Home

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା ଉପତ୍ୟକାରେ ଶନିବାର ଦିନ ତମାମ ସର୍ବାଧିକ ବର୍ଷା…

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ ସାକ୍ଷାତକାର…

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। କଟକରୁ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋସ, ଜଗତସିଂହପୁରରୁ ପ୍ରତିମା…

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ ଠାରେ…

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି। ସକାଳ ୮ଟାରୁ ବି ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୪୦ ପାଖାପାଖି ହୋଇଯାଉଛି। ଆଉ…

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର ହେବା…

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା…

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହା କହିଛନ୍ତି। ସେ ଅହମ୍ମଦାବାଦରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ…

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ ଗିରଫ କରିଛି। ଜବତ ଡ୍ରଗ୍ସର ମୂଲ୍ୟ ୬୦୦ କୋଟି ଟଙ୍କା। ଏଟିଏସ ଏବଂ ନାର୍କୋଟିକ୍ସ…

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ସାଂସଦ ସଞ୍ଜୟ ସିଂ ପୁଣି ଥରେ ସଂରକ୍ଷଣ ଏବଂ ସମ୍ବିଧାନର ବାହାନା କରି…

ଟି୨୦ ବିଶ୍ୱକପ୍‌ ଲାଗି ଟିମ୍‌ ଇଣ୍ଡିଆ ଚୟନ ପୂର୍ବରୁ ବଡ଼ ଖବର: ଈଶାନଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ; ଜାଣନ୍ତୁ ମାମଲା…

ନୂଆଦିଲ୍ଲୀ,୨୮।୪: ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଚୟନ କେବେ ବି ହୋଇପାରେ। ଓ୍ବେଷ୍ଟଇଣ୍ଡିଜ ଏବଂ ଆମେରିକାରେ ହେବାକୁ ଥିବା ଏହି ଆଇସିସି ଟୁର୍ନାମେଣ୍ଟ ଲାଗି ଈଶାନ କିଶନ ବଡ଼ ଦାବିଦାର ବୋଲି କୁହାଯାଉଛି। ଏବେ ତାଙ୍କ ଚୟନ ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri