Home

କଥା ଦେଇ କଥା ରଖି ନ ଥିଲେ ପୂର୍ବ ସରକାର, ଆମ ସରକାର ଆସୁ ଆସୁ…

ଭୁବନେଶ୍ୱର,୧୪ା୧୧: ପୂର୍ବ ବିଜେଡି ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବ ସରକାରଙ୍କୁ ମୋହନ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ କଥା…

ସେ ମୋ ରୁମ୍‌କୁ ଆସି ଏମିତି ଅନୁରୋଧ କରିଥିଲେ, ମ୍ୟାଚ୍‌ ପରେ ତିଳକ ବର୍ମାଙ୍କ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର

ସେଞ୍ଚୁରିୟନ୍‌,୧୪।୧୧: ତୃତୀୟ ଟି-୨୦ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୧୧ ରନରେ ପରାସ୍ତ କରିଛି। ଟିମ ଇଣ୍ଡିଆର ବିଜୟର ସବୁଠାରୁ ବଡ ହିରୋ ଥିଲେ ତିଲକ ବର୍ମା। ସେ ୧୦୭ ରନର ଅପରାଜିତ ଇନିଂସ ଖେଳିଥିଲେ। ବର୍ତ୍ତମାନ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର…

ଯୋଗୀ ସରକାରଙ୍କ ବୁଲ୍‌ଡୋଜର୍‌ ସବୁଦିନ ପାଇଁ ଗ୍ୟାରେଜକୁ ଗଲା: ଅଖିଳେଶ ଯାଦବ

ଲକ୍ଷ୍ନୌ,୧୪।୧୧: ଉତ୍ତରପ୍ରଦେଶ ସରକାରଙ୍କ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏହାକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କଟାକ୍ଷ କରିଛନ୍ତି। ଯେଉଁ ଲୋକ ଘର ଭାଙ୍ଗିବା ଜାଣନ୍ତି ତାଙ୍କଠାରୁ ଆପଣ…

ଗୌତମ ଆଦାନୀଙ୍କ ବଡ଼ ଘୋଷଣା: ମିଳିବ ବମ୍ପର ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧୪।୧୧: ଦେଶର ଅନ୍ୟତମ ଧନୀ ବ୍ୟବସାୟୀ ଗୌତମ ଆଦାନୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ତାଙ୍କ ଆଦାନୀ ଗ୍ରୁପ ମାଧ୍ୟମରେ ଆମେରିକାରେ ୧୦ ବିଲିୟନ ଡଲାର ବିନିଯୋଗ କରିବାକୁ ଘୋଷଣା କରିଛନ୍ତି। ଆମେରିକାରେ ଶକ୍ତି ଏବଂ ଭିତ୍ତିଭୂମି କ୍ଷେତ୍ରରେ ୧୦…

ଜବାହରଲାଲ ନେହେରୁଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ ଶେୟାର କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ତାଙ୍କ ଜନ୍ମ ବାର୍ଷିକୀ ଅବସରରେ…

ଯୁବକଙ୍କୁ ଘୋଷାଡ଼ି ନେଲା ମାଲ୍‌ବାହୀ ଟ୍ରେନ୍‌, କଟିଗଲା ଗୋଡ଼

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଚନ୍ଦନପୁର ନିକଟସ୍ଥ ଆମ୍ବାଦଳାରୁ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ୍‌କୁ ଯାଉଥିବା ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ଗୋଡ଼ କଟିଯାଇଛି। ସୂଚନାନୁସାରେ, ଗୁରୁବାର ଭୋର୍‌ରୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିକଟସ୍ଥ…

ମେଲୋନିଙ୍କ ଉପରେ ରୋମ ବିଚାରିପତିଙ୍କ ନିଷ୍ପତ୍ତିକୁ ନେଇ ଏଲନ ମସ୍କଙ୍କ ବିବୃତ୍ତି, ରାଗିଗଲେ ରାଷ୍ଟ୍ରପତି, କହିଲେ…

ଓ୍ବାଶିଂଟନ,୧୪ା୧୧: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ନିର୍ବାଚନ ପରେ ଡୋନାଲ୍ଡ ଟ୍ରମ୍ପ ଏଲନ ମସ୍କଙ୍କୁ ସରକାରୀ ଦକ୍ଷତା ବିଭାଗର ମୁଖ୍ୟ କରିଛନ୍ତି। ଏହି ସମୟରେ ମସ୍କ ଜର୍ଜିଆ ମେଲୋନି ବିଷୟରେ ଏକ ବିବୃତ୍ତି ଦେଇଛନ୍ତି, ଯାହା ଚର୍ଚ୍ଚାରେ ରହିଛି। ଟେସ୍‌ଲା…

ରହସ୍ୟମୟୀ ଆଇଲାଣ୍ଡ, ଯେଉଁଠିକୁ ଥରେ ଗଲେ ମଣିଷ ଜୀବନ୍ତ ଫେରେନାହିଁ: ଜାଣନ୍ତୁ

ଦୁନିଆରେ ଅନେକ ରହସ୍ୟମୟ ଆଇଲାଣ୍ଡ ଅଛି, ସେଥିମଧ୍ୟରୁ ଗୋଟିଏ ଇଟାଲୀରେ ମଧ୍ୟ ରହିଛି। ଏହାର ନାମ ପୋଭେଲିଆ। ଏହି ଆଇଲାଣ୍ଡ ବିଷୟରେ ଅନେକ ରହସ୍ୟ ଅଛି, ଯାହାକୁ କେହି ଜାଣନ୍ତି ନାହିଁ। ଯିଏ ଏଠାକୁ ଯାଏ ସେ ଜୀବନ୍ତ ଫେରି ନ…

ଏମିତି କାମ କରିବେ ଡୋନାଲ୍ଡ ଟ୍ରମ୍ପ, ଯାହା ପୂର୍ବରୁ କେହି କରି ନ ଥିଲେ

ଓ୍ବାଶିଂଟନ୍‌,୧୪।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ଡୋନାଲ୍ଡ ଟ୍ରମ୍ପ ସମ୍ପୂର୍ଣ୍ଣ ଉତ୍ସାହରେ ଅଛନ୍ତି। ସେ ତାଙ୍କ ନୂତନ ସରକାର ପାଇଁ ଦଳ ବାଛିବାରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଏପରି କିଛି ସୂଚାଇ ଦେଇଛନ୍ତି ଯାହା ଗତ ୭୦ ବର୍ଷ…

ଆମେରିକାରେ ମହିଳା କିଣୁଛନ୍ତି ଅଧିକ ଗର୍ଭ ନିରୋଧକ ବଟିକା, କମୁଛି ଷ୍ଟକ୍‌, କାରଣ ଜାଣିଲେ…

ଓ୍ବାଶିଂଟନ,୧୪ା୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଡୋନାଲ୍ଡ ଟ୍ରମ୍ପ ନିର୍ବାଚିତ ହୋଇଛନ୍ତି। ଟ୍ରମ୍ପଙ୍କ ନିର୍ବାଚନ ଅଭିଯାନଠାରୁ ଆରମ୍ଭ କରି ତାଙ୍କ ନିର୍ବାଚନ ବିଜୟ ପର୍ଯ୍ୟନ୍ତ ଅନେକ ମହିଳା ଟ୍ରମ୍ପଙ୍କୁ ବିରୋଧ କରୁଛନ୍ତି। ମହିଳାମାନେ କ୍ରମାଗତ ଭାବେ ଟ୍ରମ୍ପଙ୍କ ବିରୋଧରେ କହୁଛନ୍ତି। ଏ…

ଅନ୍ୟ ଦେଶ ପାଇଁ ଖେଳିବେ ଶିଖର ଧାଓ୍ବନ୍‌! ପୁଣି ମଇଦାନ ବର୍ଷିବ ଚୌକା-ଛକା

ନୂଆଦିଲ୍ଲୀ,୧୪।୧୧: କ୍ରିକେଟ ଛାଡିବାକୁ ଗବର୍‌ ଅର୍ଥାତ୍‌ ଶିଖର ଧାୱନଙ୍କର ଇଚ୍ଛା ନାହିଁ। ଚଳିତ ବର୍ଷ ସେ ଅଗଷ୍ଟ ମାସରେ ଅନ୍ତର୍ଜାତୀୟ କ୍ରିକେଟ ସହିତ ବିଦାୟ ନେଇଥିଲେ, କିନ୍ତୁ ଏହା ପରେ ତାଙ୍କୁ ଲିଜେଣ୍ଡସ୍‌ ଲିଗ କ୍ରିକେଟ (ଏଲଏଲସି ୨୦୨୪) ରେ ଖେଳୁଥିବା…

ଟ୍ରମ୍ପଙ୍କ ଟିମ୍‌ରେ ହିନ୍ଦୁ ନେତାଙ୍କ ଏଣ୍ଟ୍ରି, ଟେନଶନରେ ଚାଇନା!

ଓ୍ବାଶିଂଟନ୍‌,୧୪।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ଡୋନାଲ୍ଡ ଟ୍ରମ୍ପ ନିଜ ନୂଆ ଟିମ ଗଠନ କରିବାରେ ବ୍ୟସ୍ତ ଅଛନ୍ତି। ସେ ଗୋଟିଏ ପରେ ଗୋଟିଏ ବଡ଼ ନିଯୁକ୍ତି ଦେଉଛନ୍ତି। ଏବେ ତାଙ୍କ କ୍ୟାବିନେଟେରେ ଜଣେ ହିନ୍ଦୁ ନେତାଙ୍କୁ ଏଣ୍ଟ୍ରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?