Home

ହାତୀ ଲଢ଼େଇ: କାଦୁଅରେ ପଶିଗଲା ଶୁଣ୍ଢ, ଆଉ ତା’ ପରେ…

ମୋରଡ଼ା,୨୦ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ତଥା ମୋରଡ଼ା ବ୍ଲକ ଅଧୀନ ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲର ସୁନାହଜା ନିକଟରେ ଏକ ହାତୀ କାଦୁଅରେ ପଶିଯିବାରୁ ତା’ର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଉକ୍ତ ସଂରକ୍ଷିତ ଜଙ୍ଗଲରେ ଗତ ତିନିଦିନ…

ମହାରାଷ୍ଟ୍ରରେ ମତଦାନବେଳେ ହୋଇଗଲା ବଡ଼ ଖେଳ, ନିର୍ଦ୍ଦଳୀୟଙ୍କୁ ସମର୍ଥନ ଦେଲେ ଶିନ୍ଦେ

ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟିଂ ମଧ୍ୟ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। କଂଗ୍ରେସର ବରିଷ୍ଠ ନେତା ସୁଶୀଲ କୁମାର ଶିନ୍ଦେ ଓ ତାଙ୍କ ଝିଅ ପରିଣୀତା ଶିନ୍ଦେ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ କରିଛନ୍ତି। ଯାହାକୁ ନେଇ ମହାରାଷ୍ଟ୍ର ରାଜନୀତି…

କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟ୍‌ ଦେଲେ ସଲମାନ

ମୁମ୍ବାଇ,୨୦ା୧୧: ବୁଧବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୨୮୮ଟି ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯାଉଛି। ସମସ୍ତ ବଲିଉଡ୍‌ ଷ୍ଟାର୍‌ ଭୋଟ୍‌ ଦେଇ ନିଜର କର୍ତ୍ତବ୍ୟ ପାଳନ କରୁଛନ୍ତି। ସୁପରଷ୍ଟାର ସଲମାନ ଖାନ୍‌ ମଧ୍ୟ ମୁମ୍ବାଇରେ ଭୋଟ୍‌ ଦେଇଛନ୍ତି। ସଲମାନ ଏକ ଧୂସର…

ବରୁଣେଇ ପାହାଡ଼ରେ ଲାଗିଲା ନିଆଁ

ଖୋର୍ଦ୍ଧା,୨୦ା୧୧(ପ୍ରଭାତ ପାଣିଗ୍ରାହୀ): ବୁଧବାର ପୁଣି ବରୁଣେଇ ପାହାଡ଼ରେ ନିଆଁ ଲାଗିଛି। ତେବେ ଏହି ନିଆଁ କିଭଳି ଲାଗିଲା ସେ ବିଷୟରେ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ଏହି ଅଗ୍ନିକାଣ୍ଡରେ ବରୁଣେଇ ପାହାଡ଼ ଉପରେ ଥିବା ଗଛସବୁ ଜଳୁଥିବାର ଦେଖିବାକୁ ମିଳିଥିଲା। ଖବର ପାଇ…

ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨୦ା୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭…

ସମ୍ବଲପୁରରେ ପୁଣି ନିଷିଦ୍ଧ କଫ୍‌ସିରପ୍‌ ଜବତ, ୧୨ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୨୦ା୧୧: ସମ୍ବଲପୁରରେ ପୁଣି ବିପୁଳ ପରିମାଣର ନିଷିଦ୍ଧ କଫ୍‌ସିରପ ଜବତ ହୋଇଛି। ଗତ ୧୭ ତାରିଖରେ ସଦରଥାନା ପୋଲିସ ଦ୍ବାରା ୧୦୦ ମିଲିମିଟର ବିଶିଷ୍ଟ ୨୨୭୨ଟି ଓ୍ବିନ୍ସିରେକ୍ସ କଫ୍‌ସିରପ୍‌ ଜବତ ହୋଇଥିବାବେଳେ ଏ ସଂକ୍ରାନ୍ତରେ ୨୦ ଜଣଙ୍କୁ ଗିରଫ କରାଯାଇଥିଲା। ଏହାର…

ବିଶ୍ୱର ନମ୍ବର-୧ ଅଲରାଉଣ୍ଡର ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୦।୧୧: ଭାରତର ଦକ୍ଷ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ବିଶ୍ୱର ନମ୍ବର-୧ ଅଲରାଉଣ୍ଡର ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟର ସର୍ବଶେଷ ଅନ୍ତର୍ଜାତୀୟ ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ନମ୍ବର ଅଲରାଉଣ୍ଡର ହୋଇଛନ୍ତି। ସେ ଟି-୨୦ ଅନ୍ତର୍ଜାତୀୟ ମାନ୍ୟତାରେ ପ୍ରଥମ ଅଲରାଉଣ୍ଡର ହେବା ପାଇଁ…

ସାକ୍ଷୀଗୋପାଳ ବିଦ୍ୟୁତ ସବଡିଭିଜନ କାର୍ଯ୍ୟାଳୟରେ ଧାରଣା

ସାକ୍ଷୀଗୋପାଳ,୨୦।୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଗ୍ରାମୀଣ ମହିଳାମାନଙ୍କ ଆତ୍ମନିର୍ଭରଶୀଳ ନିମନ୍ତେ ଗଠନ କରାଯାଇଥିବା ଶ୍ରୀରାଧା ମରା ନଡ଼ିଆ ତେଲ କ୍ଲଷ୍ଟରରୁ ବିଦ୍ୟୁତ ସଂଯୋଗ କାଟି ଦିଆଯିବାରୁ ମହିଳାମାନେ ବୁଧବାର ସାକ୍ଷୀଗୋପାଳ ବିଦ୍ୟୁତ ସବଡିଭିଜନ କାର୍ଯ୍ୟାଳୟ ସହିତ ଗ୍ରୀଡରେ ତାଲା ପକାଇ ଦେଇ…

କାନାଡ଼ା ସରକାରଙ୍କ ନୂଆ ଘୋଷଣା: ଭାରତୀୟ ଯାତ୍ରୀଙ୍କ ହେବ ବିଶେଷ ଯାଞ୍ଚ୍‌

ଓଟଓ୍ବା,୨୧।୧୧: ଭାରତ ଏବଂ କାନାଡା ମଧ୍ୟରେ ଗତବର୍ଷଠାରୁ ସମ୍ପର୍କ ତିକ୍ତ ହୋଇ ରହିଛି। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତ ବିରୋଧରେ ଅନେକ ଅଭିଯୋଗ କରିଥିଲେ। ଯାହାକୁ ନେଇ ଭାରତ ପକ୍ଷରୁ ମଧ୍ୟ ତୀବ୍ର ପ୍ରତିକ୍ରିୟା ଦିଆଯାଇଥିଲା। ଏଥିସହିତ ବର୍ତ୍ତମାନ କାନାଡା…

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ: ୧୧ ସ୍ଥାନରେ ଚଢାଉ

ସୋନପୁର, ୨୦।୧୧(ମତ୍ୟୁଞ୍ଜୟ ଶତପଥୀ):ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଯୋଗାଣ ଅଧିକାରୀ(ସିଏସଓ) ସୁରେଶ କୁମାର ପାଣିଗ୍ରାହୀ l ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ରାତିରୁ ଏହି ଚଢାଉ ଚାଲିଛିl ସୁବର୍ଣ୍ଣପୁର ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ପେଲେସ ଗାର୍ଡେନ ସ୍ଥିତ…

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କଲେ ଲୋକେ: ଥାନାରେ ଅଭିଯୋଗ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ, ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ବିକୃତ କରାଯାଇଥିବା ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ, ରାଧାକାନ୍ତ…

୬ରେ ଜନ୍ମମାଟିକୁ ବୁଲିଯିବେ ରାଷ୍ଟ୍ରପତି

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୬ରେ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ। ୩ରୁ ୭ ପର୍ଯ୍ୟନ୍ତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜିଲା ପ୍ରଶାସନ ସୂଚନା ଦେଇଛି। ରାଷ୍ଟ୍ରପତି ଡିସେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?