ଗଞ୍ଜାମ ପାଇଁ ଅଭିଶପ୍ତ ବାଚସ୍ପତି ପଦ
ବ୍ରହ୍ମପୁର,୯ା୬(ନରସିଂହ ସାହୁ)ଗଞ୍ଜାମ ଜିଲାର ରାଜନେତାଙ୍କ ପାଇଁ ବିଧାନସଭା ବାଚସ୍ପତି ଓ ରାଜ୍ୟ ଅର୍ଥମନ୍ତ୍ରୀ ପଦ ଅଭିଶପ୍ତ ହୋଇଥିବା କେତେକ ନଜିର ଅଛି। ଅତୀତରେ ଯେଉଁମାନେ ଉପରୋକ୍ତ ପଦ ପାଇଥିଲେ ସେମାନଙ୍କ ପରବର୍ତ୍ତୀ ରାଜନୀତି ଓଲଟପାଲଟ ହୋଇଯାଇଛି। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ…
ମୋଦି ୩.୦: ଟିଡିପିକୁ ମିଳିବ ୪, ଜେଡିୟୁକୁ ୨ ମନ୍ତ୍ରୀପଦ
ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟରେ ଚନ୍ଦ୍ରାବାବୁ ନାଇଡୁଙ୍କ ଟିଡିପିକୁ ୪ ଏବଂ ନୀତୀଶ କୁମାରଙ୍କ ଜେଡିୟୁକୁ ୨ ମନ୍ତ୍ରୀପଦ ମିଳିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାକୁ ଥିବା ଟିଡିପିର ୪ ଏମ୍ପିଙ୍କ ମଧ୍ୟରୁ ୩…
ଆଜି ଶପଥ, ସ୍ଥାୟିତ୍ୱ ନେଇ ପ୍ରଶ୍ନ
ନୂଆଦିଲ୍ଲୀ,୯।୬ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ନେତା ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟା ୭ଟା ୧୫ରେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେବାକୁ ଯାଉଛନ୍ତି। ଏଥିଲାଗି ରାଷ୍ଟ୍ରପତି ଭବନରେ ପ୍ରସ୍ତୁତି ଚୂଡ଼ାନ୍ତ…
ପାଣ୍ଡିଆନ ଖେଳିଲେ ପୁତୁରା କାର୍ଡ
ଭୁବନେଶ୍ୱର,୯ା୬(ଅନିଲ ଦାସ)ବିଜେଡିର ପରାଜୟ ପରେ ଦଳ ଭିତରେ ଅସନ୍ତୋଷ ତେଜିବାରେ ଲାଗିଛି। ବରିଷ୍ଠ ନେତାମାନେ ଏ ପର୍ଯ୍ୟନ୍ତ ପାଟି ଫିଟାଇ ନ ଥିବା ବେଳେ ଏହି ନିର୍ବାଚନରେ ମୁଖ୍ୟ ଭୂମିକା ନେଇଥିବା କାର୍ତ୍ତିକ ପାଣ୍ଡିଆନଙ୍କୁ ଦଳର ମଧ୍ୟମ ବର୍ଗ ନେତା ଓ…
ମଣିପୁରରେ ପୁଣି ହିଂସା: ପୋଲିସ ଆଉଟପୋଷ୍ଟ, ୭୦ ଘର ଜାଳିଦେଲେ
ଇମ୍ଫାଲ, ୯।୬: ମଣିପୁରରେ ପୁଣି ହିଂସାକାଣ୍ଡ ଘଟିଛି। ଜିରିବାମ ଜିଲାରେ କେତେଜଣ ଉଗ୍ରବାଦୀ ଗୋଟିଏ ପୋଲିସ ଆଉଟ୍ପୋଷ୍ଟ ସହ ଅନେକ ଘର ଜାଳିଦେଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଉଗ୍ରବାଦୀ ୩/୪ଟି ଡଙ୍ଗା ଯୋଗେ ଜିରିବାମ ଜିଲାର ବରାକ ନଦୀ କୂଳରେ ପହଞ୍ଚି…
ମୋଦିଙ୍କ ଶପଥ ଉତ୍ସବରେ ଖାର୍ଗେଙ୍କୁ ନିମନ୍ତ୍ରଣ
ନୂଆଦିଲ୍ଲୀ,୮ା୬: ଆସନ୍ତାକାଲି ଅର୍ଥାତ୍ ରବିବାର (ଜୁନ ୯)ରେ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନିମନ୍ତ୍ରଣ କରାଯାଇଛି।…
ବିଜେଡିର ପରାଜୟ ପରେ ମୁହଁ ଖୋଲିଲେ ପ୍ରଦୀପ ମାଝି, କହିଲେ ଆମେ…
ଭୁବନେଶ୍ୱର,୮ା୬: ବିଜେଡିର ଶୋଚନୀୟ ପରାଜୟକୁ ନେଇ ପ୍ରଦୀପ ମାଝି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଆମେ ଯେପରି ଲଢ଼ିଥିଲୁ ଆଶାତୀତ ନ ଥିଲା। ଆମେ ଡିଫେନ୍ସିଭ ହୋଇ ନିର୍ବାଚନ ଲଢ଼ିଲୁ। ନବୀନଙ୍କୁ କାଉଣ୍ଟର କଲାଭଳି ଭାଜପା…
ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଏଲନ ମସ୍କ, ଜବାବରେ ମୋଦି କହିଲେ…
ଓ୍ବାଶିଂଟନ,୮ା୬: ଆମେରିକାର ଶିଳ୍ପପତି ଏଲନ ମସ୍କ ଭାରତ ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ଐତିହାସିକ ବିଜୟରେ ଅଭିନନ୍ଦନ ଜଣାଇବା ସହ ଭାରତରେ ତାଙ୍କ କମ୍ପାନୀଗୁଡିକ ଦ୍ୱାରା ‘ରୋମାଞ୍ଚକର କାର୍ଯ୍ୟ’ କରିବାକୁ ସେ ଅପେକ୍ଷା କରିଥିବା କହିଛନ୍ତି। ଏହାର ଜବାବ ଦେଇ ମୋଦି କହିଛନ୍ତି,…
ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ କାହିଁକି ସ୍ତ୍ରୀ,ପିଲାଙ୍କୁ ବିଦେଶ ପଠାଇଥିଲେ ପାଣ୍ଡିଆନ, ରିପୋର୍ଟ କହୁଛି…
ଭୁବନେଶ୍ୱର,୮ା୬: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ଶୋଚନୀୟ ପରାଜୟ ବରଣ କରିଛି। ତେବେ ଏହା ପଛରେ କାର୍ତ୍ତିକ ପାଣ୍ଡିଆନଙ୍କ ଭୂମିକା ରହିଛି ବୋଲି ଚାରିଆଡ଼େ ଚର୍ଚ୍ଚା ହେଉଛି। ବର୍ତ୍ତମାନ ସବୁଠୁ ଚର୍ଚ୍ଚାର ବିଷୟ ପାଲଟିଛି ପାଣ୍ଡିଆନ କେଉଁଆଡ଼େ ଚାଲିଯିବା ଏବଂ ସ୍ତ୍ରୀ…
ଭାଙ୍ଗିଯିବ ଏନ୍ଡିଏ ସରକାର, ମୋଦି ଶପଥ ନେବା ପୂର୍ବରୁ କହିଲେ ମମତା ବାନାର୍ଜୀ
କୋଲକାତା,୮ା୬: ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ରବିବାର ଅର୍ଥାତ୍ ଜୁନ୍ ୯ରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ମୋଦିଙ୍କ ଶପଥ ଗ୍ରହଣ ପୂର୍ବରୁ ଟିଏମ୍ସି ମୁଖ୍ୟ…
ପ୍ରେମିକାଙ୍କ ତଣ୍ଟି କାଟି ନିଜ ତଣ୍ଟି କାଟି ଆତ୍ମହତ୍ୟା କଲେ ପ୍ରେମିକ
ଦେବଗଡ଼,୮ା୬:ବିଚ୍ ରାସ୍ତାରେ ପ୍ରେମିକାଙ୍କ ତଣ୍ଟି କାଟିଦେଲେ ପ୍ରେମିକ। ପ୍ରେମିକାଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଆତ୍ମହତ୍ୟା ବି କରିଛନ୍ତି ପ୍ରେମିକ ଜଣକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡ ଗୁରୁସାହିରେ।…
କୋଇଲା ଟ୍ରେନ୍ରେ ଲାଗିଲା ନିଆଁ
ସୋର,୮ା୬: ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଶନିବାର ଏକ କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଛି। ଟ୍ରେନ୍ର ଦୁଇଟି ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ତାଳଚେରରୁ ଝାଡ଼ଖଣ୍ଡ ଯିବା…
Archives


