ସିଆର୍ପିଏଫ୍କୁ ରାତିଅଧିଆ ଆକ୍ରମଣ: ଯବାନ ମୃତ, ୬ ଆହତ
ଜମ୍ମୁ/ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରର କଠୁଆ ଓ ଡୋଡା ଜିଲାରେ ଆତଙ୍କବାଦୀମାନେ ରାତିଅଧିଆ ଆକ୍ରମଣ କରିଛନ୍ତି। ଡୋଡାର ଚତ୍ତେରଗାଲାରେ ଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍ପିଏଫ୍)ର ଏକ ଚେକ୍ପୋଷ୍ଟରେ ଆତଙ୍କବାଦୀ ଆଖିବୁଜା ଗୁଳି ଚଳାଇବାରୁ ୬ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ଆହତ…
ଓଡ଼ିଶାରେ ଭାଜପା ଶାସନ
ଭୁବନେଶ୍ୱର, ୧୩।୬ (ସୁନିତ୍ ମିଶ୍ର)ଓଡ଼ିଶାରେ ବୁଧବାରଠାରୁ ଆରମ୍ଭ ହୋଇଛି ଭାଜପା ଶାସନ। ଏହାସହ ରାଜ୍ୟରେ ‘ଡବଲ ଇଞ୍ଜିନ ସରକାର’ ପାଇଁ ଭାଜପା ଦେଇଥିବା ଆହ୍ବାନ ସଫଳ ହୋଇଛି। କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ…
ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର ବିନା…
୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ…
ପୁରୀ,୧୨ା୬: ବୁଧବାର ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କିଛି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ହେଲା ୪ ଦ୍ୱାରରେ ଜୋତା ଏବଂ ମୋବାଇଲ ଷ୍ଟାଣ୍ଡ କରାଯିବା ସହ ପାନୀୟ ଜଳ ବ୍ୟବସ୍ଥା,…
ଥମୁନି କାଶୀପୁର ଶିଶୁ ମୃତ୍ୟୁ, ଆଉ ଜଣେ ପୀଡ଼ିତା ଆଖି ବୁଜିଲେ
ଟିକିରି,୧୨ା୬(ପ୍ରଫୁଲ୍ଲ କୁମାର ବେହେରା): କିଛି ଦିନ ବ୍ୟବଧାନରେ ଅଜଣା ରୋଗରେ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ରହିଛନ୍ତି। ମଙ୍ଗଳବାର ରାତିରେ ଆଉ ଜଣେ ପୀଡ଼ିତା ଆଖି ବୁଜିଛନ୍ତି। ସେ ହେଉଛନ୍ତି ଉକ୍ତ ଗ୍ରାମର ବୁଧ ମାଝିଙ୍କ ଝିଅ…
ମନ୍ତ୍ରୀଶୂନ୍ୟ ବରଗଡ଼, ଜିଲାବାସୀ ନିରାଶ
ବରଗଡ଼,୧୨ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ପ୍ରଥମଥର ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରି ଭାଜପା ସରକାର ଗଠନ କରିଛି। ଏହିକ୍ରମରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ୮ କ୍ୟାବିନେଟ ମନ୍ତ୍ରୀ ଏବଂ…
ମୋହନ ମାଝୀଙ୍କ ମନ୍ତ୍ରୀମାନେ କେତେ ପାଠ ପଢିଛନ୍ତି?
ଭୁବନେଶ୍ୱର,୧୨।୬: ରାଜ୍ୟରେ ଆଜିଠୁ ଭାଜପା ସରକାରଙ୍କ ଯୁଗ ଆରମ୍ଭ ହୋଇଛି । ଜନତା ମଇଦାନରେ ଆୟୋଜିତ ଶପଥ ସମାରୋହରେ ଭାଜପା ବିଧାୟକ ଦଳ ନେତା ମୋହନ ଚରଣ ମାଝି ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ତାଙ୍କ…
ନା ଅଛି ବର୍ଷା ନା ଅଛି ପବନ, ଭାଙ୍ଗିଲା ବିରାଟକାୟ ଗଛ, ୬ ଘଣ୍ଟା ଅନ୍ଧାରରେ ରହିଲେ ଲୋକେ
ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): ନା ଅଛି ବର୍ଷା ନା ଅଛି ପବନ। କିନ୍ତୁ ବିରାଟକାୟ ଗଛ ପଡ଼ି ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ୧୭ଟି ପଞ୍ଚାୟତର ୧୦ ହଜାର ଲୋକ ଅନ୍ଧାରରେ ରହିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା…
ବାଲୁକା କଳାରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା
ଗଞ୍ଜାମ,୧୨ା୬(ବିଦ୍ୟାଧର ସାହୁ): ବୁଧବାର ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ମୋହନ ଚନ୍ଦ୍ର ମାଝି ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ସ୍ବାଗତ ଜଣାଇବା ପାଇଁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ତାଙ୍କୁ ସ୍ବାଗତ…
ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ ହେଲେ କେନ୍ଦୁଝରର ସଞ୍ଜୀବ ବାରିକ
କେନ୍ଦୁଝର,୧୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଖୁସିରେ କେନ୍ଦୁଝରବାସୀ ମସ୍ଗୁଲ ଥିବା ବେଳେ କେନ୍ଦୁଝର ଜିଲା ପାଇଁ ଆଉ ଏକ ଖୁସି ଖବର ଆସି ପହଞ୍ଚିଛି। କେନ୍ଦୁଝର ଜିଲା ସୂଚନା…
ଓଡ଼ିଶାରେ ମୋହନ ସରକାର: ମୁଖ୍ୟମନ୍ତ୍ରୀଙ୍କୁ ମିଳିବ କେତେ ଦରମା? ମିଳିବ ଏତେସବୁ ସୁବିଧା
ଓଡ଼ିଶାରେ ଆଜିଠୁ ଆରମ୍ଭ ହୋଇଛି ଭାଜପା ସରକାର । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡା ଶପଥ…
ନୂଆ ମୁଖ୍ୟମନ୍ତ୍ରୀ ମୋହନଙ୍କ ସହ ସନାତନ ମୁହାକୁଡ଼ଙ୍କ ଫଟୋକୁ ନେଇ ଚର୍ଚ୍ଚା
କେନ୍ଦୁଝର,୧୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତୃତ୍ୱ ରାଜ୍ୟରେ ମୋହନ ମାଝି ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ଶୁଭେଚ୍ଛାର ବାର୍ତ୍ତାର ସୁଅ ପହଞ୍ଚିଛି। ଏପରିକି ରାତି ତମାମ କେନ୍ଦୁଝର ଭାଜପା ନେତା, କର୍ମୀ, ସମର୍ଥକଙ୍କ ଭିଡ ମୋହନ ମାଝିଙ୍କ ପାଖରେ ଭିଡ଼ ଜମିଥିଲା।…
Archives


