Home

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌ କ୍ରିଷ୍ଣା ଉପସ୍ଥିତ ଥିଲେ। ତାଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଆହୁରି ଅନେକ ଅଧିକାରୀ ମଧ୍ୟ…

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର ପ୍ରଚାର କାର୍ଯ୍ୟରେ ପିଲାମାନଙ୍କୁ ସାମିଲ କରାଯାଉଥିବା ନେଇ ଅଭିଯୋଗ ପାଇବା ପରେ ଓଡ଼ିଶା ଅତିରିକ୍ତ…

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି। ଆଗାମୀ ଦିନରେ ଭାରତ ମହାସାଗରରେ ପାଖାପାଖି ସ୍ଥାୟୀ ଗ୍ରୀଷ୍ମ ଲହର ଅନୁଭୂତ ହେବାକୁ ଯାଉଥିବା…

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା ଶେଷ କରିପାରିନାହନ୍ତି। ଭାଜପା ୭ ବିଧାନସଭା ଆସନ ଘସିପୁରା, ବାରବାଟୀ-କଟକ, ବେଗୁନିଆ, ଭୋଗରାଇ, ନୀଳଗିରି,…

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର ପୁଣି ପ୍ରାର୍ଥୀ ବଦଳିବା ସମ୍ଭାବନା ରହିଛି। ଗତ ୪ଟି ବିଧାନସଭା ନିର୍ବାଚନରେ ଏଠାରେ ଜଣେ…

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଦୈନିକ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ରହୁଥିବା ବେଳେ ଜନଜୀବନ…

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି ପ୍ରାର୍ଥୀମାନେ ସୋମବାରଠାରୁ ନାମାଙ୍କନ ଦାଖଲ କରିବେ। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା…

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଏନ୍‌ଡିଏ ପ୍ରାର୍ଥୀ ରେଭନ୍ନା କେତେଜଣ ମହିଳାଙ୍କ ସହ ଆପତ୍ତିଜନକ ଅବସ୍ଥାରେ…

ଗୁଜରାଟକୁ ଶକ୍ତ ଧକ୍କା: ଆର୍‌ସିବିର ଦମ୍‌ଦାର ବିଜୟ

ଅହମଦାବାଦ, ୨୮।୪:ଓ୍ବିଲ ଜ୍ୟାକ୍ସଙ୍କ ବିସ୍ଫୋରକ ଶତକ ଏବଂ ବିରାଟ କୋହଲିଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ ଦମ୍‌ଦାର ବିଜୟ ହାସଲ କରିଛି। ଜ୍ୟାକ୍ସ ଓ କୋହଲିଙ୍କ ବ୍ୟାଟିଂ ଆଗରେ…

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ ଦଳ…

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ ମେ ହମ୍‌ ଭୋଟ ଦେଙ୍ଗେ’ ଶାସକ ଭାଜପା ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିରୋଧରେ…

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌ ସରକାର ଗିରଫ କରି ଜେଲ ପଠାଇଛନ୍ତି। ସେମାନଙ୍କ ବିରୋଧରେ ଉଗ୍ରବାଦ ଅଭିଯୋଗ ଅଣାଯାଇଛି। ରୁଷୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri