Home

୧୭ ବର୍ଷ ପରେ ଏହି କାମ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬-୧୭ ନଭେମ୍ବରରେ ନାଇଜେରିଆ ଗସ୍ତ କରିବେ। ଏହା ସହିତ ତାଙ୍କର ତିନୋଟି ଦେଶ ଗସ୍ତ ଆରମ୍ଭ ହେବ। ୧୬-୧୭ ନଭେମ୍ବରରେ ଆଫ୍ରିକୀୟ ଦେଶ ନାଇଜେରିଆ ଗସ୍ତ ପରେ ପ୍ରଧାନମନ୍ତ୍ରୀ ମୋଦି ବ୍ରାଜିଲରେ ପହଞ୍ଚିବେ। ଏଠାରେ ପ୍ରଧାନମନ୍ତ୍ରୀ…

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା ସୃଷ୍ଟି ପାଇଁ ଜନସଭାର ଆୟୋଜନ କରିବେ। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ…

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର ଭକ୍ତମାନେ ଶ୍ରୀମନ୍ଦିରରେ ଚାରିଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସିଂହଦ୍ୱାର…

ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ଆଖିବୁଜିଲେ ୧୦ ନବଜାତ ଶିଶୁ

ଲକ୍ଷ୍ନୌ, ୧୬।୧୧: ଝାନ୍ସି,୧୬ା୧୧:ଉତ୍ତରପ୍ରଦେଶ ଝାନ୍ସିସ୍ଥିତ ରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜର ଶିଶୁ ଓ୍ବାର୍ଡରେ ଶୁକ୍ରବାର ରାତିରେ ନିଆଁଲାଗି ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିବା ସହ କେତେଜଣ ଆହତ ହୋଇଛନ୍ତି। କେତେଜଣ ଶିଶୁ ଜଳିଯାଇଥିବାବେଳେ ଶ୍ୱାସରୁଦ୍ଧ ହୋଇ ଅନ୍ୟ କେତେଜଣଙ୍କ ଜୀବନ…

ଆଇପିଏଲ୍‌ ନିଲାମରୁ ବାଦ୍‌ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି ତାଲିକାରୁ ୧୦୦୦ ଖେଳାଳି ବାଦ୍‌ ପଡ଼ିଛନ୍ତି। ଯେଉଁଥିରୁ ଜଣେ ନାମ ଜୋଫ୍ରା ଆର୍ଚରଙ୍କର ରହିଛି।…

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ୍‌, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ସିଧାସଳଖ ବିମାନ…

ନାମକୁ ଝାଡଖଣ୍ଡ ନିର୍ବାଚନ, ଟାର୍ଗେଟରେ ବିହାର

ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ଜାମୁଇ ଗସ୍ତ କରିଥିଲେ। ଯେଉଁଠାରେ ସେ ଜନଜାତି ଗୌରବ ଦିବସ ଅବସରରେ ଆଦିବାସୀ ସମାଜର ଭଗବାନ କୁହାଯାଉଥିବା ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀରେ ଯୋଗ ଦେଇଥିଲେ। ଏଥିସହ ସେ ସ୍ମାରକ ମୁଦ୍ରା ସହ…

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ ଥିବା ଲୋକଙ୍କ ମଧ୍ୟରେ ଏହି ମଇଁଷି ଚର୍ଚ୍ଚାର ବିଷୟ ହୋଇଥିଲା। ଯଦି ଆପଣ ଏହି…

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ ସେ ପୂର୍ବତନ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ପେସାଦାର ବକ୍ସର ଜେକ୍‌ ପାଲ୍‌ଙ୍କୁ ଭେଟିବେ।…

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ ସମସ୍ତ ଖେଳାଳି ନେଟ୍ସରେ ଅଭ୍ୟାସ କରୁଛନ୍ତି। ଟୁର୍ନାମେଣ୍ଟର ସିଧାସଳଖ ପ୍ରଭାବ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ସ…

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର ୧୫୭୪ ଖେଳାଳି ନିଜ ନାମ ପଞ୍ଜିକୃତ କରିଥିବା ବେଳେ କିଏ କିଏ ବାଜି ମାରିବେ…

ଦାଦା ପବନ କଲ୍ୟାଣଙ୍କ ସହ ଅଲ୍ଲୁ ଅର୍ଜୁନଙ୍କ ମନାନ୍ତରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!

ହାଇଦ୍ରାବାଦ: ଚଳଚ୍ଚିତ୍ର ‘ପୁଷ୍ପା ୨: ଦ ରୁଲ୍‌’କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଡିସେମ୍ବର ୫ରେ ଏହା ସିନେମାଘରେ ରିଲିଜ ହେବ। ପ୍ରଶଂସକ ଏନେଇ ଦିନ ଗଣୁଥିବା ବେଳେ ଏବେ ଭିନ୍ନ କିଛି ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?