Home

ଦିବ୍ୟାଙ୍ଗଙ୍କୁ ଜୀବନଜୀବିକାରେ ସ୍ବାବଲମ୍ବୀ ପାଇଁ ପ୍ରୟାସ: ସୋଲାର ଚାଳିତ ଯନ୍ତ୍ରପାତିରେ ସ୍ବାବଲମ୍ବୀ

ଦାରିଙ୍ଗବାଡି,୪।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରହିଥିବା ଦିବ୍ୟାଙ୍ଗମାନଙ୍କୁ ଜୀବନଜୀବିକାରେ ସ୍ବାବଲମ୍ବୀ କରିବାକୁ ପ୍ରୟାସ ଆରମ୍ଭ କରାଯାଇଛି ବିଶେଷକରି ଦିବ୍ୟାଙ୍ଗମାନେ ଘରେ ବସି ରୋଜଗାର କରିବା ପାଇଁ କିମ୍ବା ଭ୍ରାମ୍ୟମାଣ ବ୍ୟବସାୟ କରିବାକୁ ଯୋଜନା କରାଯିବା ସହ ଏସମ୍ପର୍କରେ…

ଜୈବିକ ପଦ୍ଧତିରେ ମୂଳା ଚାଷ ଦେଇଛି ରୋଜଗାର

ଦାରିଙ୍ଗବାଡି, ୪।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଉଦ୍ୟାନ ଚାଷୀଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି ଆଗରୁ କେବଳ ଜୈବିକ ହଳଦୀ, ଅଦା, ସୋରିଷ ଆଦି ଚାଷ କରୁଥିବା ବେଳେ ଏବେ ଉଦ୍ୟାନ ଚାଷ ପାଇଁ ଆଗ୍ରହ…

କାର ସହ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ: ୩ ଗିରଫ

ଦେବଗଡ,୪।୧୨(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା ରିଆମାଳ ଥାନା ତେଲିମୁଣ୍ଡା ଛକରୁ ଏକ ସ୍ବିଫ୍ଟ କାର ସହିତ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ। ଏହି ଘଟଣାରେ ୩ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ରିଆମାଳ ଥାନା ବାଲିଜୋରି ଗ୍ରାମର…

ଶିମିଳିପାଳରେ ୨ କଳାବାଘ ଶାବକ

ବାରିପଦା, ୪ା୧୨:(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମିଲେନାଷ୍ଟିକ ଟି-୨୪ ପ୍ରଜାତି ବାଘର ୨ ଶାବକ ମା’ ସହ ବୁଲୁଥିବା ଏଆଇ କ୍ୟାମେରାରେ କଏଦ ହୋଇଛି। ଏନେଇ ଖୁସି ପ୍ରକଟ କରି ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ…

ମୁଣ୍ଡ ନୁଆଁଇଲେ ଦକ୍ଷିଣ କୋରିଆ ରାଷ୍ଟ୍ରପତି: ୬ ଘଣ୍ଡା ମଧ୍ୟରେ ପ୍ରତ୍ୟାହାର କଲେ ସାମରିକ ଆଇନ

ସିଓଲ,୪ା୧୨:ଦକ୍ଷିଣ କୋରିଆରେ ରାଜନୈତିକ ଅଚଳାବସ୍ଥା ଲାଗି ରହିବା ଫଳରେ ରାଷ୍ଟ୍ରପତି ୟୁନ୍‌ ସୁକ୍‌ ୟେଓଲ ମଙ୍ଗଳବାର ରାତିରେ ‘ଜରୁରୀକାଳୀନ ସାମରିକ ଆଇନ’ ଘୋଷଣା କରିଥିଲେ। ତେବେ ଏହାର ୬ ଘଣ୍ଟା ପରେ ଏହାକୁ ସେ ରାଷ୍ଟ୍ର ବିରୋଧୀ ତତ୍ତ୍ୱଙ୍କୁ ପ୍ରତିହତ କରିବା…

୧୦ ବର୍ଷରେ ଦାଦନରେ ମୃତ୍ୟୁବରଣ କରିଛନ୍ତି ୪୦୩: ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୪ା୧୨(ଅନିଲ ଦାସ):ଓଡ଼ିଶାରୁ ବାହାର ରାଜ୍ୟକୁ ଗତ ୧୦ବର୍ଷରେ ଦାଦନ ଖଟିବାକୁ ଯାଇଥିବା ଲୋକଙ୍କ ମଧ୍ୟରୁ ୪୦୩ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ…

ଭାରତରେ ସର୍ବାଧିକ ମୋବାଇଲ ମାଲଓ୍ବେର ଆକ୍ରମଣ: ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୪।୧୨:ଅନ୍ୟ ଦେଶଗୁଡ଼ିକ ତୁଳନାରେ ଭାରତରେ ମୋବାଇଲ ମାଲଓ୍ବେର ଆକ୍ରମଣ ଜନିତ ମାମଲା ସର୍ବାଧିକ ରହିଥିବା ନେଇ ଆମେରିକୀୟ କ୍ଲାଉଡ୍‌ ସିକ୍ୟୁରିଟି କମ୍ପାନୀ ଜେଡ୍‌ସ୍କେଲର ପ୍ରକାଶ କରିଛି। ମୋବାଇଲ ମାଲଓ୍ବେର ଆକ୍ରମଣ ଜନିତ ମାମଲାରେ ଆମେରିକା ଏବଂ କାନାଡା ପରି ଦେଶକୁ ଭାରତ…

ନିଖୋଜ, ଅପହରଣ ନା ପ୍ରଚାର…ହାସ୍ୟ ଅଭିନେତା ସୁନୀଲ ପାଲ ନିଖୋଜ ନେଇ ଥାନାରେ ପତ୍ନୀ

ମୁମ୍ବାଇ,୩।୧୨: ଅଭିନେତା ତଥା ଲୋକପ୍ରିୟ କମେଡିଆନ୍‌ ସୁନୀଲ ପାଲଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ସେ ନିଖୋଜ ଥିବା ନେଇ ପତ୍ନୀ ସାନ୍ତାକ୍ରୁଜ୍‌ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସାରା ଦିନ ପତ୍ନୀଙ୍କ ସହ ସମ୍ପର୍କ ହୋଇପାରିନାହିଁ। ଫୋନ୍‌ କରିବାରେ…

ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ଲୋକ ସଭାରେ ପାରିତ ହେଲା ବିଲ୍‌

ନୂଆଦିଲ୍ଲୀ, ୩।୧୨: ଲୋକ ସଭାରେ ମଙ୍ଗଳବାର ବ୍ୟାଙ୍କିଂ ଆଇନ୍‌ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହି ବିଲ୍‌ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ ବ୍ୟାଙ୍କଗୁଡ଼ିକରେ ଉତ୍ତମ ସେବା…

କାହିଁକି ରାଜନୀତି, କାହିଁକି ଆପ୍‌? ଶିକ୍ଷକରୁ ନେତା ହୋଇଥିବା ଅବଧ କହିଲେ…

ନୂଆଦିଲ୍ଲୀ,୩।୧୨: ଆସନ୍ତା ବର୍ଷ ଦିଲ୍ଲୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୟୁପିଏସ୍‌ସିର ଖ୍ୟାତନାମା ଶିକ୍ଷକ ଅବଧ ଓଝା ରାଜନୀତିରେ ଏଣ୍ଟ୍ରି କରିଛନ୍ତି। ଦିନକ ପୂର୍ବରୁ ସେ ଆମ୍‌ ଆଦ୍‌ମୀ ପାର୍ଟୀ(ଆପ୍‌)ରେ ଯୋଗ ଦେଇଛନ୍ତି। ଏହାପରଠାରୁ ଦିଲ୍ଲୀର ରାଜନୀତି ପାଣିପାଗ ସରଗରମ…

ଧର୍ମଘଟରୁ ଓହରିଲେ ବଙ୍ଗୀୟ ଆଳୁ ବ୍ୟବସାୟୀ, ଓଡ଼ିଶାକୁ ରପ୍ତାନୀ ନେଇ ନରମି ପାରନ୍ତି ମମତା

ଭୋଗରାଇ, ୩।୧ ୨( ପ୍ରଦୀପ ଦାସ ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ରାଜ୍ୟର ଆଳୁର ଅଭାବ ଓ ବଜାର ଦର ନିୟନ୍ତ୍ରଣ ଲାଗି ଓଡ଼ିଶା ସମେତ ଭିନ୍ନ ରାଜ୍ୟକୁ ଆଳୁ ରପ୍ତାନି ବନ୍ଦ ଲାଗି ପ୍ରଶାସନକୁ କଡା ନିର୍ଦ୍ଦେଶ…

ବାଇକ୍‌ରେ ୩ ସାଙ୍ଗ ଆସୁଥିବା ବେଳେ ବସ୍‌ ସହ ଧକ୍କା: ଚାଲିଗଲା ଜଣଙ୍କ ଜୀବନ, ଆଉ ଦୁଇ ଗୁରୁତର

ଭୋଗରାଇ, ୩l୧୧( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟପଥ ଥାନା ଛକ ଦେହୁର୍ଦ୍ଦା ହନୁମାନ ମନ୍ଦିରଠାରେ ମଙ୍ଗଳବାର ଅପରାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?