Home

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର ତାଙ୍କ ପ୍ରଶଂସକଙ୍କୁ ଚକିତ କରିଛି। ବାର୍ବାରା ଡିକ୍ସନ ଏହି ଖବର ଶେୟାର କରିଛନ୍ତି। ୧୯୯୭ରେ…

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ କରନ୍ତି ଏବଂ ନୂଆ ନୂଆ କଣ୍ଟେଣ୍ଟ କ୍ରିଏଟ କରନ୍ତି । କିନ୍ତୁ ଏକ ରିଲ…

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨ ବର୍ଷୀୟ ଭେଟେରାନ ଇତିହାସ ସୃଷ୍ଟି କରିଛନ୍ତି। ଆଇପିଏଲରେ ମହେନ୍ଦ୍ର ସିଂ ଧୋନୀ ପ୍ରଥମ ଉଇକେଟକିପର…

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଥିଲା। ଏହି ମାମଲାର ପୁନଃ ତଦନ୍ତ ପାଇଁ କୋର୍ଟଙ୍କ ନିକଟରେ ଖୁବଶୀଘ୍ର ଆବେଦନ…

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ ପ୍ରାର୍ଥୀ ଏକ ନିଆରା ଶୈଳୀରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜ ନାମାଙ୍କନ ପତ୍ର…

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ ରାମ ମନ୍ଦିରରେ ପହଞ୍ଚିଥିଲେ। ରାମଲାଲାଙ୍କୁ ପୂଜା କରିବା ପରେ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ଏକ…

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି। ଆକ୍ରମଣ…

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି। ପ୍ରଥମେ ଖେଳି ସିଏସ୍‌କେ ୧୬୭ ରନ ସଂଗ୍ରହ କରିଥିଲା। ପଞ୍ଜାବ ଧାର୍ଯ୍ୟ ୨୦ ଓଭରରେ…

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ ନୋଟିସ ଜାରି କରାଯାଇଛି। ଅଭିଯୋଗ ହୋଇଛି ଯେ ରାଜୌରୀ ଜିଲାରେ ଲୋକ ସଭା ନିର୍ବାଚନ…

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’ ୨୦ରେ ଅଯୋଧ୍ୟାରେ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ, ସେ ଇଟାୱାଠାରେ ଏକ ନିର୍ବାଚନ ସମାବେଶକୁ…

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର ନେତା ତେଜସ୍ବୀ ଯାଦବଙ୍କ ସ୍ବାସ୍ଥ୍ୟ ପୁଣି ଥରେ ଖରାପ ହୋଇଯାଇଛି। ସୂଚନାନୁସାରେ, ରବିବାର ନିର୍ବାଚନ…

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ ସେ ପୁଣି ଥରେ ତେଜସ୍ବୀ ଯାଦବଙ୍କ ବଦଳରେ ତେଜସ୍ବୀ ସୂର୍ଯ୍ୟଙ୍କୁ ଟାର୍ଗେଟ କରି ଖବରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri