ଭୁବନେଶ୍ୱରରେ ମୋଦି, ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ଦେବେ ଯୋଗ
ଭୁବନେଶ୍ୱର,୧୨।୬: ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ବୁଦବାର ସଂଧ୍ୟାରେ ଜନତା ମଇଦାନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଓ…
ନିର୍ଦ୍ଦେଶରେ ହେଲା ସଂଶୋଧନ: କର୍ମଚାରୀ ନେଇପାରିବେ ଛୁଟି, ଜରୁରୀ ହେଲେ…
ଭୁବନେଶ୍ୱର,୧୨।୬: ଜୁନ୍ ୩୦ ଯାଏ ସରକାରୀ କର୍ମଚାରୀମାନଙ୍କ ଛୁଟି ବାତିଲ ନିର୍ଦ୍ଦେଶରେ ପ୍ରଶାସନ ବୁଧବାର ସଂଶୋଧନ କରିଛି। ମିଳିଥିବା ସୂଚନାନୁଯାୟୀ, ଆବଶ୍ୟକ ପଡ଼ିଲେ ଅଫିସରମାନେ ଛୁଟି ନେଇପାରିବେ। କିନ୍ତୁ ଜରୁରୀ ହେଲେ ତତ୍କାଳ ଯୋଗଦେବେ। ଏପରିକି ଜରୁରୀ ଯୋଗାଯୋଗ ପାଇଁ ନିଜ…
ଟିଭିରୁ ବାପାଙ୍କ ମୁଖ୍ୟମନ୍ତ୍ରୀ ଖବର ଶୁଣି, ସାଙ୍ଗମାନେ ମାଗୁଛନ୍ତି ପାର୍ଟି: ମୋହନ ମାଝୀଙ୍କ ପୁଅ
ଭୁବନେଶ୍ୱର,୧୨।୬: ମୋହନ ଚରଣ ମାଝୀ ବୁଦବାର ଓଡିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏତେ ବଡ଼ ଖବର ମୋହନଙ୍କ ପରିବାର ସଦସ୍ୟଙ୍କ ପାଇଁ ଏକ ଚମତ୍କାର ଠାରୁ କମ ନୁହେଁ। କାରଣ ପରିବାରରେ କେହି କେବେ ଭାବି…
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମାଝୀଙ୍କ ସମ୍ପତ୍ତି କେତେ? କରିଛନ୍ତି ୯୫ ଲକ୍ଷର ଋଣ, ରହିଛି…
ଭୁବନେଶ୍ୱର,୧୨।୬: ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଦୀର୍ଘ ୨୫ ବର୍ଷ ଧରି ରାଜ୍ୟରେ ବିଜେଡି ସରକାର ଚାଲୁଥିବା ବେଳେ ୨୦୨୪ରେ ବହୁମତ ହାସଲ କରି କ୍ଷମତା ହାତେଇଛି ଭାଜପା। ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକ ପରେ ଦଳ ପକ୍ଷରୁ ମୋହନ…
ଶିଶୁଙ୍କୁ ପାଠ ପଢାଇବା ଉପରେ ଗୁରୁତ୍ୱ
ଦାରିଙ୍ଗବାଡି, ୧୨।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବୁଧବାର ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି ଏହି ଅବସରରେ ଉକ୍ତ ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଆଦିବାସୀ ଅଧୁଷିତ ଗ୍ରାମ ଶିକାକେତା ଠାରେ ଏହି ଦିବସ…
ହଦଗଡ ଡ୍ୟାମ୍ରେ ବୁଡ଼ି ୨ ଇଞ୍ଜିନିୟରିଂ ଛାତ୍ର ମୃତ
ହାଟଡିହୀ,୧୨।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଧୀନ ଶାଳନ୍ଦୀ ନଦୀ ହଦଗଡ ଡ୍ୟାମ୍ରେ ଗାଧୋଉଥିବାବେଳେ ୨ ଜଣ ଜଣ ଛାତ୍ର ପାଣିରେ ବୁଡି ପ୍ରାଣ ହରାଇଥିବା ସୂଚନା ମିଳିଛି। ତେବେ ଏହି ୨ ଜଣଙ୍କର ପ୍ରକୃତ ପରିଚୟ…
କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି: ଦୁଇ ଦିନ ହେଲା ବିଦ୍ୟୁତ-ନେଟୱାର୍କ ସେବା ବାଧାପ୍ରାପ୍ତ
ବାଲିଗୁଡା,୧୨।୬: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦୀର୍ଘ ଦିନ ପରେ କାଳ ବୈଶାଖୀର ତାଣ୍ଡବ। ପ୍ରବଳ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ପବନ ସହ ପ୍ରବଳ କୁଆ ପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ସହରର ବିଭିନ୍ନ ସ୍ଥାନରେ…
ଚା’ ଖଟିରେ ଚାଲିଛି ଭାଜପା ମନ୍ତ୍ରୀମଣ୍ଡଳ ଆଲୋଚନା: କାହାକୁ ମିଳିବ ମନ୍ତ୍ରୀ ପଦ
ରାୟଗଡ଼ା,୧୨।୬(ଆଶିଷ ରଞ୍ଜନ ପଣ୍ଡା)- ଚା’ ଖଟିରେ ଚାଲିଛି ରାଜନୈତିକ ଚର୍ଚ୍ଚା। ଭାଜପା ସଂଖ୍ୟା ଗରିଷ୍ଠତା ହାସଲ ପରେ ପ୍ରଥମେ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଚାଲିଥିଲା। କିଛି ଲୋକ ଏମ୍ପି ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା, ବିଧାୟକ ସୁରେଶ ପୂଜାରୀ,…
ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ
କଟକ,୧୨।୬: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ନିୟମିତ ଜାମିନ। ବୁଧବାର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ବେଳେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି କହିଛନ୍ତି। ତେବେ ପୋଲିଂ ବୁଥ୍ରେ ଭଙ୍ଗାରୁଜା ମାମଲାରେ ତାଙ୍କୁ ଗିରଫ…
ମୋହନ ସରକାରରେ କିଏ ହେବେ ମନ୍ତ୍ରୀ; କାହାକୁ ମିଳିବ ସୁଯୋଗ? ରେସ୍ରେ ଅଛନ୍ତି ଏସବୁ ହେଭିଓ୍ବେଟ୍..
ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ମୋହନ ମାଝୀ ଶପଥ ନେବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ମୋହନଙ୍କ ସମ୍ଭାବ୍ୟ ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ ସେନେଇ ଚର୍ଚ୍ଚା ଜୋର ଧରିଛି। ଆଶାୟୀ ବିଧାୟକମାନେ ଫୋନ…
ବାଲୁକାକଳାରେ ମୋଦିଙ୍କୁ ସ୍ବାଗତ କଲେ ସୁଦର୍ଶନ
ପୁରୀ ଅଫିସ,୧୨।୬: ଆଜିଠାରୁ ରାଜ୍ୟରେ ଭାଜପା ସରକାର। ଅପରାହ୍ନରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ଭୁବନେଶ୍ୱରକୁ ଅତିଥିମାନଙ୍କ ଆଗମନ ବଢ଼ିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ମୋହନଙ୍କ ନିମନ୍ତ୍ରଣ ପାଇବା ପରେ ଏମିତି କହିଲେ ନବୀନ
ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସରେ ପହଞ୍ଚି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏଥିସହ ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏଥିରେ ନବୀନ ସମ୍ମତି ଜଣାଇଥିବା ବେଳେ ଟୁଇଟ୍…
Archives


