Home

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ। ଯାହାକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀ କଂଗ୍ରେସକୁ ଟାର୍ଗେଟ…

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ ମଧ୍ୟରେ ମୁଁ ୧୦-୧୨ ରାଜ୍ୟ ଗସ୍ତ କରିଥିଲି। ଏହି ରାଜ୍ୟଗୁଡିକରୁ ଆମକୁ ଭଲ ପ୍ରତିକ୍ରିୟା…

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି ଦଳ। ଏଥିସହ ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ ଜଳ ବ୍ୟବସ୍ଥା ମଧ୍ୟ ପ୍ରସଙ୍ଗ ରହିବ। ଏହି…

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର ମନ୍ମଥଙ୍କ ଖାତାକୁ ଯାଇପାରେ ପାଇକ ଭୋଟ । ୟାସିରଙ୍କ ସଂଖ୍ୟାଲଘୁ ଭୋଟ ହୋଇପାରେ ର୍ନିଣ୍ଣାୟକ…

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର ମୁଦୁଲିଙ୍କୁ ଏହି ନିର୍ବାଚନ ମଣ୍ଡଳୀ ବିଜେଡି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲେ ସୁଦ୍ଧା ସେ…

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ଯଦି କଂଗ୍ରେସ ସରକାର କ୍ଷମତାକୁ ଆସନ୍ତି ତେବେ ଏହା ଲୋକଙ୍କ ସମ୍ପତ୍ତି ନେଇ…

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ।…

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ ୩ଟାରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ…

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବୁଧବାର (ଏପ୍ରିଲ ୨୪, ୨୦୨୪) କ୍ଷମା ମାଗିଛନ୍ତି। ଏକ ସର୍ତ୍ତମୂଳକ କ୍ଷମା ପ୍ରାର୍ଥନା…

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ…

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ତାଙ୍କର ସବୁଠାରୁ ପ୍ରସିଦ୍ଧ ରେକର୍ଡ ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ ଶତକ ହାସଲ କରିଛି। କିନ୍ତୁ…

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ କରୁଥିବା ସମୟରେ କାରରୁ ୩୦ ଲକ୍ଷ ଟଙ୍କା ଜବତ କରିଛି। ପୋଲିସ କାରରେ ବସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri