ରତନ ଟାଟାଙ୍କ ପରଲୋକରେ ସବୁଠି ଶୋକର ଛାୟା: ଜାଣନ୍ତୁ କିଏ କ’ଣ କହିଲେ
ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ…
ଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପା
କଣ୍ଟାବାଞ୍ଜି,୧୦ା୧୦(ଗୁରୁ ଦୟାଲ ହଂସ):ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ବୁଧବାର ମମିତାଙ୍କ ମା’ବାପା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀର ତୁରେକେଲା ବ୍ଲକ ଝରଣି ଗ୍ରାମ ପଞ୍ଚାୟତର ସଦର ଗ୍ରାମରେ ଭାଜପାର…
ମୁଁ ମୋ ବନ୍ଧୁଙ୍କୁ ହରାଇଦେଲି: ରତନ ଟାଟାଙ୍କ ପରଲୋକରେ ଭାବପ୍ରବଣ ହେଲେ ମୁକେଶ ଅମ୍ବାନୀ
ନୂଆଦିଲ୍ଲୀ,୧୦।୧୦: ଭେଟେରାନ ଶିଳ୍ପପତି ରତନଙ୍କ ଟାଟା ବୁଧବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ରତନ ଟାଟା ୮୬ ବର୍ଷ ବୟସରେ ଦକ୍ଷିଣ ମୁମ୍ବାଇର ବ୍ରିଚ୍କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ…
ପୁଣି କୂଅରେ ପଡିଲା ଦନ୍ତା ହାତୀ: ଉଦ୍ଧାର ଜାରି
ଭବାନୀପାଟଣା/ନର୍ଲା ୧୦।୧୦(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର):କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଜାମ ପଡା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ଏକ ଦନ୍ତା ହାତୀ ପଡିଯାଇଛି। ଗୁରୁବାର ସକାଳରେ ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ।…
ରାଜକୀୟ ସମ୍ମାନ ସହ ରତନ ଟାଟାଙ୍କୁ ଦିଆଯିବ ଅନ୍ତିମ ବିଦାୟ: ୨ ରାଜ୍ୟରେ ଦିନିକିଆ ଶୋକ
ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ ଦକ୍ଷିଣ…
ମୋ ଧନକୁ ଖୋଜି ଆଣେ…ନହେଲେ ତମ ସମସ୍ତଙ୍କୁ ଦେଖିନେବି: ପୋଲିସକୁ ଧମକ ଦେଲେ ଯୁବତୀ
ଭୁବନେଶର,୧୦।୧୦: ଖଣ୍ଡଗିରି ଥାନା ପରିସରରେ ଜଣେ ଯୁବତୀଙ୍କ ସହ ପୋଲିସର ଯୁକ୍ତିତର୍କ ହୋଇଛି। ଯୁବତୀ ଜଣଙ୍କ ପୋଲିସ ସହ ଯୁକ୍ତିତର୍କ କରୁଥିବାର ଭିଡିଓ ଭାଇରାଲ ହେଉଛି । ତାଙ୍କ ଅଜବ ଯୁକ୍ତିରେ ପୋଲିସ କର୍ମଚାରୀଙ୍କୁ ନାକେଦମ ହେବାକୁ ପଡ଼ିଛି। ପାଖରେ ପାଣି…
ମା’ ସମଲେଶ୍ବରୀଙ୍କ ମହାଗୌରୀ ବେଶ: ପ୍ରବଳ ଭକ୍ତଙ୍କ ସମାଗମ
ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ…
ପଦାରେ ପଡ଼ିଲା ରାଜୀବ ଆବାସ ଦୁର୍ନୀତି:୮ ସ୍ଥାନରେ ବିଏମ୍ସିର ଚଢ଼ାଉ
ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ):ସରକାର ସହରରେ ରହୁଥିବା ଭୂମିହୀନ, ଗୃହହୀନ ଓ ଗରିବ ବସ୍ତିବାସିନ୍ଦାଙ୍କୁ ରାଜୀବ ଆବାସ ଯୋଜନାରେ ଘର ଯୋଗାଇ ଦେଉଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ଘର ନ ପାଇ ସେମିତି ଦୟନୀୟ ଜୀବନ ବିତାଉଥିବାବେଳେ ବହୁ ଅଯୋଗ୍ୟ ବା ଜାଲ୍…
୭ ମଣ୍ଡପରେ ସ୍ବତନ୍ତ୍ର ମହିଳା ପୋଲିସ ସୁରକ୍ଷା ଦଳ: ଏଥର ୧୨ ସ୍ଥାନରେ ରାବଣ ପୋଡ଼ି
ଭୁବନେଶ୍ୱର,୧୦/୧୦(ସତ୍ୟଜିତ୍ ରାଉତ):ଭୁବନେଶ୍ୱରରେ ଏଥର ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ହୋଇଛି। ବୁଧବାର ପୋଲିସ କମିଶନରେଟ୍ କାର୍ଯ୍ୟଳୟରେ ପ୍ରାକ ପ୍ରସ୍ତୁତି ବୈଠକ ଜରିଆରେ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି। ବୈଠକରେ ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର…
କଜଳପାତିଆରୁ ଚାଲାଣ ହେଉଛି ସବୁଜ ଗେଣ୍ଡା
ମହାକାଳପଡ଼ା, ୧୦ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଉପରମୁଣ୍ଡରୁ ବନ୍ୟାଜଳ ସମୁଦ୍ରରେ ମିଶିଲେ ବିରଳ ପ୍ରଜାତିର ସବୁଜ ଗେଣ୍ଡା ମାଟି ଗୋଳି ପାଣି ଖାଇଥାନ୍ତି। ବିଶେଷକରି ବର୍ଷାଦିନରେ ଏହି ଗେଣ୍ଡା ମହାନଦୀ ଅବବାହିକା ତ୍ରିକୋଣଭୂମି ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବହୁସଂଖ୍ୟାରେ ବାଲିଆ…
କିଏ ହେବେ ରତନ ଟାଟାଙ୍କ ଉତ୍ତରାଧିକାରୀ? ୩୩.୭ ଟ୍ରିଲିୟନ ଟାଟା ସାମ୍ରାଜ୍ୟ ଏବେ…
ନୂଆଦିଲ୍ଳୀ,୧୦।୧୦: ଟାଟା ଗ୍ରୁପ୍ର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ପରଲୋକ ଘଟିଛି। ସେ ୮୬ ବର୍ଷ ବୟସରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଉଭୟ ବ୍ୟବସାୟ ଜଗତ ଏବଂ ସାମାଜିକ ସେବାରେ ଏକ ଉଦାହରଣ ପାଲଟିଛନ୍ତି। ତାଙ୍କର ବିପୁଳ ଧନ ସତ୍ତ୍ୱେ…
ଆଇସିୟୁରେ ଶେଷନିଃଶ୍ୱାସ ନେଉଛି ବିଜେଡି: ଜୟନାରାୟଣଙ୍କୁ ପାଲଟା ଜବାବ ଦେଲେ ରୋହିତ
ସମ୍ବଲପୁର, ୧୦।୧୦(ଭବାନୀ ଶଙ୍କର ଭୋଇ):କିଛିଦିନ ପୂର୍ବରୁ ଯୁଯୋମୁରାଠାରେ ବିଜେଡି ଜନସମ୍ପର୍କ ପଦଯାତ୍ରାବେଳେ ସମ୍ବଲପୁର ଜିଲା ବିଜେଡି ସଭାପତି ରୋହିତ ପୂଜାରୀ କହିଥିଲେ, ରାଜ୍ୟର ଭାଜପା ସରକାର ରଙ୍ଗମରା ତଥା କପିପେଷ୍ଟ ସରକାର। ଏ ପ୍ରସଙ୍ଗରେ ବୁଧବାର ଭାଜପା ବରିଷ୍ଠ ବିଧାୟକ ଜୟନାରାୟଣ…
Archives


