Home

କଫି ମଗ୍‌ରେ ‘ଚୋର’ ଲେଖାଥିବାରୁ ରାଗିଲେ ତମନ୍ନା

ମୁମ୍ବାଇ: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ ଦକ୍ଷତା ସହିତ ବଲିଉଡରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ତମନ୍ନା ଭାଟିଆ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ରାଗିଥିବାର ଦେଖାଯାଇଛି। ଇନଷ୍ଟାଗ୍ରାମରେ ଏହି ଭିଡିଓ ଶେୟାର…

୪ ମନ୍ଦିରରୁ ସିରିଜ ଚୋରି: ପୋଲିସ ପହଞ୍ଚି କରୁଛି ଛାନଭିନ୍‌

ଭଦ୍ରକ, ୨୬।୧୧(ସନାତନ ରାଉତ): ଭଦ୍ରକ ପୌରପାଳିକା ଅଧୀନ ୨୮ ନଂ ୱାର୍ଡ ନୁଆସାହିରେ ୪ଟି ମନ୍ଦିରରୁ ସୋମବାର ରାତିରେ ସିରିଜ ଚୋରି ହୋଇଛି l ପୁରୁଣା ବଜାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ନୁଆସାହିର ମଙ୍ଗଳା ମନ୍ଦିର,…

ଆତଙ୍କବାଦ ମାନବ ସଭ୍ୟତା ପାଇଁ କଳଙ୍କ…, ୨୬/୧୧ ଆକ୍ରମଣକୁ ନେଇ ବର୍ଷିଲେ ଶାହା

ନୂଆଦିଲ୍ଲୀ,୨୬।୧୧: ଗୋଟିଏ ପଟେ, ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବରେ ସ୍ମରଣ କରାଯାଉଥିବାବେଳେ ଅନ୍ୟ ପଟେ ଏହି ତାରିଖ ସହିତ ଜଡିତ ଏକ ଅନ୍ଧକାର ଦିନ ଅଛି ଯାହାକୁ ଭାରତର ଲୋକମାନେ ଭୁଲିବେ ନାହିଁ। ହଁ, ଆମେ ୨୬ନଭେମ୍ବର ୨୦୦୮ରେ ମୁମ୍ବାଇରେ…

RBI ଗଭର୍ନର ଶଶିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୬।୧୧: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଭଗର୍ନର ଶଶିକାନ୍ତ ଦାସ ଅସୁସ୍ଥ ଥିବା ଖବର ମିଳିଛି। ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସିଡିଟି ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିବା ସୂଚନା ମିଳିଛି। ଆସନ୍ତା ୨-୩ ଘଣ୍ଟା…

ନିଜ ମଧ୍ୟରେ ବାଛବିଚାର

ଭାରତର ଉତ୍ତର ପୂର୍ବାଞ୍ଚଳରୁ ଯାଇ ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ବାସ କରୁଥିବା ବ୍ୟକ୍ତିମାନେ ବର୍ଣ୍ଣବିଦ୍ୱେଷର ଘୋର ସମ୍ମୁଖୀନ ହେଉଥିବା ସଂକ୍ରାନ୍ତ ଏକ ରିପୋର୍ଟ ନିକଟରେ ଅନ୍‌ଲାଇନ ଜର୍ନାଲ ‘ସ୍କୋପୁସ’ରେ ପ୍ରକାଶ ପାଇଛି। ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟର ଦୁଇ ଜଣ ପ୍ରଫେସରଙ୍କ ନୂତନ ଅଧ୍ୟୟନରେ…

କିଏ ସେହି ବୈଭବ ସୂର୍ଯ୍ୟବଂଶୀ, ଯିଏ ମାତ୍ର ୧୩ ବର୍ଷ ବୟସରେ ହେଲେ କୋଟିପତି

ନୂଆଦିଲ୍ଲୀ,୨୬।୧୧: ସାଉଦି ଆରବର ଜେଦାହରେ ଆଇପିଏଲ ନିଲାମୀ ଶେଷ ହୋଇଥିବା ବେଳେ ୧୩ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ସର୍ବକନିଷ୍ଠ ଖେଳାଳି ଭାବରେ ବିକ୍ରି ହୋଇ କୋଟିପତି ପାଲଟିଛନ୍ତି। ୧୩ ବର୍ଷୀୟ ବୈଭବ ୧.୧ କୋଟି ଟଙ୍କାରେ ରାଜସ୍ଥାନ ରୟାଲ୍ସରେ ସାମିଲ ହୋଇଥିଲେ।…

ଥରୁଛି ଦାରିଙ୍ଗବାଡି, ନିଆଁ ଭରସା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ କିଛି ଦିନ ହେଲା ତାପମାତ୍ରା ହ୍ରାସ ପାଇବା ସହ ଶୀତର ପ୍ରକୋପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ…

ବାର୍ଷିକ ଋଣ ଯୋଜନାରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୬।୧୧: ଓଡ଼ିଶାର ୧୭୭ ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବଠକ ସୋମବାର ଭୁବନେଶ୍ୱରର ଜୟଦେବ ବିହାର ନିକଟସ୍ଥ ହୋଟେଲ ମେ’ଫେୟାରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୟୁକୋ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଏସ୍‌ଏଲ୍‌ବିସି ଓଡ଼ିଶାର ଅଧ୍ୟକ୍ଷ ବିଜୟ କୁମାର ନିବୃତି…

ବ୍ରିଟେନ୍‌-ଜର୍ମାନୀ ଗସ୍ତରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୧(ଅନୁରାଧା ମହାରଣା): ରାଜ୍ୟକୁ ଅର୍ଥନୈତିକ ଶକ୍ତି ଯୋଗାଇବା ଲକ୍ଷ୍ୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ବ୍ରିଟେନ-ଜର୍ମାନୀ ଗସ୍ତରେ ଅଛନ୍ତି। ରବିବାର ସେ ଲଣ୍ଡନରେ ପହଞ୍ଚିଥିବାବେଳେ ସ୍ଥାନୀୟ ଏକ ହୋଟେଲରେ ତାଙ୍କୁ ବ୍ରିଟେନର ବିକ୍ରମ ଦୋରାଇସ୍ବାମୀ ଏବଂ ପ୍ରବାସୀ ଭାରତୀୟ ତାଙ୍କର…

୪ କଳାକାରଙ୍କୁ ନେଇ ଏଥର କଂସ ଚୟନ

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ୨୦୨୫ ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ୧୧ଦିନ ଧରି ହେବାକୁ ଥିବା ଏହି ମହୋତ୍ସବରେ ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଛନ୍ତି। ଜିଲା ପ୍ରଶାସନର ସୂଚନା ମୁତାବକ ଗତଥର କଂସ ଅଭିନେତା…

ଗୁଣାତ୍ମକ ଉତ୍ପାଦକୁ ଓଡ଼ିଶା ପ୍ଲାଷ୍ଟୋର ଗୁରୁତ୍ୱ

ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡ଼ିଶା ପ୍ଲାଷ୍ଟୋ ପ୍ରୋ ପ୍ୟାକ ଓଡ଼ିଶା ଏବଂ ଓଡ଼ିଶା ପ୍ଲାଷ୍ଟୋର ୪ ଦିନିଆ ପ୍ରଦର୍ଶନୀରେ ଅଂଶଗ୍ରହଣ କରି ଉତ୍ସାହଜନକ କାରବାର ଓ ପ୍ରତିକ୍ରିୟା ହାସଲ କରିଛି। ବିଶେଷ କରି…

ମଣିପାଲ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୬।୧୧: ଭୁବନେଶ୍ୱର ମଣିପାଲ ହସ୍ପିଟାଲକୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି ଏକ ବିରଳ କ୍ୟାନସର ରୋଗର ପୀଡିତ ୬୫ବର୍ଷିୟା ମହିଳାଙ୍କର ସଫଳ ଅସ୍ତ୍ରୋପଚାର ହସ୍ପିଟାଲରେ କରାଯାଇଛି। ମଣିପାଲ ହସ୍ପିଟାଲର ଅଭିଜ୍ଞ ସର୍ଜନ ତଥା କ୍ୟାନସର ବିଶେଷଜ୍ଞଙ୍କ ଏକ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?