Home

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ସାକିବଙ୍କୁ ଦେଶରେ ବୁଧବାର ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହସିନା…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ ଶହୀଦ ଲକ୍ଷ୍ମଣନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡିଛି ।…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି ନେଇ ବୁଧବାର ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ ପାତର ଅନ୍ତର ନୀତିକୁ ନେଇ…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ଟ୍ରାଏଲ କୋର୍ଟର ଦୋଷମୁକ୍ତ ରାୟକୁ ରଦ୍ଦ କରିଦେଇଛି। ଗୋଆ ସରକାରଙ୍କ ଆବେଦନକୁ ଗ୍ରହଣ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର ନୂଆ ଦର ମଧ୍ୟ ପ୍ରକାଶ ପାଇଛି। ଇରାନ ଯୁଦ୍ଧ କାରଣରୁ ସପ୍ଲାଇ ଚେନ୍‌ରେ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି। ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ ନ୍ୟୁୟର୍କର ମାନହାଟନରେ ‘ଏକତା ପାଳନ’ କାର୍ଯ୍ୟକ୍ରମରେ ସେ ମୁଖ୍ୟ ଭାଷଣ ଦେବାର କାର୍ଯ୍ୟକ୍ରମ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ ଲକ୍ଷ୍ୟ ହାସଲ କରିଛି। ଫଳସ୍ବରୂପ, ଦୁଇ ମ୍ୟାଚ୍‌ର ଟେଷ୍ଟ ସିରିଜ ୧-୧ରେ ଡ୍ର’…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା/ମ.ରାମପୁର,୫।୮(ଉତ୍ତମ କୁମାର ଦାଶ/ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଛୁରି ଭୁସି ହତ୍ୟା କରିଥିବା ଜଣାପଡିଛି। ରକ୍ତ ଜୁଡୁବୁଡୁ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ ଧାନ କିଣାବିକା ଚାଲିବ । ମାତ୍ର ବର୍ତ୍ତମାନ ସ୍ଥିତିକୁ ଦେଖିଲେ ଆଗକୁ ଧାନ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ ହୋଇଛି । ପାଟପୁର ପୋଲିସ ଟିମ୍ ବିଭିନ୍ନ କମ୍ପାନୀ ନିର୍ମିତ ୫୮ ଟି…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ। ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ଜଙ୍ଗଲରେ ପରିଣତ ହୋଇଥିବା ଏହି ବଡବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?