ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ କାମୁଡ଼ାରେ ଆଇଟିଆଇ ପ୍ରଥମବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମପୁର ବଡ଼ ମେଡିକାଲରେ…
ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…
ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ବର୍ତ୍ତମାନ ଆଇପିଏଲ (IPL)ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଦଳର…
ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ
ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ ଭାବରେ, ଦଳ ଗୁରୁବାର ଅନେକ ରାଜ୍ୟ ପାଇଁ ରାଜ୍ୟ ସାଧାରଣ ସମ୍ପାଦକ ଏବଂ…
ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….
ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ । ଏନଏସି ମାନ୍ୟତା ପାଇବାର ୫୦ ବର୍ଷ ହୋଇଗଲେ ମଧ୍ୟ ଗୁଡାରିରୁ ରାଜଧାନୀ ଭୁବନେଶ୍ୱର…
୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା ପ୍ରଶାସନ । ଗୁରୁବାର ଅପରାହ୍ନ ଠାରୁ ସିଲ୍ କରାଯାଇଥିବା ବେଳେ ଉକ୍ତ ରାଜପଥର…
ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…
ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ ବିଳମ୍ବରେ ଆସିଥିଲା, କିନ୍ତୁ ବର୍ତ୍ତମାନ ଏହା ନିର୍ଦ୍ଧାରିତ ସମୟଠାରୁ ଦୁଇ ଦିନ ପୂର୍ବରୁ…
ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…
ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ୪୮ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି । CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…
ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ
ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି, ଯେତେବେଳେ କି ପ୍ୟାଟ କମିନ୍ସ ଦଳରେ ସାମିଲ ନାହାନ୍ତି। ଅଷ୍ଟ୍ରେଲୀୟ ଦଳ ନିକଟରେ…
କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ
ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ୧୫୭ ନମ୍ବର ଜାତୀୟ ରାଜପଥର କଳିଙ୍ଗା ଘାଟିର ଅନ୍ଧାରୀକୋଟି ନିକଟରେ ମାଟି ଅତଡ଼ା…
କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା
ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର ନିକଟରେ ଭୂସ୍ଖଳନ ହୋଇଥିବାରୁ ଘାଟି ରାସ୍ତାରେ ଗମନାଗମନ ଗୁରୁତର ଭାବେ ପ୍ରଭାବିତ ହେବା…
ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…
ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍ରେ ଭାରତୀୟ ଓପନର୍ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିବା ବେଳେ ଅଭିଷେକ ପ୍ରଥମ ବଲ୍ରେ ହିଁ ଶୂନ୍ୟରେ ଆଉଟ ହୋଇଥିଲେ। ଚାର୍ଲି…
କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…
କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର ନାୟକ। ସେ ମଚଲିପୁଟ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିବା ଜଣାପଡ଼ିଛି। ସୂଚନା…

