Home

ଆମ୍ବୁଲାନ୍ସ ଭିତରେ ଥିଲେ ଗର୍ଭବତୀ, ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ମୁମ୍ବାଇ,୧୪ା୧୧: ମହାରାଷ୍ଟ୍ରର ଜଲଗାଁଓରେ ଘଟିଛି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସରେ ହଠାତ୍‌ ନିଆଁ ଲାଗିଯିବାରୁ ଭୟଙ୍କର ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଯୋଗୁ ଆଖପାଖ ଅଞ୍ଚଳର ଥିବା ଘର କ୍ଷତିଗ୍ରସ୍ତ ହୋଇଛି। ସୂଚନା…

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଆନନ୍ଦପୁର/ଘଷିପୁରା,୧୪।୧୧(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକ ପଛରୁ ଆଉ ଏକ ଟ୍ରକ ଧକ୍କା ଦେବାରୁ ଡ୍ରାଇଭର ଷ୍ଟିଅରିଂରେ…

ତିଳକ ବର୍ମାଙ୍କ ଆଇପିଏଲ୍‌ ଦରମା ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୧୪।୧୧:ଅଗଷ୍ଟ ୨୦୨୩ରେ ତିଲକ ବର୍ମା ଭାରତ ପାଇଁ ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ଡେବ୍ୟୁ କରିବାର ଏକ ବର୍ଷ ପରେ ମଧ୍ୟ ସେ ଦୀର୍ଘ ସମୟ ଧରି ଖୋଜୁଥିବା ଖ୍ୟାତି ପାଇପାରିଲେ ନାହିଁ। କିନ୍ତୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି…

ମୁଁ ବେଦାଙ୍ଗଙ୍କୁ ଡେଟ୍‌ କରୁନାହିଁ: ଖୁସି କପୁର

ମୁମ୍ବାଇ: ସ୍ବର୍ଗତା ଅଭିନେତ୍ରୀ ଶ୍ରୀଦେବୀ ଏବଂ ଫିଲ୍ମ ନିର୍ମାତା ବୋନି କପୁରଙ୍କ ସାନ ଝିଅ ଖୁସି କପୁର ବଡ଼ ପରଦାରେ ପାଦ ଥାପି ସାରିଛନ୍ତି। ଗତବର୍ଷ ରିଲିଜ୍‌ ହୋଇଥିବା ଜୋୟା ଅଖତରଙ୍କ ନିର୍ଦ୍ଦେଶିତ ‘ଦି ଆର୍କିଜ୍‌’ ଫିଲ୍ମ ଜରିଆରେ ସେ ବଡ଼…

ମହାକାଶରୁ ବାର୍ତ୍ତା ପଠାଇଲେ ସୁନୀତା

ଓ୍ବାଶିଂଟନ, ୧୪।୧୧: ଆମେରିକୀୟ ମହାକାଶ ସଂସ୍ଥା(ନାସା)ର ଆଷ୍ଟ୍ରୋନଟ ସୁନୀତା ଓ୍ବିଲିୟମ୍ସ ବୁଧବାର ଆନ୍ତ୍ରର୍ଜାତୀୟ ମହାକାଶ କେନ୍ଦ୍ର(ଆଇଏସ୍‌ଏସ୍‌)ରୁ ନିଜ ସ୍ବାସ୍ଥ୍ୟ ସମ୍ବନ୍ଧରେ ସୂଚନା ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ କହିଛନ୍ତି, ଗତ ଜୁନ୍‌ ମାସରେ ଆଇଏସ୍‌ଏସ୍‌କୁ ଆସିବା ସମୟରେ…

ଅନ୍ତରଙ୍ଗ ଭିଡିଓ ଭାଇରାଲ: ଆକାଉଣ୍ଟ ବନ୍ଦକଲେ ଇନ୍‌ଫ୍ଲୁଏନ୍ସର

ଇସ୍‌ଲାମାବାଦ, ୧୪।୧୧: ପାକିସ୍ତାନୀ ଇନ୍‌ଫ୍ଲୁଏନ୍ସର ତଥା ଟିକ୍‌ଟକ୍‌ ଷ୍ଟାର୍‌ ଇମ୍‌ଶା ରେହମାନଙ୍କର ଏକ ଅନ୍ତରଙ୍ଗ ଭିଡିଓ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକରେ ଭାଇରାଲ ହେବାରେ ଲାଗିଛି, ଫଳରେ ତାଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। ଏହା ଇମ୍‌ଶାଙ୍କର ଏକ ପବ୍ଲିସିଟି ଷ୍ଟଣ୍ଟ୍‌…

ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ । ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ…

‘ବେଆଇନ ନିର୍ମାଣକାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ’

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ସରକାରୀ ଜମିରେ ବିନା ପ୍ଲାନ୍‌ରେ ରାସ୍ତା କଡ଼ରେ ବ୍ୟବସାୟିକ ଘର ନିର୍ମାଣ ହୋଇଛି। ଅନେକ ବ୍ୟବସାୟିକ ଘର…

‘କେବଳ ଖାଦ୍ୟ ନିରାପତ୍ତା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ବିହନ ସଂରକ୍ଷଣ ଜରୁରୀ’

କୋରାପୁଟ,୧୩ା୧୧(ଅମିତାଭ ବେହେରା): ପାରମ୍ପରିକ କୃଷି ଜୈବ ବିବିଧତାକୁ ସୁରକ୍ଷିତ ରଖିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ ସିଟି କ୍ୟାମ୍ପସରେ ବୁଧବାର ଏକ ପାରମ୍ପରିକ କିଷମର ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ ଉଦ୍‌ଘାଟିତ…

ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ ମାଣ୍ଡୋ ଓରଫ ମାଣ୍ଡୁ ହପିଆ। ସୂଚନା ଅନୁଯାୟୀ, ବିଜାପୁର ଜିଲାରେ ମାଓବାଦୀ ବିରୋଧୀ ଅପରେଶନ୍‌…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି ଆଇନର…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି, ସରକାର ଏନେଇ…

ଭୁବନେଶ୍ୱର,୧୩ା୧୧: ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?