ଆମେରିକାରେ ରହି ଦରମା ନେଉଛନ୍ତି ଗୁଜରାଟ ସ୍କୁଲ୍ ଶିକ୍ଷୟିତ୍ରୀ
ଅହମଦାବାଦ, ୧୩।୮: ଗୁଜରାଟ ବନାସକାଣ୍ଠା ଜିଲା ଅମ୍ବାଜୀସ୍ଥିତ ପଞ୍ଚା ସରକାରୀ ସ୍କୁଲର ଭାବନା ପଟେଲ ନାମ୍ନୀ ଜଣେ ଶିକ୍ଷୟିତ୍ରୀ ୮ ବର୍ଷ ଧରି ଆମେରିକାର ଶିକାଗୋରେ ବସବାସ କରୁଛନ୍ତି। ଏହାସତ୍ତ୍ୱେ ବିନା ଡ୍ୟୁଟି କରି ସ୍କୁଲର ଶିକ୍ଷୟିତ୍ରୀ ଭାବେ ସେ ଦରମା ନେଉଥିବା…
ଶମ୍ଭୁ ସୀମା ଅବରୋଧମୁକ୍ତ କରିବାକୁ ଚାଷୀଙ୍କୁ ମନାଅ
କୋଲକାତା,୧୩ା୮: ଶମ୍ଭୁ ସୀମାରୁ ଅବରୋଧ ହଟାଇବା ପାଇଁ ଚାଷୀମାନଙ୍କୁ ମନାଇବା ନିମନ୍ତେ ସୁପ୍ରିମକୋର୍ଟ ସୋମବାର ପଞ୍ଜାବର ଭଗଓ୍ବନ୍ତ ମାନ୍ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜପଥ ପାର୍କିଂ ପ୍ଲେସ୍ ନୁହେଁ। ଆମ୍ବୁଲାନ୍ସ, ଜରୁରୀ ଯାନ ଏବଂ ସ୍ଥାନୀୟ ଲୋକଙ୍କ ଯାତାୟାତ ଲାଗି ଶମ୍ଭୁ…
ବ୍ରଡକାଷ୍ଟିଂ ବିଲ୍ ବଦଳିବ
ନୂଆଦିଲ୍ଲୀ,୧୩ା୮: ବ୍ରଡକାଷ୍ଟିଂ ସର୍ଭିସେସ୍ ରେଗୁଲେଶନ ବିଲ୍କୁ ବିଭିନ୍ନ ମହଲରୁ ସମାଲୋଚନା କରାଯିବା ପରେ ସାନି ଚିଠା ବିଲ୍ ପ୍ରସ୍ତୁତ କରିବାକୁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏନେଇ ବିଚାରବିମର୍ଶ ଚାଲିଥିବା କେନ୍ଦ୍ର ସୂଚନା ଦେଇଛି। ବ୍ରଡ୍କାଷ୍ଟିଂ ବିଲ୍ର କେତେକ ବ୍ୟବସ୍ଥାକୁ ନେଇ ଅନ୍ଲାଇନ…
‘ନିଜକୁ ସ୍ବଚ୍ଛ ପ୍ରମାଣିତ କରନ୍ତୁ ସେବି ଅଧ୍ୟକ୍ଷା’
ନୂଆଦିଲ୍ଲୀ,୧୩ା୮(ପି.ଟି.): ସେବି ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ ଅଫସୋର କମ୍ପାନୀରେ ପୁଞ୍ଜିନିବେଶ କରିଥିବା ସ୍ବୀକାର କରିଛନ୍ତି। ତାଙ୍କର ସିଙ୍ଗାପୁର ଏବଂ ଭାରତୀୟ କନ୍ସଲ୍ଟିଂ ଫାର୍ମରେ ଗ୍ରାହକମାନଙ୍କ ସହ ଡିଲ୍ ସମ୍ପର୍କରେ ନିଜର ସ୍ବଚ୍ଛତା ପ୍ରମାଣିତ କରିବାକୁ ଆମେରିକୀୟ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍ବର୍ଗ ମାଧବୀଙ୍କୁ…
ଆଦାନୀ ତଦନ୍ତ ସିବିଆଇ କିମ୍ବା ଏସ୍ଆଇଟିକୁ ଦିଆଯାଉ
ନୂଆଦିଲ୍ଲୀ,୧୩ା୮(ପି.ଟି.): ପୁଞ୍ଜି ବଜାର ନିୟନ୍ତ୍ରକ ସେବିର ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍ଙ୍କ ବିରୋଧରେ ଆମେରିକୀୟ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍ବର୍ଗ ଗମ୍ଭୀର ଅଭିଯୋଗ ଆଣିବା ପରେ କଂଗ୍ରେସ ପକ୍ଷରୁ ତାଙ୍କ ଇସ୍ତଫା ଦାବି କରାଯାଇଛି। ଆଦାନୀ ମାମଲାରେ ସେବି ସାଲିସ କରିବା ସମ୍ଭାବନା…
ଅନନ୍ୟ ପ୍ରତିଭାର ଅଧିକାରୀ ବାମହାତୀ
ଅନ୍ତର୍ଜାତୀୟ ବାମହାତୀ ଦିବସ ପ୍ରତିବର୍ଷ ଅଗଷ୍ଟ ୧୩ରେ ସାରା ବିଶ୍ୱରେ ପାଳନ କରାଯାଏ। ବାମ ହାତର ଅର୍ଥ ହେଉଛି, ଯେଉଁମାନେ ନିଜ କାମକୁ ବାମ ହାତରେ ଅର୍ଥାତ୍ ବିପରୀତ ହାତରେ କରନ୍ତି। କୁହାଯାଏ, ଯେଉଁମାନେ ବାମ ହାତରେ କାମ କରନ୍ତି କିମ୍ବା…
ଏଇ ଭାରତରେ
ଜଳବାୟୁ ପରିବର୍ତ୍ତନ ଯୋଗୁ ଏବେ ତାପମାତ୍ରା ବଢ଼ିଚାଲିଛି। ଏଥିରେ ଘରେ କିମ୍ବା ବାହାରେ ରହିବା କଷ୍ଟକର ହୋଇପଡ଼ୁଛି। ଏସି ବ୍ୟବହାର କରୁଛନ୍ତି। କିନ୍ତୁ ମନେରଖିବା ଦରକାର ଯେ, ଏସି ଯୋଗୁ ବି ଘର ଭିତର ବାୟୁ ପ୍ରଦୂଷିତ ହୁଏ। ଏଭଳି ପ୍ରଦୂଷଣ…
ଧର୍ମ ନା ଅଧର୍ମ
ପବିତ୍ର ଶ୍ରାବଣ ମାସଟା ଯାକ ନିରାମିଷ ଭକ୍ଷଣ କରିବା ସହିତ ସୋମବାରଗୁଡ଼ିକରେ ଉପବାସ ରଖି ମହାଦେବଙ୍କୁ ଜଳଲାଗି କରାଯାଏ। ହଜାର ହଜାର ଭକ୍ତ ଦିନେ କିମ୍ବା ଦୁଇଦିନ ଆଗରୁ ପାଣି ନେଇ ସୋମବାର ମନ୍ଦିରରେ ଜଳ ଅର୍ପଣ କରି ଶିବ ଦର୍ଶନ…
ଅସୁରକ୍ଷିତ ଡାକ୍ତର
କୋଲକତାର ଡ. ରାଧାଗୋବିନ୍ଦ କର ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲର ଜଣେ ପିିଜି ଦ୍ୱିତୀୟ ବର୍ଷ ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଏବେ ସାରା ଦେଶରେ ଆନ୍ଦୋଳନ ଜୋର୍ ଧରିଛି। ଅଗଷ୍ଟ ୯ ଶୁକ୍ରବାର ରାତିରେ ପୀଡ଼ିତା…
ଭାବୀ ପିଢ଼ି କ୍ଷମା ଦେବନି
ପାଠକ ବନ୍ଧୁ ! ଶୀର୍ଷକଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଆମ ସାମାଜିକ, ଅର୍ଥନୈତିକ, ଓଡ଼ିଆ ଅସ୍ମିତା ଓ ଆମ ଭବିଷ୍ୟତ ଉପରେ ଗଭୀର ପ୍ରଭାବ ରଖେ ବୋଲି ମୋର ମତ। ଓଡ଼ିଶା ୧୫.୫ ନିୟୁତ ହେକ୍ଟର କ୍ଷେତ୍ରଫଳ ସହିତ ଦେଶର ଅଷ୍ଟମ…
ଚାଷୀଙ୍କ ପାଇଁ ଖୁସି ଖବର: କୃଷକଙ୍କୁ ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ ମୋହନ, ଜାଣନ୍ତୁ କେବେ ଆଉ କେଉଁମାନଙ୍କୁ ମିଳିବ
ଭୁବନେଶ୍ୱର,୧୨।୮: ଚାଷୀଙ୍କ ପାଇଁ ଖୁସି ଖବର ଆସିଛି। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା। ଏନେଇ ପ୍ରସ୍ତୁତି ଚୂଡାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ବଜେଟରେ ମୋହନ ସରକାର ସିଏମ କିଷାନ ଯୋଜନା ବିଷୟରେ ଘୋଷଣା…
ଥମୁନି ହାତୀ ମୃତ୍ୟୁ: ପୁଣି ଏକ ହାତୀଛୁଆର ମୃତଦେହ ଜବତ
କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ହାତୀ ଦିବସରେ ଯେତେବେଳେ ଚାରିଆଡ଼େ ହାତୀ ସୁରକ୍ଷାକୁ ନେଇ ବିତର୍କ ଚାଲିଛି ସେତେବେଳେ କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ୍ରେ ଏକ ମାଈହାତୀ ଛୁଆର ମୃତ୍ୟୁ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବନ…
Archives


