Home

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚରେ ବିଜୟୀ ହୋଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ସହିଦ ସ୍ପୋର୍ଟିଂ। ସୋମବାର…

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି ଜିତିବା ସହ ତାଙ୍କ କ୍ୟାରିୟରର ପ୍ରଥମ ଫର୍ମୁଲା ଓ୍ବାନ ଟାଇଟଲ ହାସଲ କରିଛନ୍ତି। ମ୍ୟାକଲରେନ…

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ ନିର୍ମିତ ଟ୍ରାନ୍ସଫର୍ମର ମନିଟରିଂ ୟୁନିଟ୍‌ ବା ଟିଏମ୍‌ୟୁର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଉନ୍ନତ…

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ ବୋଲି ଜାତୀୟ ଗଣମାଧ୍ୟମରେ ଆଲୋଚନା ଓ ଚର୍ଚ୍ଚା ହେଉଛି। ଏପରିକି ବିଏସ୍‌ଏନ୍‌ଏଲ୍‌ ସାରା ଦେଶରେ…

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ବିଷୟର ବିସ୍ତୃତ ଆଲୋଚନା ସହ ୨୦୨୩-୨୪ ଆର୍ଥିକ ବର୍ଷ ଓ ଏହି…

ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର) ରିଲିଜ ନିକଟରେ ହୋଇଯାଇଛି। ଏପରିକି ଏହାର ପ୍ରି-ବୁକିଂ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ,…

ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା): କ୍ରମାଗତ ଭାବେ ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି ହେଉଛି। ଏପରିକି ଦେଶରେ ଗୃହ ଋଣ ପରିମାଣ ଆଶ୍ଚର୍ଯ୍ୟଜନକ ଭାବେ ବଢ଼ିବାରେ ଲାଗିଛି। ଗତ ୨ ବର୍ଷ ମଧ୍ୟରେ ଗୃହ ଋଣ ପରିମାଣ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି…

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ ବିନ୍ଦାସ ଅନ୍ଦାଜରେ ନିଜ ମତ ରଖିବା ପାଇଁ ମଧ୍ୟ ବେଶ୍‌ ଜଣାଶୁଣା। ସମ୍ପ୍ରତି ଏହି…

ଆଜ୍‌ମା ପ୍ରତି ଯତ୍ନବାନ୍‌ ହେବା ଦରକାର

ଆମେ ସମ୍ମୁଖୀନ ହେଉଥିବା କେତେକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ଆଜ୍‌ମା ଅନ୍ୟତମ। ଏହା ଏକ ଶ୍ୱାସଜନିତ ରୋଗ। ଆଜ୍‌ମା ଏଭଳି ଏକ ରୋଗ ଯାହା ଗୁରୁତର ଆକାର ଧାରଣକଲେ ଜୀବନନାଶକ ସାଜିବା ଯଥେଷ୍ଟ ଆଶଙ୍କା ରହିଛି। ଆଜ୍‌ମା ସମ୍ପର୍କରେ ଜନସଚେତନତା…

ସମୁଦ୍ରରେ ବୁଡ଼ି ୫ ଡାକ୍ତରୀ ଛାତ୍ରୀଛାତ୍ର ମୃତ

ଚେନ୍ନାଇ , ୭।୫: ତାମିଲନାଡ଼ୁର କନ୍ୟାକୁମାରୀ ଉପକୂଳ ଲେମୁର ବେଳାଭୂମିରେ ସୋମବାର ୨ ଜଣ ଡାକ୍ତରୀ ଛାତ୍ରୀ ଓ ୩ ଜଣ ଡାକ୍ତରୀ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ ହରାଇଛନ୍ତି। ଲେମୁର ବେଳାଭୂମିରେ ସମୁଦ୍ର ଅଶାନ୍ତ ଥିବାରୁ ଏହା ଏବେ ପର୍ଯ୍ୟଟକଙ୍କ ପାଇଁ…

ଇସ୍ରାଏଲ୍‌ ସେନା ଘାଟି ଉପରେ ହେଜବୁଲ୍ଲାର ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୭ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ ହୋଇଥିବା କଥା ଇସ୍ରାଏଲ ସେନା ସ୍ପଷ୍ଟ କରିନାହିଁ। ଲେବାନନ ଅତିକ୍ରମ କରି ଏକ ଡ୍ରୋନ୍‌…

ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ଉକ୍ତ ଅଞ୍ଚଳରେ ଇସ୍ରାଏଲ ଦୀର୍ଘମିଆଦୀ ସ୍ଥଳଯୁଦ୍ଧ ଚଳାଇବାକୁ ଯାଉଥିବାର ସଙ୍କେତ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri