Home

‘ଲୋକଙ୍କୁ ବ୍ୟବହାର କରି ତଡ଼ିଦେବା ଭାଜପାର ଚରିତ୍ର’

ନୂଆଦିଲ୍ଲୀ,୧୯।୧୨:ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନର ଶେଷ ପର୍ଯ୍ୟାୟରେ ଦଳର ନେତା ଓ ବିରୋଧୀଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ କଂଗ୍ରେସ ନେତା କହ୍ନେୟା କୁମାର ଅନେକ ପ୍ରଶ୍ନର ଉତ୍ତର ଦେଇ ତାଙ୍କ ବିରୋଧୀଙ୍କୁ କଡ଼ା ଆକ୍ରମଣ କରିଥିଲେ।…

ଦିଲ୍ଲୀ କ’ଣ ଦେଶର ରାଜଧାନୀ ହେବା ଉଚିତ, କାହିଁକି ଏମିତି କହିଲେ ଥରୁର

ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଜାତୀୟ ରାଜଧାନୀର ହାରାହାରି ୨୪ ଘଣ୍ଟା ଏୟାର କ୍ୱାଲିଟି ଇଣ୍ଡେକ୍ସ ହେଉଛି ୪୯୩। ଦିଲ୍ଲୀର ସମସ୍ତ ବିଦ୍ୟାଳୟରେ ଅନଲାଇନ କ୍ଲାସ ଆରମ୍ଭ ହୋଇଯାଇଛି। ସୋମବାର ସୁପ୍ରିମକୋର୍ଟ ମଧ୍ୟ ବାୟୁ ପ୍ରଦୂଷଣକୁ…

ସ୍କୁଲ-କଲେଜ ବନ୍ଦ, ବାୟୁ ପ୍ରଦୂଷଣକୁ ନେଇ ଆଡଭାଇଜରୀ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ,୧୯।୧୧: ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି । ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର (୧୯…

ଏଇ ଭାରତରେ

ପଞ୍ଜାବର ସୁଖପାଲ ସିଂ ସିଦ୍ଧୁ ଜଣେ ପ୍ରଥମିକ ବିଦ୍ୟାଳୟର ଶିକ୍ଷକ। ସେ ଶିକ୍ଷାର ମହତ୍ତ୍ୱ ବୁଝି ତାହାକୁ ସାମାଜିକ ସ୍ତରରେ ପ୍ରତିଫଳିତ କରିଛନ୍ତି । ଶିକ୍ଷା ବିନା ସଶକ୍ତ ନାଗରିକ ହେବା ଅସମ୍ଭବ; ତାହା ମଧ୍ୟ ସେ ହୃଦୟଙ୍ଗମ କରିଛନ୍ତି ।…

ଆଳୁ ଖୋଳୁ ଖୋଳୁ ମହାଦେବ

ଥରେ ଜଣେ ଚାଷୀ ନିଜ ବିଲରେ ଆଳୁ ଖୋଳୁ ଖୋଳୁ ତାଙ୍କ କୋଦାଳରେ ପଥର ଭଳି କ’ଣ ବାଜିଲା। ଯେଉଁ ବିଲକୁ ସିଏ ପୁରୁଷାନୁକ୍ରମେ ଚାଷ କରି ଆସୁଛନ୍ତି, ସେଠି ପଥର ରହିବା କଥା ସିଏ ବିଶ୍ୱାସ କରି ନ ପାରି…

ନାରୀ ସଶକ୍ତୀକରଣ ଓ ଗୋଷ୍ଠୀ ଗଠନ

ଆନ୍ତର୍ଜାତିକ ଖାତିସମ୍ପନ୍ନ ବ୍ୟାଖ୍ୟାକାର ‘ଜାକେବ୍‌ ଜର୍ଜ ହିଲିଓକ’ଙ୍କ ଭାଷାରେ ସମବାୟ ହେଉଛି ଏକ ସ୍ବେଚ୍ଛାକୃତ ସମ୍ମେଳନ, ଯହିଁରେ ସମସ୍ତଙ୍କ ସହଭାଗୀ, ଯୋଗଦାନ ଓ କର୍ତ୍ତୃତ୍ୱ ମଧ୍ୟରେ ଏକ ଐକ୍ୟବଦ୍ଧ ଉଦ୍ୟୋଗଟି ପରିପୂର୍ଣ୍ଣ ପଥରେ ଅଗ୍ରସର ହୋଇଥାଏ।’ ଭାରତର ବହୁ ପ୍ରାଚୀନ କାଳରୁ…

ଭାରତରେ ଷ୍ଟାରଲିଙ୍କ୍‌

ଆମେରିକାର ଏରୋସ୍ପେସ୍‌ କମ୍ପାନୀ ସ୍ପେସ୍‌ଏକ୍ସ ଅଧୀନରେ ଥିବା ଷ୍ଟାରଲିଙ୍କ୍‌ ଇଣ୍ଟରନେଟ ସେବାର ଭାରତ ପ୍ରବେଶକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଉଲ୍ଲେଖନୀୟ ଯେ, ସ୍ପେସ୍‌ଏକ୍ସର ମାଲିକ ହେଉଛନ୍ତି ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିବିଶେଷ ଏଲନ୍‌ ମସ୍କ। ସେ ୨୦୨୦ରେ ପ୍ରଥମେ…

ବ୍ରିଟେନ ରାଜ ପରିବାରରେ ସୁରକ୍ଷାରେ ତ୍ରୁଟି: ଓ୍ବିଣ୍ଡସର କ୍ୟାସେଲରୁ ଚୋରି

ଲଣ୍ଡନ,୧୯।୧୧: ଚୋରମାନେ କିଙ୍ଗ ଚାଲର୍‌ସ ତୃତୀୟଙ୍କ ବିଶାଳ ୱିଣ୍ଡସର୍‌ କ୍ୟାସେଲ ଇଷ୍ଟେଟରୁ ଫାର୍ମ ଗାଡି ଚୋରି କରିଛନ୍ତି। ଏହା ପ୍ରିନ୍ସ ୱିଲିୟମ ଏବଂ କେଟ ମିଡଲେଟନଙ୍କ ପାରିବାରିକ ଘର। ବ୍ରିଟିଶ ପୋଲିସ ସୋମବାର ଏହା ନିଶ୍ଚିତ କରିଛି। ‘ସନ୍‌’ ଖବରକାଗଜରେ ପ୍ରକାଶିତ…

ଓ୍ବାଣ୍ଡର୍ଲା ପାର୍କର ଆକର୍ଷଣୀୟ ଅଫର

ଭୁବନେଶ୍ୱର,୧୯।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅନ୍ତଃରାଷ୍ଟ୍ରୀୟ ପୁରୁଷ ଦିବସ ଅବସରରେ ୱାଣ୍ଡର୍ଲା ହଲିଡେଜ ଲିମିଟେଡ ପକ୍ଷରୁ ଏକ ସ୍ବତନ୍ତ୍ର ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ଦିନ ପାର୍କ ଟିକେଟରେ ପୁରୁଷ ଅତିଥିମାନେ ଏକ ସ୍ବତନ୍ତ୍ର…

‘ଶ୍ରମବୀର ପ୍ୟାଲେସ’ ଉଦ୍‌ଘାଟନ କଲେ ଜେଏସ୍‌ପି ଅଧ୍ୟକ୍ଷ

ଅନୁଗୋଳ,୧୯ା୧୧ (ଜ୍ୟୋତିରଞ୍ଜନ ସାହୁ): ହରିୟାଣା କୁରୁକ୍ଷେତ୍ରର ଏମ୍‌ପି ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି) ଅଧ୍ୟକ୍ଷ ନବୀନ ଜିନ୍ଦଲ ସୋମବାର ଜେଏସ୍‌ପି ଅନୁଗୋଳ ୟୁନିଟ୍‌ରେ ‘ଶ୍ରମବୀର ପ୍ୟାଲେସ’ର ଉଦ୍‌ଘାଟନ କରିଛନ୍ତି। ଏହି ଶ୍ରମବୀର ପ୍ୟାଲେସ ତଥା ଶୀତତାପ ନିୟନ୍ତ୍ରିତ ଆବାସରେ…

କେୟାର ହସ୍ପିଟାଲର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୯।୧୧: ସମୟ ସହିତ ଉନ୍ନତି ହୋଇଛି ଚିକିସତ୍ା ବିଜ୍ଞାନ। ବର୍ତ୍ତମାନ ଅତ୍ୟାଧୁନିକ ଟେକ୍‌ନୋଲୋଜି ସାହାଯ୍ୟରେ ଅନେକ ଜଟିଳ ରୋଗର ସଫଳ ଚିକିସତ୍ା କରାଯାଇପାରୁଛି। ଆର୍ଟିଫିସିଆଲ ଇଣ୍ଟେଲେଜେନ୍ସି ( ଏଆଇ) ଏବଂ ରୋବୋଟିକ୍‌ ପଦ୍ଧତିରେ କିଭଳି ବିଭିନ୍ନ ପ୍ରକାରର ଆଣ୍ଠୁ ଅପରେଶନ୍‌ କରାଯାଇ…

ମଣିପାଲ ହସ୍ପିଟାଲରେ ନବଜାତ ଶିଶୁ ସପ୍ତାହ

ଭୁବନେଶ୍ୱର,୧୯।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ମଣିପାଲ ହସ୍ପିଟାଲରେ ବିଶ୍ୱ ନବଜାତ ଶିଶୁ ସପ୍ତାହ ଏବଂ ବିଶ୍ୱ ପ୍ରିମାଚ୍ୟୁର ଦିବସ ପାଳିତ ହୋଇଯାଇଛି। ଏପରିକି ସୋମବାର ଆୟୋଜିତ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୬୦ ପ୍ରିମାଚ୍ୟୁର ଶିଶୁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?