Home

ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ, ଯେଉଁମାନେ ପ୍ରତିଦିନ ଅଖରୋଟ୍‌ ଖାଉଛନ୍ତି। ସେମାନଙ୍କର ହୃଦ୍‌ଘାତ ଜନିତ ରୋଗ ହେବାର ଆଶଙ୍କା…

ମୋଦିଙ୍କୁ ୭୫ ବର୍ଷ ହେବାକୁ ଅପେକ୍ଷା କରିଛନ୍ତି ଜନତା, ବର୍ଷିଲେ ସିସୋଡିଆ

ନୂଆଦିଲ୍ଲୀ,୭।୧୦: ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏକ ସାମ୍ବାଦିକ ସମ୍ମିଳନୀରେ ଭାଜପା ଉପରେ କଡ଼ା ଆକ୍ରମଣ କରିଥିଲେ। ସେ କହିଛନ୍ତି ଯେ ଭାରତବାସୀ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବିଦାୟ ଦେବାକୁ ଯାଉଛନ୍ତି। ହରିୟାଣାର ଏକଜିଟ ପୋଲ ମଧ୍ୟ ସମାନ…

ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…

ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କଡ଼ା ସମାଲୋଚନା କରିଛନ୍ତି ସମୀର। ସେ କହିଛନ୍ତି, ଆପଣଙ୍କ ଦଳର…

ସରକାର ଗଠନକୁ ନେଇ ବଡ଼ ଘୋଷଣା କଲେ ଫାରୁକ ଅବଦୁଲ୍ଲା

ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀର ନ୍ୟାଶନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲ୍ଲା ଏକ ବଡ଼ ବୟାନଦେଇଛନ୍ତି। ସେ କହିଛନ୍ତି, ଆମେ କୌଣସି ସମୟରେ ଭାଜପା ସହିତ ଯିବୁ ନାହିଁ। ଏକଜିଟ ପୋଲ ସହ ଜଡିତ ପ୍ରଶ୍ନ ଉପରେ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ…

କ୍ରିକେଟ ଖେଳିଲେ ଯୋଗୀ, ହାତରେ ବ୍ୟାଟ୍‌ ଧରି ମାରିଲେ ଚୌକା-ଛକା

ଲକ୍ଷ୍ନୌ,୭ା୧୦: ପଡ଼ିଆକୁ ଓହ୍ଲାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ହାତରେ ବ୍ୟାଟ୍‌ ଧରି ଚଉକା, ଛକା ବର୍ଷଣ କରିଛନ୍ତି। ଲକ୍ଷ୍ନୌରେ ଆୟୋଜିତ ଅଲ୍‌ ଇଣ୍ଡିଆ ଆଡ୍‌ଭୋକେଟ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଯୋଗଦେବା ଅବସରରେ ଯୋଗୀ କ୍ରିକେଟ ଖେଳିଥିବା ଭିଡିଓ ସାମ୍ନାକୁ ଆସିଛି।…

ଆଇସିୟୁରେ ଥିବା ଖବରକୁ ନିଜେ ଖଣ୍ଡନ କଲେ ରତନ ଟାଟା, କହିଲେ ଭୁଲ ଖବର ଦିଅନ୍ତୁ ନାହିଁ

ମୁମ୍ବାଇ,୭।୧୦: ଟାଟା ଗ୍ରୁପ ଭେଟେରାନ ରତନ ଟାଟାଙ୍କର ସ୍ବାସ୍ଥ୍ୟ ଖରାପ ହେବାର ଖବର ଆସିଥିଲା। ହେଲେ ଏବେ ସେ ନିଜେ ଏହି ଖବରକୁ ଅସ୍ବୀକାର କରିଛନ୍ତି। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯିବା ଦାବିକୁ ଗୁଜବ ବୋଲି ସେ କହିଛନ୍ତି। ଆଇସିୟୁରେ ଭର୍ତ୍ତି…

ଜମ୍ମୁ-କଶ୍ମୀରରେ ଏହି ୫ ସଦସ୍ୟ ହେବେ ଅସଲ କିଙ୍ଗ ମେକର!

ଶ୍ରୀନଗର,୭।୧୦: ଜମ୍ମୁ-କଶ୍ମୀରରେ ଅଧିକାଂଶ ଏକଜିଟ ପୋଲ ଝୁଲା ବିଧାନସଭା ସମ୍ଭାବନାକୁ ସୂଚାଉଛି। ଏଭଳି ସ୍ଥିତିରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କ ଦ୍ୱାରା ମନୋନୀତ ହୋଇଥିବା ୫ଜଣ ସଦସ୍ୟ କିଙ୍ଗ ମେକର ଭୂମିକାରେ ଉଭା ହେବେ ବୋଲି କୁହାଯାଉଛି। ଏହି…

ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ

ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍‌ କରାଇ ଦେବା ଲାଗି ଠିକାଦାରଙ୍କ ସହ ପିସି ବାବଦରେ ଫୋନ୍‌ କଲ ଭାଇରାଲ ହୋଇଥିଲା। ଏହା ପରେ ଜଗତସିଂହପୁର…

ଭାରତ ପହଞ୍ଚିବା ପରେ ‘ୟୁ-ଟର୍ନ’ ନେଲେ ମାଲଦ୍ୱୀପ ରାଷ୍ଟ୍ରପତି, ଭାରତୀୟ ପର୍ଯ୍ୟଟକଙ୍କୁ କହିଲେ…

ନୂଆଦିଲ୍ଲୀ,୭।୧୦: ଭାରତ ଗସ୍ତରେ ଥିବା ମାଲଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ବର୍ତ୍ତମାନ ନିଜର ସ୍ବର ପରିବର୍ତ୍ତନ କରିଛନ୍ତି। ମୁଇଜୁ କହିଛନ୍ତି ଯେ ଭାରତର ସୁରକ୍ଷାକୁ ଦୁର୍ବଳ କରିବା ପାଇଁ ସେ କିଛି କରିବେ ନାହିଁ ଏବଂ ସେ ଦିଲ୍ଲୀକୁ ଜଣେ ମୂଲ୍ୟବାନ…

ଶସ୍ତାରେ ଟମାଟୋ ବିକିବେ ସରକାର, ଜାଣନ୍ତୁ କେତେ ଦାମରେ ଆଉ କେଉଁଠି ମିଳିବ

ନୂଆଦିଲ୍ଲୀ,୭।୧୦: ଟମାଟୋର ଆକାଶଛୁଆଁ ମୂଲ୍ୟକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ସୋମବାରଠାରୁ ସରକାର ଶସ୍ତା ମୂଲ୍ୟରେ ଟମାଟୋ ବିକ୍ରି କରିବେ। ନ୍ୟାସନାଲ କୋଅପରେଟିଭ କଞ୍ଜ୍ୟୁମର ଫେଡେରେସନ (ଏନସିସିଏଫ) ଏବଂ ସଫଳର ଆଉଟଲେଟ ମାଧ୍ୟମରେ ଦିଲ୍ଲୀ ଏବଂ…

OSSSC ବିରୋଧରେ ଏକାଠି ହେଲେ ହଜାର ହଜାର ପରୀକ୍ଷାର୍ଥୀ, ତ୍ରୁଟି ଅଭିଯୋଗ ଆଣି ଅଧିକାରୀଙ୍କ…

ଭୁବନେଶ୍ୱର,୭ା୧୦: OSSSC ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ। ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ପରୀକ୍ଷାର୍ଥୀ ଏକଜୁଟ୍‌ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆର୍‌ଆଇ, ଏଆର୍‌ଆଇ, ଅମିନ, ଆଇସିଡିଏସ୍‌ ପରୀକ୍ଷା ଆଦି ବାତିଲ ଦାବିରେ ଏହି ବିକ୍ଷୋଭ…

ଇସ୍ରାଏଲ ଉପରେ ରକେଟ ମାଡ କଲା ହେଜବୋଲ୍ଲା

ଇସ୍ରାଏଲ,୭।୧୦: ହେଜବୋଲ୍ଲା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫା ଉପରେ ରକେଟ ଆକ୍ରମଣ କରିଛି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେଜବୋଲ୍ଲାଙ୍କ କହିବାନୁସାରେ, ଏହା ହାଇଫାର ଦକ୍ଷିଣରେ ଅବସ୍ଥିତ ଏକ ସାମରିକ ବେସକୁ ଟାର୍ଗେଟ କରିଥିଲା, ଯେଉଁଥିପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri