ମୋଦି ଶପଥ ନେବାବେଳେ ଘରର ସବୁ ଲାଇଟ୍ ବନ୍ଦ କରି ଅନ୍ଧାରରେ ବସିଥିଲେ ମମତା ବାନାର୍ଜୀ:ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧୦।୬:ତୃଣମୂଳ କଂଗ୍ରେସ ଏମ୍ପି ସାଗରିକା ଘୋଷ ସୋମବାର ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ରବିବାର ସାରେ ମୋଦି ଏବଂ କେନ୍ଦ୍ର ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ତାଙ୍କ ଘରେ ଥିବା ସମସ୍ତ…
ଟିଡିପି, ଜେଡିୟୁ, ଭାଜପା କାହାକୁ ମିଳିବ ବାଚସ୍ପତି ପଦ? କାହିଁକି ଫସି ରହିଛି ପେଞ୍ଚ
ନୂଆଦିଲ୍ଲୀ,୧୦।୬: ଲୋକ ସଭା ନିର୍ବାଚନରେ ଏନଡିଏ ସଂଖ୍ୟାଗରିଷ୍ଠତା ପାଇବା ପରେ ମୋଦି ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ମୋଦିଙ୍କ ସହ ତାଙ୍କର ୭୧ ମନ୍ତ୍ରୀ (ମୋଦି କ୍ୟାବିନେଟ ୨୦୨୪) ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରିମଣ୍ଡଳର ଶପଥ ପରେ…
ପାକିସ୍ତାନ ସହ ଯୁଦ୍ଧ ଆରମ୍ଭ କରିବାକୁ ପଡିବ: କେନ୍ଦ୍ର ମନ୍ତ୍ରୀଙ୍କ ବଡ ବୟାନ
ନୂଆଦିଲ୍ଲୀ,୧୦।୬: ଜମ୍ମୁ କଶ୍ମୀରରେ ହୋଇଥିବା ରେସି ଆତଙ୍କବାଦୀ ଆକ୍ରମଣରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବେଲେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ମୋର ବିଶ୍ୱାସ ଯେ ଜମ୍ମୁ କଶ୍ମୀରରେ ଆତଙ୍କବାଦ ସମାପ୍ତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ…
ତୃତୀୟ କାର୍ଯ୍ୟକାଳ ପ୍ରଥମ ଫାଇଲ୍ ଦସ୍ତଖତ କରିବା ପରେ ଏମିତି କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ କିଷାନ ନିଧିର ୧୭ତମ କିସ୍ତି ରିଲିଜ୍ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପ୍ରଥମ ଫାଇଲରେ ଦସ୍ତଖତ କରିଛନ୍ତି। ନରେନ୍ଦ୍ର ମୋଦି ଏହାକୁ ସୌଭାଗ୍ୟର ବିଷୟ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ…
ପ୍ରଥମଥର ନିର୍ବାଚନ ଜିତି କେନ୍ଦ୍ରମନ୍ତ୍ରୀ ହେଲେ ଏହି ୫ ନେତା:ଲିଷ୍ଟ୍ରେ ଅଛନ୍ତି,ସବୁଠୁ ଧନୀ ଏମ୍ପିଠୁ ଆରମ୍ଭ କରି ମେୟର୍ ପର୍ଯ୍ୟନ୍ତ ନାଁ
ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରରେ ତୃତୀୟ କାର୍ଯ୍ୟକାଳ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିମଧ୍ୟରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୫ ଜଣ ସ୍ବାଧୀନ ଚାର୍ଜ ମନ୍ତ୍ରୀ ଏବଂ ୩୬ଟି…
ମିଡିଆ ଦେଉଛି ଭୁଲ ଖବର, ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ସୁରେଶ ଗୋପୀ
ନୂଆଦିଲ୍ଲୀ,୧୦।୬: ଗତକାଲି ଅର୍ଥାତ୍ ରବିବାର କେରଳର ନୂତନ ନିର୍ବାଚିତ ଭାଜପା ଏମପି ସୁରେଶ ଗୋପୀ ଟୁଇଟ କରି କହିଛନ୍ତି ଯେ ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ମୁଁ ଇସ୍ତଫା ଦେବାକୁ ଯାଉଛି ବୋଲି କିଛି ମିଡିଆ ପ୍ଲାଟଫର୍ମ ଭୁଲ ଖବର ପ୍ରଚାର…
କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ, ପ୍ରତିକ୍ରିୟାରେ କହିଲେ…
ଭୁବନେଶ୍ୱର,୧୦ା୬: ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ…
ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ
ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ…
ବିଦ୍ୟୁତ୍ ଆଘାତରେ କର୍ମଚାରୀ ଗୁରୁତର, କଟକ ସ୍ଥାନାନ୍ତର
କନ୍ଧମାଳ,୧୦ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରାନ୍ସଫର୍ମର ମରାମତି କାମ କରୁଥିବା ବେଳେ ଜଣେ ବିଦ୍ୟୁତ ବିଭାଗ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ବିଦ୍ୟୁତ ଆଘାତ ଲାଗିଛି। ଆହତ କର୍ମଚାରୀ ଜଣକ କନ୍ଧମାଳ ଜିଲା ଫୁଲବାଣୀ ଡାକପାଲା ଅଞ୍ଚଳର ସମରେନ୍ଦ୍ର ଘଟାଲ ବୋଲି ଜଣାପଡ଼ିଛି।…
ବାଲେଶ୍ୱର ଜିଲା ଚିକିତ୍ସାଳୟରୁ ଶିଶୁ ଚୋରି କରି ଗିରଫ ହେଲେ ମହିଳା
ବାଲେଶ୍ୱର,୧୦ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗତ ଶନିବାର ଜନ୍ମର ମାତ୍ର ୮ ଘଣ୍ଟା ପରେ ଏକ ଶିଶୁପୁତ୍ରକୁ ଚୋରି ହେବା ଘଟଣାରେ ବାଲେଶର ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ସିସିଟିଭି ଫୁଟେଜ ତଥା ଗୋଇନ୍ଦା ସୂଚନା ଆଧାରରେ…
ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବାପରେ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ
ଇସଲାମାବାଦ୍,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ନେଇ ସମସ୍ତ ଦେଶ ଅଭିନନ୍ଦନ ବାର୍ତ୍ତା ପଠାଉଛନ୍ତି। ଏହି ସମୟରେ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛି। ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହାବାଜ…
ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର
ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ…
Archives


