Home

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ କଙ୍କଡ଼ାର ଘୋର ଅଭାବ ଦେଖାଦେବାରୁ କୁମ୍ଭୀରଗୁଡ଼ିକ ଖାଦ୍ୟ ସନ୍ଧାନରେ ଗାଁ ଗହଳି, ଗାଡ଼ିଆ,…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା ଏବଂ ବିରାଟ କୋହଲି ଖେଳୁଥିବାର ଦେଖିବାକୁ ମିଳିବ। ତିନି ମ୍ୟାଚ ବିଶିଷ୍ଟ ଦିନିକିଆ…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଅନ୍ୟତମ ଥିଲେ, ଯାହାଙ୍କୁ ୨୦୨୪ ଜାତୀୟ ଚଳଚ୍ଚିତ୍ର…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ ଭାଜପା ନେତୃତ୍ୱଙ୍କୁ ଭେଟିଥିଲେ। କୋଇଲା ଖନନ ଏବଂ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଖାସି…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ କରିଥିଲେ। ଯଦିଓ ମୀରାବାଇ ସ୍ବର୍ଣ୍ଣ ପଦକ ଜିତିପାରିନଥିଲେ, ତଥାପି ସେ ଏକ ଐତିହାସିକ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। କୋର୍ଟ ସାର୍ବଜନୀନ ରାସ୍ତାରେ ବାଣ ଫୁଟାଇବାକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି। ଗଣେଶ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ ଥିବା ନେଇ ସୁନିତା ବାରମ୍ବାର ଅଭିଯୋଗ କରିଆସିଛନ୍ତି। ଗୋବିନ୍ଦାଙ୍କୁ ତାଙ୍କ କଥିତ ପ୍ରେମିକା…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ରାସ୍ତା ଅବରୋଧ। ମୃତକ ରଜାମୁଣ୍ଡାର ଯୁଧିଷ୍ଠିର ନାଏକଙ୍କ ୪୨ ବର୍ଷିୟ ପୁଅ ହାଡୁ…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଛତ୍ରପୁର…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର ଏକ ବିଶିଷ୍ଟ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଦୁଇ ପ୍ରତିଭାବାନ…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି। ଏହି ସମୟରେ, ନିର୍ବାଚନ ଆୟୋଗର ସୂତ୍ରରୁ ଦାବି କରାଯାଇଛି ଯେ SIR ସମେତ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଛତ୍ରପୁର ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?