ହସ୍ପିଟାଲରେ ନାଚିଲେ ଡାକ୍ତର-ନର୍ସ, ଭିଡିଓ ଭାଇରାଲ
ବାରାଣସୀ,୧୪।୧୧: ଉତ୍ତର ପ୍ରଦେଶ ବାରାଣସୀରେ ଥିବା ଦିନ ଦୟାଲ ଉପାଧ୍ୟାୟ ଜିଲା ହସ୍ପିଟାଲରେ ଡାକ୍ତର ଓ ନର୍ସମାନେ ଡ୍ୟାନ୍ସ କରୁଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ନର୍ସଙ୍କ ପଦୋନ୍ନତିକୁ ନେଇ ହସ୍ପିଟାଲ ଭିତରେ ଡାକ୍ତର ଓ ନର୍ସମାନେ ଡ୍ୟାନ୍ସ କରି…
ଅର୍ଶ ଡଲ୍ଲାଙ୍କୁ ପ୍ରତ୍ୟର୍ପଣ ପାଇଁ କାନାଡା ନିକଟରେ ଦାବି କଲା ଭାରତ
ଭାରତ/ଓଟାଓ୍ବା,୧୪।୧୧: ଭାରତ ସରକାର କାନାଡାରୁ ଅର୍ଶ ସିଂ ଗିଲ ଓରଫ ଅର୍ଶ ଡଲ୍ଲାଙ୍କୁ ପ୍ରତ୍ୟର୍ପଣ କରିବାକୁ ଦାବି କରିଛନ୍ତି। ଗଣମାଧ୍ୟମର ଅନୁସନ୍ଧାନର ଉତ୍ତରରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରାନ୍ଧୀର ଜୈସୱାଲ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ନଭେମ୍ବର…
ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…
ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ ୨ହଜାର ଟଙ୍କା ଖର୍ଚ୍ଚକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଛାଡ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି…
ମଧ୍ୟାହ୍ନଭୋଜନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୩ ଲକ୍ଷ ବିଦ୍ୟାର୍ଥୀ ପାଉଛନ୍ତି…
ମୋଦିଙ୍କ ନକଲ କରୁଛନ୍ତି କେଜରିଓ୍ବାଲ? ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୪।୧୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପିର ଜାତୀୟ ସଂଯୋଜକ ହନୁମାନ ଭକ୍ତ ଅରବିନ୍ଦ କେଜରିୱାଲ ବର୍ତ୍ତମାନ ମନ୍ଦିରରୁ ମନ୍ଦିରକୁ ବୁଲୁଛନ୍ତି। ଏଥିରୁ ଜଣାପଡୁଛି ଯେ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜରିୱାଲ ମୁସଲମାନ ଭୋଟ ବ୍ୟାଙ୍କ ପାଇଁ ଆବେଦନ…
ଏମଭିଏ ଆସିଲେ ଭିକ ମାଗିବା ନିଶ୍ଚିତ, ମହାରାଷ୍ଟ୍ରରେ ବର୍ଷିଲେ ମୋଦି
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଆଟାକ ଏବଂ କାଉଣ୍ଟର ଆଟାକ ରାଜନୀତି ଚରମ ସୀମାରେ ରହିଛି। ଏମଭିଏ ମହାୟୁତି ଉପରେ ଆକ୍ରମଣ କରୁଥିବାବେଳେ ମହାୟୁତି ଏହାକୁ ମିଥ୍ୟା ପ୍ରତିଶୃତି ଦେଇଥିବା ଅଭିଯୋଗ କରିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ଏମଭିଏକୁ…
ଭାଜପା କାର୍ଯ୍ୟାଳୟ ଉପରେ ଆକ୍ରମଣ, ଆସିଲା ସିସିଟିଭି ଫୁଟେଜ
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ରର ଡୋମ୍ବିଭାଲିରେ ଭାରତୀୟ ଜନତା ପାର୍ଟି (ଭାଜପା) କାର୍ଯ୍ୟାଳୟ ଉପରେ ଆକ୍ରମଣ କରାଯାଇଛି। ଏହି ଘଟଣାର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି। ଏହି ଫୁଟେଜରେ ତିନି ଜଣ ଲୋକ ଦୃଶ୍ୟମାନ ହେଉଛନ୍ତି। ଏଥିରେ ପ୍ରଥମ ବ୍ୟକ୍ତି ହେଉଛନ୍ତି ହୋମ…
‘ଭାରତର ପରିସ୍ଥିତି ବାଂଲାଦେଶ ଭଳି ହେବ,’ ଏହି ବୟାନକୁ ନେଇ ରାକେଶଙ୍କୁ ମିଳିଲା ଆଶ୍ୱସ୍ତି
ନୂଆଦିଲ୍ଲୀ,୧୪।୧୧: କୃଷକ ନେତା ରାକେଶ ଟିକାଏତ ଏବଂ କଂଗ୍ରେସ ନେତା ସଜ୍ଜନ ସିଂ ବର୍ମାଙ୍କ ଦେଶ ବିରୋଧୀ ବୟାନ ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ବିବୃତ୍ତିକୁ ଉତ୍ତେଜକ ତଥା ଦେଶ ବିରୋଧୀ…
କୋଭିଡରେ ବଢାଇଥିଲେ ସହଯୋଗର ହାତ, ଏବେ ଏହି ଦେଶ ମୋଦିଙ୍କୁ ଦେବ ସର୍ବୋଚ୍ଚ ରାଷ୍ଟ୍ରୀୟ ସମ୍ମାନ
ନୂଆଦିଲ୍ଲୀ,୧୪।୧୧: କରୋନା ସମୟରେ ଭାରତ ପ୍ରତ୍ୟେକ ଅସହାୟ ଦେଶକୁ ସାହାଯ୍ୟର ହାତ ବଢାଇଥିଲା। ଆମେରିକା ସମେତ ୧୫୦ଦେଶକୁ ସାହାଯ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଔଷଧ ପଠାଇଥିଲେ। ବର୍ତ୍ତମାନ ଡୋମିନିକା କରୋନାରେ ସହାୟତା କରି ଥିବାରୁ ମୋଦିଙ୍କୁ ତାଙ୍କ ଦେଶର ସର୍ବୋଚ୍ଚ…
ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ
ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ତେବେ ନବଜନ୍ମିତ ଶିଶୁ ମା’ କ୍ଷୀର ଖାଇ ସୁସ୍ଥ ରହୁଥିବାବେଳେ…
ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣ
ଭୁବନେଶ୍ୱର,୧୪।୧୧: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି…
୨୦୦ ମହିଳାଙ୍କୁ ବଳାତ୍କାର କରିଥିବା ବ୍ୟକ୍ତିଙ୍କୁ ଦିଆଗଲା ଇରାନର ସବୁଠାରୁ ବଡ଼ ଦଣ୍ଡ
ତେହରାନ,୧୪।୧୧: ଏକାଧିକ ମହିଳାଙ୍କୁ ବଳାତ୍କାର କରିଥିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଇରାନୀୟ ବ୍ୟକ୍ତିଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଇଥିଲା। ଅକ୍ଟୋବରରେ ମହମ୍ମଦ ଅଲି ସଲାମତଙ୍କ ମୃତ୍ୟୁ ଦଣ୍ଡ ସୁପ୍ରିମକୋର୍ଟ ନିଶ୍ଚିତ କରିବା ପରେ ଏହି ପଦକ୍ଷେପ ନିଆଯାଇଛି। ମଙ୍ଗଳବାର ସକାଳେ…

