କଂଗ୍ରେସକୁ ନାଶ କରିବେ ଭୁପେନ୍ଦ୍ର ସିଂ ହୁଡା, କାହିଁକି ଏମିତି କହିଲେ ଗୁରନାମ
କୁରୁକ୍ଷେତ୍ର,୧୩।୧୦: ହରିୟାଣାରେ କଂଗ୍ରେସର ପରାଜୟ ପାଇଁ କୃଷକ ନେତା ତଥା ସଂଯୁକ୍ତ ସଂଘର୍ଷ ପାର୍ଟିର ସଭାପତି ଗୁରନାମ ସିଂ ଚଡୁନି ଭୁପେନ୍ଦ୍ର ସିଂ ହୁଡାଙ୍କୁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ ପୂର୍ବରୁ ମଧ୍ୟ ଭୁପେନ୍ଦ୍ର ସିଂ ହୁଡା କଂଗ୍ରେସକୁ…
ବାବା ସିଦ୍ଦିକିଙ୍କୁ ମହଙ୍ଗା ପଡିଲା ସଲମାନଙ୍କ ନିକଟତର ହେବା? ଶୁଟର ଦେଲେ ଚମକାଇବା ଭଳି ତଥ୍ୟ
ମୁମ୍ବାଇ,୧୩।୧୦: ଶନିବାର ରାତିରେ ମୁମ୍ବାଇର ବାନ୍ଦ୍ରା ପୂର୍ବ ଅଞ୍ଚଳରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ତିନି ଜଣ ଗୁଳି କରି ହତ୍ୟା କରିଛନ୍ତି। ଦଶହରା ଦିନ ରାସ୍ତା ମଝିରେ ଘଟିଥିବା ଏହି ହତ୍ୟାକାଣ୍ଡ ଅନେକ ପ୍ରଶ୍ନ…
ଧାନବିଲରେ ପଡ଼ିଛି ହାତୀର ମୃତଦେହ
ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା ରବିବାର ସକାଳେ ବନ ବିଭାଗ ଠାବ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ହାତୀର କିଭଳି…
୨୦ ମିନିଟ୍ ପର୍ଯ୍ୟନ୍ତ ଝିଅପିଲାଙ୍କୁ ଦେଖି ଯଦି କିଛି ନ ହେଉଛି ତେବେ… କାହିଁକି ଏପରି କହିଲେ ଇସ୍ଲାମିକ୍ ପ୍ରବଚକ
ଇସଲାମାବାଦ,୧୩ା୧୦: ବିବାଦୀୟ ଇସଲାମ ପ୍ରଚାରକ ଜାକିର ନାଇକ ବର୍ତ୍ତମାନ ପାକିସ୍ତାନରେ ଅଛନ୍ତି। ଯେଉଁଠାରେ ସେ ପାକିସ୍ତାନର ସରକାରୀ ଅତିଥି ଭାବରେ ବୁଲୁଛନ୍ତି। ନିକଟରେ ଜାକିର ମହିଳାଙ୍କ ରୋଜଗାରକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ ଏକ ସାକ୍ଷାତକାରରେ କହିଛନ୍ତି ଯେ,…
ବାବା ସିଦ୍ଦିକ୍ଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା: ସୁଟରମାନେ ଅଟୋରେ ଆସି…
ମୁମ୍ବାଇ,୧୩ା୧୦: ମୁମ୍ବାଇରେ ଏନ୍ସିପିର ବରିଷ୍ଠ ନେତା ବାବା ସିଦ୍ଦିକ୍ଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବାବା ସିଦ୍ଦିକ୍ଙ୍କ ଉପରକୁ ତିନି ରାଉଣ୍ଡ ଗୁଳି ଚାଳନା କରାଯାଇଥିଲା। ଏହା ପରେ ତାଙ୍କୁ ଲୀଳାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ସେଠାରେ ତାଙ୍କର ମୃତ୍ୟୁ…
ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ
ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିର ବ୍ରହ୍ମାଦ୍ରି ଓ ପଦ୍ମାଦ୍ରି ପାହାଡ ଉପରେ ଅବସ୍ଥିତ। ପାହାଡ ତଟଦେଶ…
କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର
ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ, ଶ୍ରୀଦେବୀ…
ବାଂଲାଦେଶ ଆଗରେ ୨୯୮ ରନ୍ର ବିଶାଳ ଟାର୍ଗେଟ୍: ସିରିଜ କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ହାଇଦ୍ରାବାଦ,୧୨।୧୦: ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ ହାଇଦ୍ରାବାଦରେ ଶନିବାର ଭାରତ-ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟି୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚରେ ସାମସନ୍ଙ୍କ ବିସ୍ଫୋରକ ଶତକ ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଆଉ ଏତିକି ଦିନ ରହିଲା ଇ-କେୱାଇସି ଯାଞ୍ଚ, ଶୀଘ୍ର କରନ୍ତୁ ନହେଲେ କଟିଯିବ ରାସନ କାର୍ଡ…
ଭୁବନେଶ୍ୱର,୧୨।୧୦: ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର। ଇ-କଓ୍ବୋଇସ ଯାଞ୍ଚ ପ୍ରକ୍ରିୟାକୁ ନେଇ ବଡ଼ ଖବର ଦେଇଛନ୍ତି ଖାଦ୍ୟ ଯୋଗାଣ ତଥା ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ରାସନ କାର୍ଡଧାରୀଙ୍କ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆସନ୍ତା ୧୫ରୁ ୨୦…
କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ
ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କଟକ ହେବ…
ଭୁବନେଶ୍ୱର,୧୨।୧୦:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ବାର୍ଟସିଟି ହେବ କଟକ। କଟକରେ ପୂଜା ମଣ୍ତପ ବୁଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ ଦର୍ଶନ କଲି…
ନବୀନ ଗଲେ ଆପେ ଆପେ ଭିଡ଼ ଜମୁଛି, CM ଗଲେ ଟ୍ରାଫିକ୍ ଜାମ ହେଉଛି: ବିଜେଡି
ଭୁବନେଶ୍ୱର,୧୨।୧୦: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲାକୁ ନେଇ ରାଜନୀତି ସରଗରମ ହୋଇଛି। ଗୋଟିଏ ପଟେ ଭାଜପାର ନେତାମାନେ ଏହାକୁ ନେଇ କଟାକ୍ଷ କରୁଥିବା ବେଳେ କାଉଣ୍ଟର କରୁଛନ୍ତି ବିଜେଡି ନେତା।…
Archives


