ଛେଳି ଗୁହାଳରେ ପିଲାଙ୍କ ଭବିଷ୍ୟତ
ଉଦଳା,୧ା୧୦(ସନ୍ତୋଷ କୁମାର ବାଚ୍ଛିନୀ): କାନ୍ଥରେ ଲେଖା ହୋଇଛି ବିଦ୍ୟାଳୟ ନାଁ । କାନ୍ଥ ସାଜିଛି କଳାପଟା ଆଉ ଚାଲିଛି ପାଠପଢ଼ା। ହେଲେ ଏହା ବିଦ୍ୟାଳୟ ନୁହେଁ, ଏକ ଛେଳି ଗୁହାଳର କାନ୍ଥ। ଯେଉଁଠି ଲେଖାହେଉଛି ଅ, ଆ। ଗଢ଼ାହେଉଛି ପିଲାଙ୍କ ଭବିଷ୍ୟତ।…
ବିଳମ୍ବିତ ରାତ୍ରିରେ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ
ଚେନ୍ନାଇ,୧।୧୦: ହିନ୍ଦୀ ସିନେମା ଏବଂ ଦକ୍ଷିଣ ସିନେମାରେ ଜବରଦସ୍ତ ପରିଚୟ ତିଆରି କରିଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ। ସୋମବାର ବିଳମ୍ବିତ ରାତିରେ ୭୩ବର୍ଷୀୟ ରଜନୀକାନ୍ତଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସେ…
ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି
ଭୁବନେଶ୍ୱର,୧ା୧୦(ଅନୁରାଧା ମହାରଣା): ରାଜ୍ୟରେ ସୋମବାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ…
ମଦ ବନ୍ଦ ପାଇଁ ଏକାଠି ହେଲେ ମହିଳା, ମଦ ପିଇ ଗଣ୍ଡଗୋଳ କଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା
ଅମରପାଲି,୧ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ମାଳିଦାଦର ଗ୍ରାମରେ ମଦ ବିକ୍ରି ବନ୍ଦ କରିବାକୁ ଦାବି କରି ଗ୍ରାମର ମହିଳାମାନେ ପୋଲିସର ଦ୍ବାରସ୍ଥ ନେଇଛନ୍ତି। ଏନେଇ ଗ୍ରାମର ମହିଳାମାନେ ଠେଙ୍ଗୋ ଡ୍ୟାମସ୍ଥିତ ହରିହର ଯୋର ଫାଣ୍ଡିକୁ…
ଦଶହରା ପୂର୍ବରୁ ଗ୍ରାହକଙ୍କୁ ଝଟ୍କା, ବଢିଲା ଏଲପିଜି ସିଲିଣ୍ଡର ଦାମ
ନୂଆଦିଲ୍ଲୀ,୧।୧୦: ଆରମ୍ଭ ହୋଇଛି ଅକ୍ଟୋବର ମାସ । ଏହା ସହିତ, ମଙ୍ଗଳବାରଠାରୁ ଅନେକ ଜିନିଷର ମୂଲ୍ୟ ମଧ୍ୟ ବଦଳିଗଲା। ପର୍ବ ପୂର୍ବରୁ ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଥିଲେ। ଆଜି ଅର୍ଥାତ୍ ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି…
ମୋଦିଙ୍କୁ ନେଇ ବଡ ଦାବି କଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୧।୧୦: ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପି.କେ) ସୋମବାର କହିଛନ୍ତି ଯେ ନରେନ୍ଦ୍ର ମୋଦି ତାଙ୍କର ତୃତୀୟ କାର୍ଯ୍ୟକାଳରେ ଜଣେ ଦୁର୍ବଳ ପ୍ରଧାନମନ୍ତ୍ରୀ।…
ଦିନକରେ ନିବେଶକ ହରାଇଲେ ୩.୫ ଲକ୍ଷ କୋଟି
ମୁମ୍ବାଇ,୧।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାରର କାରବାର ଉପରେ ବଡଧରଣର ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ ଏକ ବୃହତ କ୍ଷତି ସହିଛନ୍ତି। ଏପରିକି ଦିନକରେ ଶେୟାର ବଜାର ନିବେଶକ ୩.୫…
କଳାମନ୍ଦିରକୁ ଟାଇମ୍ସ ଆଇକନ୍ ଅଫ୍ ଓଡ଼ିଶା ପୁରସ୍କାର
ଭୁବନେଶ୍ୱର,୧।୧୦ ରାଜ୍ୟର ଅଗ୍ରଣୀ ଫ୍ୟାଶନ ଶୋ’ରୁମ୍ କଳାମନ୍ଦିରକୁ ନିକଟରେ ଟାଇମ୍ସ ଆଇକନ୍ସ ଅଫ୍ ଓଡ଼ିଶା-୨୦୨୪ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ…
ଭୁବନେଶ୍ୱର ‘ସୂତା’ ଆଉଟଲେଟର ବାର୍ଷିକ ଉତ୍ସବ
ଭୁବନେଶ୍ୱର,୧।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ହାଣ୍ଡଲୁମ ଷ୍ଟାର୍ଟଅପ ବ୍ରାଣ୍ଡ ‘ସୂତା’ (ଭୁବନେଶ୍ୱରର ସୂତା ଆଉଟଲେଟ) ର ପ୍ରଥମ ବାର୍ଷିକ ଉତ୍ସବ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ସୂତାର ସହ ପ୍ରତିଷ୍ଠାତା ତଥା ଏମଡି ତାନିଆ ବିଶ୍ୱାସ,…
ଅରୁନ୍ଧତୀକୁ ଟାଇମ୍ସ ଆଇକନ୍ ଅଫ୍ ଓଡ଼ିଶା ଆଓ୍ବାର୍ଡ
ଭୁବନେଶ୍ୱର,୧।୧୦:ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ଟାଇମ୍ସ ଆଇକନ ଅଫ ଓଡିଶା ଆଓ୍ବାର୍ଡ’ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟାଇମ୍ସ ଅଫ ଇଣ୍ଡିଆ ଗ୍ରୁପ ପକ୍ଷରୁ ନିକଟରେ ଆୟୋଜିତ ଟାଇମ୍ସ ଆଇକନ ଅଫ ଓଡିଶା-୨୦୨୪…
ଗ୍ରାହକଙ୍କୁ ଉତ୍କୃଷ୍ଟ ସେବା ଯୋଗାଇବ ବ୍ୟାଙ୍କ
ଭୁବନେଶ୍ୱର, ୧।୧୦: ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କ ବା ପିଏନ୍ବି ସମ୍ବଲପୁର ମଣ୍ଡଳ ପକ୍ଷରୁ ଏକ ଗ୍ରାହକ ସମ୍ମିଳନୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ପିଏନ୍ବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ରାଜେଶ କୁମାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲାବେଳେ…
ସିଜେ ଡାର୍ସଲ୍ ସହ ଜେଏସ୍ଏଲ୍ର ବୁଝାମଣା
ଭୁବନେଶ୍ୱର,୧।୧୦: ଭାରତର ଅନ୍ୟତମ ଅଗ୍ରଣୀ ଲଜିଷ୍ଟିକ୍ ପ୍ରଦାନକାରୀ ସିଜେ ଡାର୍ସଲ୍ ଲଜିଷ୍ଟିକ୍ ଲିମିଟେଡ୍ ଏବଂ ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡ (ଜେଏସ୍ଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଚ୍ଚ ଶକ୍ତି ବିଶିଷ୍ଟ ଜେଟି ଗ୍ରେଡ୍ ଷ୍ଟେନଲେସ୍ ଷ୍ଟିଲରେ (ବିଆଇଏସ୍…
Archives


