Home

ବଦଳୁଛି ‘ନବୀନ ନିବାସ’ର ଚିତ୍ର: ପଦ ଯିବା ପରେ ଉଠିଗଲା ଅସ୍ଥାୟୀ ପୋଲିସ କ୍ୟାମ୍ପ, କମିଲେ ସୁରକ୍ଷାକର୍ମୀ…

ଭୁବନେଶ୍ୱର,୧୩।୬: ଗଣତନ୍ତ୍ରରେ ହାରିବା-ଜିତିବା ନିୟମିତ ପ୍ରକ୍ରିୟା। ଜନତା ଜନାର୍ଦ୍ଦନଙ୍କ ଭୋଟ୍‌ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର…

୧୨ ରାଜ୍ୟକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୩ା୬: ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନେକ ରାଜ୍ୟର ଲୋକମାନେ ପ୍ରବଳ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି। ଜୁନ୍‌ ୧୬ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ, ଦିଲ୍ଲୀ ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ପ୍ରବଳ ଖରା ହେବା ସହ ଆଉ କିଛି…

ଆଇସ୍‌କ୍ରିମ୍‌ରୁ ବାହାରିଲା ମଣିଷର କଟା ଆଙ୍ଗୁଳି

ମୁମ୍ବାଇ,୧୩ା୬: ମୁମ୍ବାଇର ମଲାଡ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍‌କ୍ରିମ୍‌ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପୋଲିସ ନିକଟରେ…

ମୋହନଙ୍କ ମନ୍ତ୍ରୀମଣ୍ଡଳ: ଏମାନଙ୍କୁ ମିଳିପାରେ ବଡ଼ ବିଭାଗ! ଲିଷ୍ଟରେ…

ଭୁବନେଶ୍ୱର,୧୩।୬: ଶପଥ ନେଇଛନ୍ତି ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋହନ ଜଣେ ଆଦିବାସୀ ନେତା ଅଟନ୍ତି। ଏଥିସହ ଓଡ଼ିଶାକୁ ୨୪ବର୍ଷ ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ମିଳିଛନ୍ତି। ସେମାନେ ହେଲେ ପ୍ରଥମ ଥର ବିଧାୟକ ହୋଇଥିବା ପ୍ରଭାତି ପରିଡା…

ଭାଜପା ବିଜୟ ଉତ୍ସବ ପାଳନରେ ବାଣଫୁଟାକୁ ନେଇ ଖଣ୍ଡଯୁଦ୍ଧ: ବାପ-ପୁଅ ସମେତ ୬ ଆହତ, ଗାଁରେ ଉତ୍ତେଜନା

ହାଟଡିହୀ,୧୩ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ବାଣଫୁଟାକୁ ନେଇ ମହାଭାରତ ସୃଷ୍ଟି ହୋଇଛି। ବାଣଫୁଟାରେ ବାପ, ପୁଅଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଆନନ୍ଦପୁର ଡିଏସ୍‌ପି ପ୍ରଶାନ୍ତ ବେହେରା ଏବଂ ସୋସୋ ଥାନା…

ରୋଜଗାର କରିବାକୁ ଯାଇ ବେଙ୍ଗାଲୁରୁରେ ଚାଲିଗଲା ଓଡ଼ିଆ ଯୁବକଙ୍କ ଜୀବନ, ଗାଁକୁ ଆସି ପାରିଲାନି ମୃତଦେହ

ପାଟଣା,୧୩ା୬(ବୀରକିଶୋର ଦାଶ): ବେଳେବେଳେ ଆତ୍ମୀୟଙ୍କ ଅନ୍ତିମ ଦର୍ଶନ ବି ପରିବାର ଲୋକେ କରିପାରନ୍ତି ନାହିଁ। ମୃତଦେହ ଆସିବାରେ ଅର୍ଥ ବାଧକ ସାଜେ। ଜଣେ ଓଡ଼ିଆ ଯୁବକ ରୋଜଗାର ଆଶାରେ ବେଙ୍ଗାଲୁରୁ ଯାଇ ମୃତ୍ୟୁ ଘଟିବା ପରେ ଗାଁକୁ ମୃତଦେହ ଆସି ପାରିଲା…

ପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଅଲାରୀଠାରେ ଏକ ପିଚୁ ପ୍ଲାଣ୍ଟରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ଉକ୍ତ ପ୍ଲାଣ୍ଟର ମୁଖ୍ୟାଂଶ ବ୍ୟାଗରେ କାର୍ଯ୍ୟରତ ମିସ୍ତ୍ରୀ ଓ ଶ୍ରମିକମାନେ ଧୂଆଁ…

ଶ୍ରୀମନ୍ଦିର ୪ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ମହାପ୍ରଭୁଙ୍କ ଆଶୀର୍ବାଦରେ ହୋଇଛି ସମ୍ଭବ

ଭୁବନେଶ୍ୱର,୧୩।୬: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ…

୧୦ ବର୍ଷ ହେଲା ବନ୍ଦ ପଡ଼ିଛି ବିଜୟାନନ୍ଦ ଚିନିକଳ

ଦେଓଗାଁ ,୧୩ା୬(କୃଷ୍ଣ ପ୍ରସାଦ ପାଣିଗ୍ରାହୀ)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସାଗରପାଲି କଲୋନୀ ନିକଟରେ ଥିବା ଜିଲାର ଏକମାତ୍ର କୃଷିଭିତ୍ତିକ ଶିଳ୍ପ ବିଜୟାନନ୍ଦ ସମବାୟ ଚିନିକଳ ପ୍ରାୟ ୧୦ ବର୍ଷ ହେଲା ବନ୍ଦ ହୋଇ ପଡିରହିଛି। ଏବେ ରାଜ୍ୟରେ ସରକାର ପରିବର୍ତ୍ତନ ପରେ…

ଶହେ ମିଟରରୁ ୮.୭ କି.ମି. ଇକୋ ସେନ୍‌ସେଟିଭ୍‌ ଜୋନ୍‌

ରାଜନଗର,୧୩ା୬(ଭାସ୍କର ରାଉତରାୟ)ଭିତରକନିକା ଜାତୀୟ ଉଦ୍ୟାନ, ଭିତରକନିକା ଅଭୟାରଣ୍ୟ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ୧ ଶହ ମିଟରଠାରୁ ୮.୭ କି.ମି. ପର୍ଯ୍ୟନ୍ତ ଇକୋ ସେନସେଟିଭ ଜୋନ୍‌ ଭାବେ ଘୋଷଣା କରାଯାଇଛି। କେନ୍ଦ୍ର ସରକାରଙ୍କ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ…

ରାତାରାତି କଟା ପୋଖରୀ ହୁଡ଼ା ବନ୍ଧାଗଲା

ଓଡ଼ଗାଁ,୧୩ା୬(ଆଦର୍ଶ କୁମାର ପଟ୍ଟନାୟକ)ଗ୍ରୀଷ୍ମରେ ଲୋକେ ପାଣି ଗରାଏ ପାଇଁ ବ୍ୟସ୍ତ ହେଉଥିବା ବେଳେ ମୌସୁମୀର ଆଗମନ ହୋଇଛି ା ହେଲେ ପଡୋଶୀ ଜିଲାରେ ପ୍ରାକ୍‌ ମୌସୁମୀ ବର୍ଷା ଅନୁଭୁତ ହୋଇଥିବା ବେଳେ ନୟାଗଡ଼ ଜିଲା ଓଡ଼ଗାଁରେ ଏଯାବତ୍‌ ବର୍ଷା ହୋଇନାହିଁ। ଏପରିସ୍ଥଳେ…

ଜଗନ୍ନାଥଙ୍କ ଅବଢ଼ା ନିଲାମରେ ଅନିୟମିତତା

ନୟାଗଡ଼,୧୩।୬(ଲୋକନାଥ ମିଶ୍ର)ନୟାଗଡ଼ ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ ମହାପ୍ରଭୁଙ୍କ ଅବଢ଼ା ଟେଣ୍ଡରରେ ଅନିୟମିତତା ହୋଇଛି । ନିଲାମଧାରୀଙ୍କ ଠାରୁ ୧ ଲକ୍ଷ ବା ତାଠାରୁ ଅଧିକ ଲାଞ୍ଚ ନେଇ ସେମାନଙ୍କୁ ନିଲାମ ଟଙ୍କା ନ ଦେବା ପାଇଁ ଅନୁକମ୍ପା ଦେଖା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri