Home

ବିକାଶ ଅପେକ୍ଷାରେ ରାଣୀପୁର-ଝରିଆଲ

ବଲାଙ୍ଗୀର, ୯ା୬ (ବୀରେନ୍ଦ୍ର କୁମାର ଝାଙ୍କର)ଜାତୀୟସ୍ତରରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଓ ଐତିହାସିକ ପୀଠ ଭାବେ ମାନ୍ୟତା ପାଇଥିବା ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ୍‌ ଅନ୍ତର୍ଗତ ପ୍ରସିଦ୍ଧ ଯୋଗିନୀ ପୀଠ ରାଣୀପୁର-ଝରିଆଲ ବର୍ଷ ବର୍ଷ ଧରି ଅବହେଳାର ଶିକାର ହୋଇଆସିଛି। ୨୦୧୯…

ବଦଳିବ କି ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଭାଗ୍ୟ

ଭବାନୀପାଟଣା, ୯ା୬(ଉତ୍ତମ କୁମାର ଦାଶ)ଭିନ୍ନକ୍ଷମମାନଙ୍କ ପାଇଁ ପ୍ରତିବନ୍ଧକ ଶୂନ୍ୟ ପରିବେଶ ସୃଷ୍ଟି କ୍ଷେତ୍ରରେ ସରକାର ବିଭିନ୍ନ ସ୍ତରରେ ପ୍ରୟାସ କରିଆସିଛନ୍ତି। ଯେମିତି କି ସେମାନେ ଏକ ସୁସ୍ଥ, ସ୍ବାଧୀନ ଓ ସୁରକ୍ଷିତ ଜୀବନ ଜିଇଁପାରିବେ। କଳାହାଣ୍ଡି ଜିଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର…

ମୋଦି କ୍ୟାବିନେଟରେ ଓଡ଼ିଶାର ଏହି ନେତାଙ୍କୁ ମିଳିବ ବାଚସ୍ପତି ପଦ!

ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ ପ୍ରସ୍ତୁତି…

ବଜାରକୁ ଆସିଲା ହିରୋର ଅଲ୍‌ ନ୍ୟୁ ଜୁମ୍‌୧୦୦; ଡିଜାଇନ-ଫିଚର ଜବରଦସ୍ତ, ମୂଲ୍ୟ ରହିଛି…

ଭୁବନେଶ୍ୱର,୯।୬: ହିରୋ ମୋଟକର୍ପର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଜୁମ୍‌୧୦୦ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଲୋକପ୍ରିୟ କମ୍‌ବାଟ୍‌ ଏଡିଶନ ଜରିଆରେ ନିର୍ମାଣ କରାଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌…

କାର୍ଯ୍ୟରତ ଅବସରପ୍ରାପ୍ତ କର୍ମଚାରୀଙ୍କ ତାଲିକା ମାଗିଲା ଗୃହ ବିଭାଗ

ଭୁବନେଶ୍ୱର,୯ା୬(ଅନିଲ ଦାସ)ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘ ସମୟ ଧରି ଅବସରପ୍ରାପ୍ତ କର୍ମଚାରୀମାନେ ଆଡ୍ଡା ଜମାଇ ରହିଥିଲେ। ନୂଆ ସରକାର ଆସିବା ପୂର୍ବରୁ ସେହି ସେମାନଙ୍କ ମନରେ ଛନକା ପଶିଛି। କେଉଁ ବିଭାଗରେ କେତେ ଅବସରପ୍ରାପ୍ତ କର୍ମଚାରୀ ଅଛନ୍ତି, ସେ ସମ୍ପର୍କିତ ସବିଶେଷ…

୩ ସପ୍ତାହରେ ୩,୦୦୦ ଟଙ୍କା କମିଲା ସୁନା, ଜାଣନ୍ତୁ ଆପଣଙ୍କ ସହରରେ କେତେ?

ଭୁବନେଶ୍ୱର, ୯।୬ (ଅଭୟ ଦାଶ): ଘରୋଇ ବଜାରରେ କ୍ରମାଗତ ଭାବେ ଉଭୟ ସୁନା ଓ ରୁପା ଦର ହ୍ରାସ ପାଉଛି। ଏପରିକି ଗତ ୩ ସପ୍ତାହ ମଧ୍ୟରେ ଉଭୟ ସୁନା ଓ ରୁପା ଦର ପ୍ରାୟ ୩୦୦୦ ଟଙ୍କା କମିଥିବା ଅଳଙ୍କାର…

ଅଲିଭରିଡ୍‌ଲେ ଗଣ ଅଣ୍ଡାଦାନ ସ୍ଥଳ କ୍ଷତିଗ୍ରସ୍ତ

ଗଞ୍ଜାମ, ୯ା୬(ବିଦ୍ୟାଧର ସାହୁ) ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ବେଳାଭୂମି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। କିଛିଦିନ ତଳେ ସାମୁଦ୍ରିକ ଝଡ଼ ‘ରେମାଲ’ ସୃଷ୍ଟି ହେବାଠାରୁ ସ୍ଥାନୀୟ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହୁଥିବା ଲକ୍ଷ୍ୟ କରାଯାଇଛି l ତେଣୁ ଉଚ୍ଚ…

ଗଞ୍ଜାମ ପାଇଁ ଅଭିଶପ୍ତ ବାଚସ୍ପତି ପଦ

ବ୍ରହ୍ମପୁର,୯ା୬(ନରସିଂହ ସାହୁ)ଗଞ୍ଜାମ ଜିଲାର ରାଜନେତାଙ୍କ ପାଇଁ ବିଧାନସଭା ବାଚସ୍ପତି ଓ ରାଜ୍ୟ ଅର୍ଥମନ୍ତ୍ରୀ ପଦ ଅଭିଶପ୍ତ ହୋଇଥିବା କେତେକ ନଜିର ଅଛି। ଅତୀତରେ ଯେଉଁମାନେ ଉପରୋକ୍ତ ପଦ ପାଇଥିଲେ ସେମାନଙ୍କ ପରବର୍ତ୍ତୀ ରାଜନୀତି ଓଲଟପାଲଟ ହୋଇଯାଇଛି। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ…

ମୋଦି ୩.୦: ଟିଡିପିକୁ ମିଳିବ ୪, ଜେଡିୟୁକୁ ୨ ମନ୍ତ୍ରୀପଦ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟରେ ଚନ୍ଦ୍ରାବାବୁ ନାଇଡୁଙ୍କ ଟିଡିପିକୁ ୪ ଏବଂ ନୀତୀଶ କୁମାରଙ୍କ ଜେଡିୟୁକୁ ୨ ମନ୍ତ୍ରୀପଦ ମିଳିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାକୁ ଥିବା ଟିଡିପିର ୪ ଏମ୍‌ପିଙ୍କ ମଧ୍ୟରୁ ୩…

ଆଜି ଶପଥ, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୯।୬ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟା ୭ଟା ୧୫ରେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେବାକୁ ଯାଉଛନ୍ତି। ଏଥିଲାଗି ରାଷ୍ଟ୍ରପତି ଭବନରେ ପ୍ରସ୍ତୁତି ଚୂଡ଼ାନ୍ତ…

ପାଣ୍ଡିଆନ ଖେଳିଲେ ପୁତୁରା କାର୍ଡ

ଭୁବନେଶ୍ୱର,୯ା୬(ଅନିଲ ଦାସ)ବିଜେଡିର ପରାଜୟ ପରେ ଦଳ ଭିତରେ ଅସନ୍ତୋଷ ତେଜିବାରେ ଲାଗିଛି। ବରିଷ୍ଠ ନେତାମାନେ ଏ ପର୍ଯ୍ୟନ୍ତ ପାଟି ଫିଟାଇ ନ ଥିବା ବେଳେ ଏହି ନିର୍ବାଚନରେ ମୁଖ୍ୟ ଭୂମିକା ନେଇଥିବା କାର୍ତ୍ତିକ ପାଣ୍ଡିଆନଙ୍କୁ ଦଳର ମଧ୍ୟମ ବର୍ଗ ନେତା ଓ…

ମଣିପୁରରେ ପୁଣି ହିଂସା: ପୋଲିସ ଆଉଟପୋଷ୍ଟ, ୭୦ ଘର ଜାଳିଦେଲେ

ଇମ୍ଫାଲ, ୯।୬: ମଣିପୁରରେ ପୁଣି ହିଂସାକାଣ୍ଡ ଘଟିଛି। ଜିରିବାମ ଜିଲାରେ କେତେଜଣ ଉଗ୍ରବାଦୀ ଗୋଟିଏ ପୋଲିସ ଆଉଟ୍‌ପୋଷ୍ଟ ସହ ଅନେକ ଘର ଜାଳିଦେଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଉଗ୍ରବାଦୀ ୩/୪ଟି ଡଙ୍ଗା ଯୋଗେ ଜିରିବାମ ଜିଲାର ବରାକ ନଦୀ କୂଳରେ ପହଞ୍ଚି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri