କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ
ଜଗତ୍ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହା ଭିତରେ ଜଗତ୍ସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩ ଦଳ ପ୍ରାର୍ଥୀ ଘୋଷଣା…
ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା
ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍ ନିକଟବର୍ତ୍ତୀ ଶକ୍ସଗାମ୍ ଉପତ୍ୟକାରେ ସାମରିକ ଭିତ୍ତିଭୂମି ନିର୍ମାଣ କରୁଛି। ଏହା ଭାରତ ପାଇଁ ସାମରିକ ବିପଦ ସୃଷ୍ଟି…
ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ
କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରିକି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ ବିପଦସଙ୍କୁଳ…
ବାଘ, ଭାଲୁଙ୍କ ପାଇଁ କୁଲର
ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ରହୁଥିବା ଜୀବମାନଙ୍କୁ…
୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍
ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କେମିତି ଅଛି ତାହାର ଏକ ସରଜମିନ ତଦନ୍ତ କରିବାକୁ ଦଶରଥପୁର…
ବଦଳିଲେ ମିଶନଶକ୍ତି ସଚିବ
ଭୁବନେଶ୍ୱର,୩।୫(ସୁନିତ୍ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ…
ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା
ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି) ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ନିର୍ବାଚନ ଆଇନ ଅନୁଯାୟୀ ଏହା ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟ। ଏଭଳି…
କୋଭିଶିଲ୍ଡ ପାର୍ଶ୍ୱ ପ୍ରତିକ୍ରିୟା: ସୁପ୍ରିମକୋର୍ଟରେ କ୍ଷତିପୂରଣ ଦାବି
ନୂଆଦିଲ୍ଲୀ,୩ା୫:କରୋନା ପ୍ରତିଶେଧକ ଟିକା କୋଭିଶିଲ୍ଡର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଅଷ୍ଟ୍ରାଜେନିକା କମ୍ପାନୀ ସ୍ବୀକାର କରିବା ପରେ ଏହାର ଯାଞ୍ଚ ପାଇଁ ଜଣେ ଆଇନଜୀବୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଏବଂ ସମ୍ଭାବ୍ୟ ବିପଦ ସମ୍ପର୍କରେ ଅନୁଧ୍ୟାନ ଲାଗି…
ବିଶ୍ୱ ପ୍ରେସ୍ ସ୍ବାଧୀନତା ଦିବସ
ବିଶ୍ୱ ପ୍ରେସ୍ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ। ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ ମନେ ରଖିବା ପାଇଁ ଉତ୍ସର୍ଗୀକୃତ। ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବରେ ଗଣମାଧ୍ୟମକୁ ବିବେଚନା କରାଯାଏ।…
ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି
ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ ହେବାକୁ ଥିବା ଦୁଇଟି ସିଟ ବିଷୟରେ ଆଲୋଚନା ଚାଲିଛି। କଂଗ୍ରେସର ଗଡ଼ ବୋଲି ବିବେଚନା…
ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର…
କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…
ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ ନିର୍ବାଚନ ପାଇଁ ନିରନ୍ତର ପୂର୍ବାନୁମାନ କରିଆସୁଛନ୍ତି। ଗତ ୧୦ଟି ନିର୍ବାଚନରେ ଆଲାନ ପୂର୍ବାନୁମାନ କରିଛନ୍ତି,…
Archives


