ନିବାସରେ ଲାଗିଛି ବରିଷ୍ଠ ନେତାଙ୍କ ଭିଡ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି। ଯିଏ କି, ୨୦୧୯ରେ ବିଜେଡି ଛାଡି ଭାଜପାରେ ମିଶିଥିଲେ। ଆଉ ଚଳିତ ନିର୍ବାଚନରେ ଭାଜପା ଛାଡିଥିଲେ। ରଘୁନାଥଙ୍କ ସହ…
ଜମ୍ମୁ-କଶ୍ମୀର ଆତଙ୍କୀ ହମ୍ଲାର କାର୍ଯ୍ୟାନୁଷ୍ଠାନ ଦାବି
ଛତ୍ରପୁର,୧୩ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଜମ୍ମୁ-କଶ୍ମୀରର କଟ୍ରାରୁ ଶିବ ଖଡ଼ି ତୀର୍ଥ ଯାତ୍ରୀ ବସ୍ ଯାଉଥିବା ସମୟରେ ୯ ତାରିଖରେ ଆତଙ୍କବାଦୀଙ୍କ ଅଚାନକ ଆକ୍ରମଣରେ ୧୦ ନିରୀହ ହିନ୍ଦୁଙ୍କ ଜୀବନ ଚାଲିଗଲା। ଏହି ଘଟଣାକୁ ସମଗ୍ର ଦେଶବାସୀ ନିନ୍ଦା କରିବା ସହ ସରକାର…
ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାଳମାଳ ଫେକ୍ ଆଇଡି, ଦ୍ୱନ୍ଦ୍ୱରେ ସିଏମଓ ଅଫିସ
ଭୁବନେଶ୍ୱର,୧୩।୬: ଓଡ଼ିଶାକୁ ମିଳିଛି ପୁଣି ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ଭାଜପା ବିଧାୟକ ମୋହନ ଚରଣ ମାଝି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପରେ ବିଭିନ୍ନ ଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ସୋସିଆଲ ମିଡିଆ ଏକ୍ସ, ଫେସବୁକ୍,…
Archives


