ବାରିପଦାରେ ଫାଇନାଲ କହିଦେଲେ ମୋଦି, କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ
ବାରିପଦା,୨୯।୫: ବାରିପଦାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୁଧବାର ବାରିପଦାରେ ପହଞ୍ଚିବା ସହ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ‘ଆଜି ଓଡ଼ିଶାରେ ମୋର ନିର୍ବାଚନ ପ୍ରଚାରର ଶେଷ ଦିନ। ବେଙ୍ଗଲ, ଝାଡ଼ଖଣ୍ଡ ବା ଓଡ଼ିଶାରେ ଯୁଆଡ଼େ ଯାଉଛି ଅଦ୍ଭୁତ ଉତ୍ସାହ…
୩ ପିଲାଙ୍କ ଉପରେ କାର୍ ଚଢାଇଦେଲେ ବ୍ରିଜଭୂଷଣ ସିଂହଙ୍କ ପୁଅ, ଘଟଣାସ୍ଥଳରୁ ଫେରାର
ନୂଆଦିଲ୍ଲୀ,୨୯।୫: ପିଲାଙ୍କ ଉପରେ ଚଢିଗଲା ଭାଜପା ଏମପି ବ୍ରିଜଭୂଷଣ ଶରଣ ସିଂହଙ୍କ ପୁଅଙ୍କ କାର୍କେଡ। ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି ୨ ପିଲା। ବ୍ରିଜଭୂଷଣ ସିଂହଙ୍କ ପୁଅ ତଥା ଭାଜପା ପ୍ରାର୍ଥୀ କରଣ ଭୂଷଣ ଶରଣ ସିଂହଙ୍କ କାର୍କେଡରେ ସାମିଲ ଥିବା ଏକ…
‘ଆମେ ମଇଦାନରେ ଝଗଡା କରୁ’; ମୋଦି କହିଲେ, ରାହୁଲ-ସୋନିଆଙ୍କ କିଛି ଅସୁବିଧା ହେଲେ…
ନୂଆଦିଲ୍ଲୀ,୨୯।୫: ବିରୋଧୀ ଦଳର କେଉଁ ନେତାଙ୍କୁ ଆପଣ ବହୁତ ପସନ୍ଦ କରନ୍ତି? ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏ ସମ୍ପର୍କରେ ଖୁଲାସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପଚରାଯାଇଥିଲା କି, ବିରୋଧୀ ଦଳର କେଉଁ ନେତାଙ୍କୁ…
ପୋଲିସର ଅଜବ ନୀତି: ଚା’ ବିକିବାକୁ ନା, ମଦ ବିକିବାକୁ ହଁ
ପୁରୁଷୋତ୍ତମପୁର,୨୯।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ପୋଲିସ ଜିଲାରେ ସମ୍ପୂର୍ଣ୍ଣ ଶାନ୍ତି ବଜାୟ ରଖିବା ସହ ନିର୍ବାଚନୀ ପରବର୍ତ୍ତୀ ହିଂସାକୁ ରୋକିବା ଲାଗି ଗଞ୍ଜାମ ଏସପି ଜଗମୋହନ ମିନା କଡା ପଦକ୍ଷେପ ନେଉଛନ୍ତି। ରାତି ୮ଟା ପରେ ଜିଲାର ସମସ୍ତ ଥାନା ଅଞ୍ଚଳରେ ଥିବା…
ଇସ୍ରାଏଲ୍ ରକେଟ୍ରେ ଏମିତି କିଛି ଲେଖିଦେଲେ ନିକ୍କି ହାଲି:ଫଟୋ ହେଉଛି ଭାଇରାଲ
ଓ୍ବାଶିଂଟନ୍,୨୯।୫: ଦକ୍ଷିଣ କାରୋଲିନାର ପୂର୍ବତନ ଗଭର୍ନର ନିକ୍କି ହାଲି ଇସ୍ରାଏଲ ଗସ୍ତ ସମୟରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀକୁ ରକେଟରେ କିଛି ଶବ୍ଦ ଲେଖି ଉତ୍ସାହିତ କରିଥିଲେ। ସେ ମେମୋରିୟଲ୍ ଡେ’ରେ ଇସ୍ରାଏଲରେ ପହଞ୍ଚିଥିଲେ। ଏଠାରେ ସେ ‘ଫିନିଶ୍ ଦେମ୍’ ଲେଖି ରକେଟରେ…
କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଝଟକା
ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଝଟକା ଲାଗିଛି। ମଧ୍ୟବର୍ତ୍ତୀକାଳୀନ ଜାମିନ ବୃଦ୍ଧି କରିବାକୁ ସେ ଏକ ପିଟିସନ ଦାଖଲ କରିଥିଲେ, ଯାହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି କୋର୍ଟ। କେଜରିୱାଲଙ୍କ ଆବେଦନକୁ କୋର୍ଟ ରେଜିଷ୍ଟ୍ରି ମନା କରିଦେଇଛନ୍ତି। ଯେହେତୁ କେଜରିୱାଲଙ୍କୁ…
ଭାରତ ନା ଚାଇନା, କାହାର ସୈନ୍ୟ ଅଧିକ ଶକ୍ତିଶାଳୀ: ଏହି ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲ/ବେଜିଂ,୨୯।୫: ସୁଡାନରେ ମିଳିତ ଜାତିସଂଘର ଶାନ୍ତି ରକ୍ଷା ମିଶନର ଏକ ଅଂଶ ଭାବରେ ଭାରତୀୟ ସୈନିକମାନେ ଚାଇନା ପ୍ରତିପକ୍ଷଙ୍କ ବିରୋଧରେ ଏକ ଟଗ-ଯୁଦ୍ଧ ପ୍ରତିଯୋଗିତା ଜିତିଛନ୍ତି। ସେନା ଅଧିକାରୀମାନେ ଏହା ନିଶ୍ଚିତ କରିଛନ୍ତି। ଏହି ପ୍ରତିଯୋଗିତା ସମ୍ବନ୍ଧରେ ଭାଇରାଲ ହେଉଥିବା ଭିଡିଓରେ…
ଡିଏସ କୁଟ୍ଟେଙ୍କ ନିଲମ୍ବନ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ, ପ୍ରେସମିଟ୍ କରି କହିଦେଲେ ଭିତିରି କଥା
ଭୁବନେଶ୍ୱର,୨୯।୫: IPS ଅଫିସର ଡିଏସ କୁଟ୍ଟେଙ୍କ ନିଲମ୍ବନ ନେଇ ମୁହଁ ଖୋଲିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳୁ ସକାଳୁ ପ୍ରେସମିଟ୍ କରି ସେ କହିଛନ୍ତି, ‘ଭାଜପା ଯାହା ଚାହୁଁଛି ତାହା କରୁଛି। କୁଟ୍ଟେଙ୍କୁ ଏପରି ଭାବେ ନିଲମ୍ବନ କରିବା, ଦୁର୍ଭାଗ୍ୟଜନକ’।…
କେନ୍ଦ୍ରର ପୋଲ୍ ଖୋଲିଦେଲେ ପାଣ୍ଡିଆନ
ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ରାଜ୍ୟରେ ପଚାର ଜୋରଦାର ଚାଲିଛି। ଉଭୟ ଭାଜପା ଏବଂ ବିଜେଡି ନେତାମାନେ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖାଯାଇଛି। ବୁଧବାର ଏକ ପ୍ରେସ୍ମିଟ୍ କରି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ କେନ୍ଦ୍ରର ପୋଲ୍…
ହିମାଂଶୁ ଶେଖରଙ୍କୁ ଦଳରୁ ବିଦା କଲା ଭାଜପା
ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଭାଜପା ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ହିମାଂଶୁ ଶେଖର ସାହୁଙ୍କୁ ଦଳରୁ ବହିଷ୍କାର କରିଛି ଭାଜପା। ଦଳ ବିରୋଧୀ କାର୍ଯ୍ୟ ଓ ଦଳୀୟ ଅନୁଶାସନ ଭଙ୍ଗ ଅଭିଯୋଗରେ ଏହି ବହିଷ୍କାର କରାଯାଇଛି। ଦଳ ସଭାପତି ମନମୋହନ…
ଦାଣ୍ଡେ ଦାଣ୍ଡେ ପୂଜାପାଉଛନ୍ତି ମା’ ଫୁଲସୁନ୍ଦରୀ
ପୁରୁଷୋତ୍ତମପୁର,୨୯।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ଆରମ୍ଭ ହୋଇଛି। ପରମ୍ପରା ଅନୁସାରେ ଦୁଇଜଣ ଗୋପାଳ ସମ୍ପ୍ରଦାୟର ବ୍ୟକ୍ତି ମା’ ଫୁଲସୁନ୍ଦରୀ ଓ ମା’ ବରାହୀ ଠାକୁରାଣୀଙ୍କ ଘଟ ମୁଣ୍ଡାଇ ପ୍ରତ୍ୟହ ସନ୍ଧ୍ୟାରେ ସହର ପରିକ୍ରମା କରିବାରେ…
ଛାଡପତ୍ର ଚର୍ଚ୍ଚା ଭିତରେ ଟିମ୍ ଇଣ୍ଡିଆରେ ଯୋଗଦେଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୨୯।୪: ଗତ କିଛି ଦିନ ହେବ ହାର୍ଦ୍ଦିକ ପାଣ୍ଡ୍ୟା ଚର୍ଚ୍ଚାରେ ରହିଆସିଛନ୍ତି। ପ୍ରଥମେ ସେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ମନୋନୀତ ହୋଇଥିଲେ। ପ୍ରଶଂସକମାନେ ତାଙ୍କୁ ଟ୍ରୋଲ କରିଥିଲେ। ଏହା ପରେ ମୁମ୍ବାଇ ଇଣ୍ଡିଆନ୍ସର ଖରାପ ପ୍ରଦର୍ଶନ ପାଇଁ ତାଙ୍କୁ ସମାଲୋଚନାର…
Archives


