Home

ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ

ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍‌ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍‌ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସମ୍ବୋଧନ କରୁଥିବା ସମୟରେ ଉପସ୍ଥିତ ଥିବା ଲୋକମାନଙ୍କ ମଧ୍ୟରୁ କେତେ…

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଭାରତର ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ଅଫିସର ବିକ୍ରମ…

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥିମଧ୍ୟରୁ ୧୮ ପ୍ରତିଶତ ପ୍ରାର୍ଥୀ ନିଜ ନାଁରେ ଆପରାଧିକ…

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ ୨ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି। ସ୍ଥାନୀୟ ଗ୍ରାମର ଜଣେ ଯୁବକ…

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ ସମନ ଜାରି କରିଛି। ତାଙ୍କ ସମେତ ତେଲଙ୍ଗାନାର ୪ ଜଣଙ୍କୁ ଏହି ମାମଲାରେ…

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ ହ୍ୟାକ୍‌ ହୋଇଛି। ସେ ଭାଜପାରେ ଅଛନ୍ତି ଆଉ ରହିବେ ମଧ୍ୟ । ଆବଶ୍ୟକ ପଡିଲେ…

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ ଉଲ୍ଲେଖ…

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ, ଇଡି ଏବଂ ସିବିଆଇ ଉପରେ ପ୍ରଶ୍ନ ଉଠାଇ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ସାଧାରଣ ସଭାରେ ଯୋଗଦେବେ,ହେଲେ କେବେ ଆସିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ…

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର ରିପୋର୍ଟ କରିଥିଲା। ଏହି ଆଫ୍ରିକୀୟ ଦେଶରେ ବନ୍ୟା ପରିସ୍ଥିତି ସାଧାରଣ ଜନ ଜୀବନକୁ ବାଧା…

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ ପ୍ରାୟ ପାଞ୍ଚ ଗୁଣ ବଡ଼ ହେବ। କେବଳ ଏତିକି ନୁହେଁ ଏଥିରେ ପାଞ୍ଚଟି ରନୱେର…

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ କେକେଆରର ଏକ ପ୍ରଶିକ୍ଷଣ ଅଧିବେଶନର ଏକ ଭିଡିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri