୬ ବର୍ଷ ପାଇଁ ୧୩ ନେତାଙ୍କୁ ଦଳରୁ ବହିଷ୍କାର କଲା କଂଗ୍ରେସ
ଚଣ୍ଡିଗଡ଼,୨୭।୯: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଉତ୍ତେଜନା ମଧ୍ୟରେ ରାଜ୍ୟ କଂଗ୍ରେସ କମିଟି ଶୁକ୍ରବାର ଏକ ବଡ ପଦକ୍ଷେପ ନେଇଛି। ଦଳ ୧୩ ଜଣ ନେତା ଏବଂ କର୍ମୀଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରି ଏକ ବିଜ୍ଞପ୍ତି ଜାରି…
କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ
ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ ହାତ କାମୁଡ଼ିଥିଲେ ତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। କୋର୍ଟ ଆଦେଶ…
ଯୁବତୀ-ମହିଳାଙ୍କୁ ଟାର୍ଗେଟ୍ କରି ଲୁଟୁଥିଲେ ସୁନା ଚେନ୍, ୪ ଜଣଙ୍କୁ ବାନ୍ଧିଲା କମିଶନରେଟ୍ ପୋଲିସ
ଭୁବନେଶ୍ୱର,୨୭ା୯: ବାଇକ୍ରେ ଆସି କଟକ, ଭୁବନେଶ୍ୱରର ଯୁବତୀ ଏବଂ ମହିଳାଙ୍କୁ ଟାର୍ଗେଟ୍ କରି ସୁନା ଚେନ୍ ଲୁଟୁଥିଲେ। ଏହି ଲୁଟେରା ଗ୍ୟାଙ୍ଗର ମୁଖ୍ୟ ସହ ୪ ଜଣଙ୍କୁ ଧରିଛି କମିଶନରେଟ୍ ପୋଲିସ। ଗ୍ୟାଙ୍ଗ୍ ମୁଖ୍ୟଙ୍କ ନାଁରେ ସୁରଟରୁ ନେଇ ପୁରୀ ଚନ୍ଦନପୁରରେ…
ଡାକ୍ତରଙ୍କ ଗୁହାରି ଶୁଣି ସିଜେଆଇ ଚନ୍ଦ୍ରଚୁଡ ଶୁଣାଇଲେ ବଡ ନିଷ୍ପତ୍ତି
ନୂଆଦିଲ୍ଲୀ,୨୭।୯: ଜଣେ ଆୟୁର୍ବେଦିକ ଡାକ୍ତରଙ୍କ ଆବେଦନ ଶୁଣାଣି ବେଳେ ଶୁକ୍ରବାର ସୁପ୍ରିମକୋର୍ଟ ରାଜସ୍ଥାନ ସରକାରଙ୍କ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଏହି ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ ଆୟୁର୍ବେଦିକ ଡାକ୍ତରମାନଙ୍କୁ ସାବତ ସନ୍ତାନ ପରି କାହିଁକି ବ୍ୟବହାର କରାଯାଉଛି…
ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା
ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩…
ଚାଇନା ଯାଉଥିବା ଇରାକ ବିମାନ ହଠାତ୍ କାହିଁକି କୋଲକାତାରେ ଅବତରଣ କଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
କୋଲକାତା,୨୭।୯: କିଡନୀ ଚିକିତ୍ସା ପାଇଁ ଚାଇନା ଯାଉଥିବା ଇରାକର ଜଣେ ନାବାଳିକା ବିମାନରେ ଅସୁସ୍ଥ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ତେବେ ବାଟରେ ଯେତେବେଳେ ଝିଅର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେଲା, ସେତେବେଳେ ଇରାକ ଏୟାରୱେଜ ବିମାନ କୋଲକାତାକୁ ପଠାଗଲା…
ଫାଇନାନ୍ସ କର୍ମଚାରୀଙ୍କ ଦାଦାଗିରି: ଆଦିବାସୀ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ସହ ଦେଲେ ହତ୍ୟା ଧମକ, ଥାନାରେ ମାମଲା
ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ ଦେବା ପାଇଁ ବିଭିନ୍ନ ସ୍ଥାନରେ ମାଳମାଳ ବ୍ୟାଙ୍କ ଖୋଲାଯାଇଛି। ଦାରିଙ୍ଗବାଡ଼ି ଓ ରାଇକିଆ ବ୍ଲକ ଅଞ୍ଚଳରେ ଏହି ଫାଇନାନ୍ସ କମ୍ପାନୀଗୁଡିକ କାର୍ଯ୍ୟାଳୟ ଖୋଲି ଲୋକଙ୍କୁ ଅବାଧରେ ଋଣ ପ୍ରଦାନ…
କିଏ ସେହି ରୁତା ଆହାଦ, ଯିଏ କଲାମଙ୍କୁ ଓସାମା ବିନ ଲାଦେନଙ୍କ ସହ କଲେ ତୁଳନା, ବଢୁଛି ଉତ୍ତେଜନା
ମୁମ୍ବାଇ,୨୭।୯: ରୁତା ଆହାଦ ଏବେ ଖୁବ ଚର୍ଚ୍ଚାରେ ଅଛନ୍ତି। ସେ ଏକ ସ୍କୁଲ କାର୍ଯ୍ୟକ୍ରମରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ପିଲାମାନେ ଓସାମା ବିନ ଲାଡେନଙ୍କ ଜୀବନୀ ପଢିବା ଉଚିତ୍। ଜାଣନ୍ତୁ ରୁତା ଆହାଦ କିଏ, ଯାହାର…
ବର୍ଷା ସାଜିଲା ଭିଲିଆନ୍: ଅଧାରେ ଅଟକିଲା ଖେଳ
କାନପୁର,୨୭।୯: କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍ରେ ବର୍ଷା ଭିଲିଆନ୍ ସାଜିଛି। ଭାରତ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆରମ୍ଭରୁ ବାଂଲାଦେଶୀ ବ୍ୟାଟ୍ସମ୍ୟାନମାନେ ଭାରତୀୟ ବୋଲରଙ୍କ…
ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…
କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ। କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା…
‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର
ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର…
ସନ୍ୟାସ ନେବାର ୧୦ ଘଣ୍ଟା ପରେ ଫେରିଲେ ଏହି ଅଲରାଉଣ୍ଡର, ଆଇପିଏଲ ୨୦୨୫ ପାଇଁ…
ନୂଆଦିଲ୍ଲୀ,୨୭।୯: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ ଅଲରାଉଣ୍ଡର ଡୱେନ ବ୍ରାଭୋ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାଭୋ ନିଜେ ୨୦୨୧ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ବର୍ତ୍ତମାନ ତାଙ୍କୁ ଖେଳାଳି ଭାବରେ ଟି -୨୦ଲିଗରେ ମଧ୍ୟ ଦେଖିବାକୁ ମିଳିବ ନାହିଁ। କିନ୍ତୁ କ୍ରିକେଟ…
Archives


