ଇସ୍ରାଏଲ ଉପରେ ରକେଟ ମାଡ କଲା ହେଜବୋଲ୍ଲା
ଇସ୍ରାଏଲ,୭।୧୦: ହେଜବୋଲ୍ଲା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫା ଉପରେ ରକେଟ ଆକ୍ରମଣ କରିଛି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେଜବୋଲ୍ଲାଙ୍କ କହିବାନୁସାରେ, ଏହା ହାଇଫାର ଦକ୍ଷିଣରେ ଅବସ୍ଥିତ ଏକ ସାମରିକ ବେସକୁ ଟାର୍ଗେଟ କରିଥିଲା, ଯେଉଁଥିପାଇଁ…
ଲାଲୁଙ୍କ ସମେତ ୯ ଜଣଙ୍କୁ ଜାମିନ ଦେଲେ କୋର୍ଟ
ପାଟନା,୭ା୧୦: ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା। ବର୍ତ୍ତମାନ ପରବର୍ତ୍ତୀ ଶୁଣାଣି ୨୫ ଅକ୍ଟୋବରରେ ହେବ। ସମସ୍ତଙ୍କୁ…
ଉଜୁଡ଼ିବ ୨ ଶହ ଏକର ଚାଷଜମି, ଇନ୍ଦ୍ରାବତୀ କର୍ତ୍ତୃପକ୍ଷଙ୍କ ନଜର ପଡୁନି
ଜୁନାଗଡ଼,୭।୧୦(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବାଗଡୁଙ୍ଗରୀ ଓ ଭେଜିପଦର ଗ୍ରାମକୁ କେନାଲ ପାଣି ସଠିକ୍ ଭାବରେ ପହଞ୍ଚି ପାରୁ ନାହିଁ। ଯାହାଫଳରେ ସେଠାରେ ଚାଷ ହୋଇଥିବା ପ୍ରାୟ ୨ ଶହ ଏକର ଧାନଚାଷ ଉଜୁଡ଼ିବା ଆଶଙ୍କା ଦେଖାଦେଇଛି।…
କୃତ୍ରିମ ବୁଦ୍ଧିମତ୍ତା
ଯଦିଓ କୃତ୍ରିମ ବୁଦ୍ଧିମତ୍ତାର ବିକାଶର ପ୍ରାରମ୍ଭିକ ପର୍ଯ୍ୟାୟ ଆମେ ବର୍ତ୍ତମାନ ଆଣିଛୁ ତଥାପି କୃତ୍ରିମ ବୁଦ୍ଧିମତ୍ତା ମାନବ ସମାଜକୁ ଅନେକ ଉପାୟରେ ଉପକୃତ କରିବାର ସାମର୍ଥ୍ୟ ରଖିଛି। କୃତ୍ରିମ ବୁଦ୍ଧିମତ୍ତା ସ୍ବାସ୍ଥ୍ୟସେବାରେ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଅବଦାନ ଦେଇପାରିବ। କୃତ୍ରିମ ବୁଦ୍ଧିମତ୍ତା ଦ୍ୱାରା…
ବ୍ରେନ୍ ଟ୍ୟୁମର: କାରଣ, ସତର୍କତା
ମନୁଷ୍ୟ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଲା ବ୍ରେନ୍ ବା ମସ୍ତିଷ୍କ। ଏହା ୨୮ଟି ଛୋଟବଡ଼ ହାଡ଼କୁ ନେଇ ଗଠିତ। ଖପୁରି ଭିତରେ ମସ୍ତିଷ୍କ ସୁରକ୍ଷିତ ହୋଇ ରହିଛି, ପୁଣି ପ୍ରାକୃତିକ ଉପାୟରେ। ମସ୍ତିଷ୍କଟି ବେଶ୍ ନରମ ଓ ଧଳା ଏହାର…
ବଳାତ୍କାରୀଙ୍କୁ ପିଟି ପିଟି ହତ୍ୟା
କୋଲକାତା,୭।୧୦: ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲାର ପଟାଶପୁରରେ ଶୁକ୍ରବାର ଜଣେ ମହିଳାଙ୍କୁ ବଳାତ୍କାର ଓ କୀଟନାଶକ ଖାଇବାକୁ ଦେବା ଘଟଣା ସାମ୍ନାକୁ ଆସିଛି। ରବିବାର ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ପରେ ଗାଁର ମହିଳାମାନେ ଅଭିଯୁକ୍ତଙ୍କୁ ଘରୁ ବାହାର କରି ପିଟିଥିଲେ। ପରେ…
କିଙ୍ଗ କୋହଲିଙ୍କ ‘ମହାରେକର୍ଡ’ ଭାଙ୍ଗିଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୭।୧୦: ଗ୍ବାଲିଅରରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି -୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଚମତ୍କାର ଇନିଂସ ଖେଳିଥିଲେ। ହାର୍ଦ୍ଦିକଙ୍କ ଚମତ୍କାର ଇନିଂସ ଯୋଗୁଁ ଟିମ ଇଣ୍ଡିଆ ମାତ୍ର ୧୧.୫ ଓଭରରେ ଏକପାଖିଆ ବିଜୟ ହାସଲ କରିଛି। ଭାରତୀୟ ଅଲରାଉଣ୍ଡର ବାଂଲାଦେଶ…
ରାଗିଯାଇ ପାକିସ୍ତାନକୁ ଏମିତି ପରାମର୍ଶ ଦେଲା ଚାଇନା
କରାଚି,୭।୧୦: ରବିବାର ପାକିସ୍ତାନର କରାଚି ବିମାନବନ୍ଦର ବାହାରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା ଯେଉଁଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୮ଜଣ ଆହତ ହୋଇଛନ୍ତି। ସୂଚନାନୁସାରେ, ବାଲୁଚିସ୍ତାନ ଲିବରେସନ ଆର୍ମି (ବିଏଲଏ) ଏହି ବିସ୍ଫୋରଣ ଘଟାଇଥିଲା ଯେଉଁଥିରେ ପ୍ରାଣ…
ଚାଇନା ସହ ବନ୍ଧୁତ୍ୱ ହେଲେ…, ଭାରତ ଆସିବା ପରେ ବଦଳିଗଲା ମୁଇଜୁଙ୍କ ସ୍ବର
ନୂଆଦିଲ୍ଲୀ,୭।୧୦: ମାଲଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ମାଲଦ୍ୱୀପର ପ୍ରଥମ ଲେଡି ସାଜିଦା ମହମ୍ମଦ ଭାରତ ଗସ୍ତରେ ରବିବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ସମୟରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମୁଇଜୁଙ୍କୁ ଭେଟି ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ମାଲଦ୍ୱୀପ ରାଷ୍ଟ୍ରପତିଙ୍କ…
ଏଇ ଭାରତରେ
କେତେକେ ନିଜ ଘରେ ଆଣ୍ଠୁଆ ଗୋପାଳଙ୍କୁ ରଖି ପୂଜା କରନ୍ତି। କିନ୍ତୁ ଆଣ୍ଠୁଆ ଗୋପାଳ ସ୍କୁଲରେ ପାଠ ପଢ଼ିବା କଥା କେହି ହୁଏତ ଶୁଣି ନ ଥିବେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଆଗ୍ରାର ନୁରୀ ଦରବାଜ ଅଞ୍ଚଳରେ।…
କର୍ମକ୍ଷେତ୍ରରେ ମାନସିକ ସ୍ବାସ୍ଥ୍ୟ
ପ୍ରତିବର୍ଷ ଅକ୍ଟୋବର ୧ରୁ ୮ ପର୍ଯ୍ୟନ୍ତ ବିଶ୍ୱ ମାନସିକ ସପ୍ତାହ ଭାବେ ପାଳନ ହୋଇଆସୁଛି। ପ୍ରତିବର୍ଷ ପରି ଚଳିତ ବର୍ଷର ବାର୍ତ୍ତା ରହିଛି ‘କର୍ମ କ୍ଷେତ୍ରରେ ମାନସିକ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦେବାର ସମୟ ଆସିଛି’। ୧୯୯୨ରେ ପ୍ରଥମ ଥର ପାଇଁ ୱାଲର୍ଡ…
ପରିବର୍ତ୍ତିତ ପରିସ୍ଥିତିରେ ‘ଧର୍ମନିରପେକ୍ଷତା’
ଭାରତ ଏକ ପବିତ୍ର ଓ ଦିବ୍ୟଭୂମି। ବିଶ୍ୱର ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର। ହିମାଳୟଠାରୁ କନ୍ୟାକୁମାରୀ ପରିବ୍ୟାପ୍ତ ଏହାର ବିଶାଳ ଭୂମିରେ ବହୁ ଧର୍ମ, ସମ୍ପ୍ରଦାୟ, ଭାଷା ଓ ବିଭିନ୍ନ ବର୍ଣ୍ଣର ମଣିଷ ବାସ କରନ୍ତି, ଯାହା ଆମ ସଂସ୍କୃତିକୁ ଗରିମାମୟ କରିବା…
Archives


