ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା
ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ ଭବନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାକୁ ଯାଉଛନ୍ତି । ଏହି ବୈଠକକୁ…
କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’
ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ କରାଯାଇଛି। କେଜ୍ରିୱାଲ ଦାବି କରିଛନ୍ତି ଯେ ସେ…
ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍ ଧରି ୧୦ କିଲୋମିଟର ଚାଲିଲେ
ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଭିତ୍ତିଭୂମି ଅଭାବ ସହ ହଷ୍ଟେଲ ଛାତ୍ରଙ୍କୁ…
ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ
ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ କରି ଗୋଆ ବେଞ୍ଚ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ରାୟ ପରେ…
ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ
ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର ଏବଂ ରହସ୍ୟମୟ ବୋଲି ବିବେଚନା କରାଯାଏ। ଭଗବାନ ଶିବଙ୍କୁ ସମର୍ପିତ ଏପରି ଏକ…
ବୁମ୍ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ
ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍ ବୋଲର୍ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ ତାଙ୍କୁ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ୍ ଦିଆଯାଇଛି। ଏହା ମଧ୍ୟରେ ପୂର୍ବତନ…
ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….
ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ହୋଇଛି ।…
ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…
ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର ଅପରାହ୍ନରେ ତାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଆଳି ଥାନା ଅନ୍ତର୍ଗତ…
୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…
ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍ଧାମରେ ପାଳନ କରିଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…
ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…
ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍ଇ-ଠିକାଦାର ଗିରଫ
ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବୁଧବାର ପୂର୍ବତନ କନିଷ୍ଠ ଯନ୍ତ୍ରୀ (ଜେଇ), ମ୍ୟୁନିସିପାଲ ଇଞ୍ଜିନିୟର…
ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…
ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ…

