Home

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ କ’ଣ ଦି’ଟା ଖାଇବାକୁ ଦେବ। ଏସବୁ ସମାଜର ଏକ ବାସ୍ତବ ଚିତ୍ର। ନିମ୍ନ ବର୍ଗର…

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି ସନ୍ତାନଟିଏ ଜନ୍ମଗ୍ରହଣ କରୁଛି ୨୧ ଦିନ ଭିତରେ ରିପୋର୍ଟ ଦିଆଯିବ ଆଉ ସମ୍ପୃକ୍ତ ଅଧିକାରୀ…

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ ଜମ୍ମୁ-କଶ୍ମୀରର ସିମରନ୍‌ ବାଲା। ୨୬ ବର୍ଷୀୟା ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ସିମରନ୍‌ଙ୍କ ନେତୃତ୍ୱରେ ପୁରୁଷ କଣ୍ଟିନ୍‌ଜେଣ୍ଟ…

ନିଜ କଥା ରଖିପାରିଲେନି ଆମେରିକା ରାଷ୍ଟ୍ରପତି, ନେଲେ ୟୁ ଟର୍ନ

ଓ୍ବାଶିଂଟନ,୨୨।୧: ଗ୍ରୀନଲାଣ୍ଡ ଉପରେ ୟୁରୋପୀୟ ଦେଶମାନଙ୍କ ଉପରେ ଶୁଳ୍କ ଲଗାଇବାର ଧମକ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନର ଅନୁମାନ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ମତକୁ ନରମ କରିବାର ସଙ୍କେତ ଦେଇଛନ୍ତି। ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ନାଟୋ…

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌ ନମ୍ବର ହେଉଛି ୧୧୪। ଭାଜପାକୁ ୮୯ ଆସନରେ ସଫଳତା ମିଳିଥିବାବେଳେ ଶିନ୍ଦେ ସେନା ୨୯…

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଏନ୍‌ଏଚ୍‌ରେ କଣ୍ଟେନରକୁ ଥାର୍ ଧକ୍କା ଦେବା ଫଳରେ ୩ଜଣଙ୍କ…

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି । ଖବର ଅନୁସାରେ, ଭୁବନେଶ୍ୱର ପଟୁ କଟକ ଆଡକୁ ଯାଉଥିଲା ବେଳେ ଅଘଟଣ । ତେବେ…

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର ସଫଳତା ଉପରେ ଆଲୋକପାତ କରିଥିଲେ । ତାଙ୍କୁ କୋଡିଏ ମିନିଟ୍ ସମୟ ଦିଆଯାଇଥିଲା, କିନ୍ତୁ…

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା ବିଜେପୁର ଅଞ୍ଚଳରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଆଧାର ଡାଟାବେସର ଗୁରୁତର…

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି । ଗତ ୨୦୨୪ ମସିହାରେ ବାପା ଲକ୍ଷ୍ମଣ ମାଝୀଙ୍କ ମୃତ୍ୟୁ ପରେ…

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦)  ଧକ୍କାରେ ଏକ ଚାହା…

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାନୁଆରି ୭ ତାରିଖରେ ପ୍ରେସ କ୍ଲବର ନୂତନ କମିଟି ଚୟନ ପରେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri