Home

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ସୁନାଗହଣା ସହ ଲୁଟିନେଲେ ନଗଦ ଟଙ୍କା

ଛତ୍ରପୁର,୧ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ଯୁଗଳନଗର ସାହିରେ ରହୁଥିବା ଚିରଞ୍ଜୀବ ପଣ୍ଡା ଘରେ କେହି ନ ଥିବା ବେଳେ ଶନିବାର ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନା ଗହଣା ସହିତ,…

ପିକ୍‌ଅପ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୧ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁରକେଲ ବ୍ରିଜ୍‌ ନିକଟରେ ପିକ୍‌ଅପ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀ ପୋଲ ତଳୁ ଖସି ମୃତ୍ୟୁବରଣ କରିଛନ୍ତି। ମୃତ ବାଇକ୍‌ ଆରୋହୀଙ୍କ ନାମ ଦୂତିକୃଷ୍ଣ ପଟେଲ ବୟସ( ୩୭)…

୪୬ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଦେଲେ ୱେଷ୍ଟଇଣ୍ଡିଜ ବୋଲର୍‌

ନୂଆଦିଲ୍ଲୀ,୨।୧୨: ୱେଷ୍ଟଇଣ୍ଡିଜ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଜାମାଇକର କିଙ୍ଗଷ୍ଟନ୍‌ରେ ଖେଳାଯାଉଛି। ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଦ୍ରୁତ ବୋଲର ଜାଡେନ ସିଲ୍ସ ଚମତ୍କାର ପ୍ରଦର୍ଶନ କରି ୪୬ ବର୍ଷର ରେକର୍ଡ ଭାଙ୍ଗିଛନ୍ତି।…

ଦଳି ଚକଟି ବ୍ୟାପକ ଫସଲ ନଷ୍ଟକଲେ ହାତୀପଲ

ଲାଞ୍ଜିଗଡ଼,୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଦୀର୍ଘଦିନ ହେଲା ଜଙ୍ଗଲି ହାତୀଙ୍କ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ପୁଣି ଗତ ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ ୧୦…

‘ବିଶ୍ୱ ରେକର୍ଡ’ଠାରୁ ମାତ୍ର କିଛି ପାଦ ଦୂରରେ ବିରାଟ କୋହଲି: ଲାରାଙ୍କୁ ପଛରେ ପକାଇବେ…

ଆଡିଲେଡ୍‌,୨।୧୨: ପର୍ଥରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରିଥିଲେ। ସେ ୮ ଚୌକା ଏବଂ ୨ ଛକା ସହାୟତାରେ ୧୪୩ ବଲରେ ଅପରାଜିତ ୧୦୦ ରନର ଇନିଂସ ଖେଳିଥିଲେ।…

ଆସନ୍ତା ବର୍ଷ ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨।୧୨: ଆସନ୍ତା ବର୍ଷ ଆରମ୍ଭରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତ କରିବେ। ତେବେ ପୁଟିନଙ୍କ ଗସ୍ତ ତାରିଖ ଏପର୍ଯ୍ୟନ୍ତ ସ୍ଥିର କରାଯାଇ ନାହିଁ। ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ ରୁଷିଆ ରାଷ୍ଟ୍ରପତି ଭାରତ ଆସୁଛନ୍ତି। ରୁଷିଆ ଦୂତାବାସ…

ମହାରାଷ୍ଟ୍ରରେ ହେବ ବଡ଼ ଅଦଳବଦଳ! ମୁଖ୍ୟମନ୍ତ୍ରୀ ନାମ ଘୋଷଣା ପୂର୍ବରୁ ଶାହାଙ୍କୁ ଭେଟିବେ ପାଓ୍ବାର

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ଘୋଷଣା ହେବାର ୯ଦିନ ବିତି ଗଲାଣି, କିନ୍ତୁ ଏପର୍ଯ୍ୟନ୍ତ ମହାୟୁତି ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିନାହାଁନ୍ତି। ଏହି ପରିପ୍ରେକ୍ଷୀରେ ଭାଜପା ନେତା ଦେବେନ୍ଦ୍ର ଫଡନାଭିସଙ୍କ ନାମ ଆଗରେ ରହିଛି। ତେବେ ରାଜନୈତିକ ସର୍କଲରେ ବିଭିନ୍ନ ପ୍ରକାରର…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଗାତ ଖୋଳି ପୋତୁଥିଲେ ସ୍ବାମୀ, ଆଉ ତା’ ପରେ…

କାମାକ୍ଷାନଗର,୧ା୧୨: ଢେଙ୍କାନାଳ ଜିଲା ମହାବୀରୋଡ୍‌ ଥାନା ଅନ୍ତର୍ଗତ ମଝିକା ଗାଁରେ ରବିବାର ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି ସ୍ବାମୀ। ହତ୍ୟା ପରେ ଗାତ ଖୋଳି ପୋତିବା ବେଳେ ଗ୍ରାମବାସୀ ଧରିଥିଲେ। ଏନେଇ…

ଠାକରେ ଗୃହ ବିଭାଗ ନିଜ ପାଖରେ ରଖିଥିଲେ ଭାଙ୍ଗି ନ ଥାଆନ୍ତା ଏମଭିଏ ସରକାର, ମୁଖ୍ୟମନ୍ତ୍ରୀ ପଦର ସସପେନ୍ସ ଭିତରେ…

ମୁମ୍ବାଇ,୨।୧୨: ଶିବସେନା (ଉଦ୍ଧବ ଠାକୁର ଦଳ) ମୁଖପାତ୍ର ସଞ୍ଜୟ ରାଉତ କହିଛନ୍ତି ଯେ ଯଦି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଗୃହ ବିଭାଗକୁ ମହାବିକାଶ ଆଘାଡ଼ି ସରକାରରେ ରଖିଥାନ୍ତେ ତେବେ ତାଙ୍କ ସରକାର ପତନ ହୋଇନଥାନ୍ତା। ନୂତନ ସରକାର ଗଠନ ସମୟରେ ଗୃହ…

ଅପରାହ୍ନ ୪ଟାରେ ମୋଦି ଦେଖିବେ ‘ଦ ସାବରମତି ରିପୋର୍ଟ’

ନୂଆଦିଲ୍ଲୀ,୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅପରାହ୍ନ ୪ଟାରେ ବିକ୍ରାନ୍ତ ମେସିଙ୍କ ଅଭିନୀତ ଚଳଚ୍ଚିତ୍ର ‘ଦ ସାବରମତି ରିପୋର୍ଟ’ ଦେଖିବେ। ସୂଚନାଯୋଗ୍ୟ, ଏହି ଚଳଚ୍ଚିତ୍ରଟି ନ୍ୟାୟ ବ୍ୟବସ୍ଥା, ସମାଜ ଏବଂ ବ୍ୟକ୍ତିଗତ ସଂଘର୍ଷକୁ ଗତିଶୀଳ ହୋଇଛି। ମୁଭିର କାହାଣୀ ଗଭୀର ସାମାଜିକ…

‘ପୂର୍ବରୁ ନିର୍ଦ୍ଧାରିତ ଥିଲା ଚାମ୍ପିଅନ୍ସ ଟ୍ରଫିର ହାଇବ୍ରିଡ ମଡେଲ’

ନୂଆଦିଲ୍ଲୀ,୨।୧୨: ୨୦୨୫ ଫେବୃଆରୀରେ ଚାମ୍ପିଅନ୍ସ ଟ୍ରଫି ଖେଳାଯିବ। ଏହାକୁ ନେଇ ୧୦୦ରୁ କମ୍‌ ଦିନ ବାକି ଥିବା ବେଳେ ଏଯାଏ କାର୍ଯ୍ୟସୂଚୀ ଜାରି କରାଯାଇନାହିଁ। ହେଲେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏହାର ଆୟୋଜନକୁ ନେଇ…

ବରଗଡ଼ ଧନୁଯାତ୍ରା: ବଦଳିବେ ଶ୍ରୀକୃଷ୍ଣ-ବଳରାମ-ଶ୍ରୀରାଧା

ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହା ଚାଲିବ। ତେବେ ଏଥର ଧନୁଯାତ୍ରାର କଂସ କଳାକାର ବଦଳିଛନ୍ତି। ରବିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?