ଦଳକୁ ଚାମ୍ପିୟନ୍ କରିବା ପରେ ଏହି ସୁନ୍ଦରୀ ମହିଳାଙ୍କ ସହ ନଜର ଆସିଲେ ଶେୟାସ୍ ଆୟର
ନୂଆଦିଲ୍ଲୀ,୨୯।୪: ଶ୍ରେୟାସ ଆୟର ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସକୁ ଆଇପିଏଲ ୨୦୨୪ର ଚାମ୍ପିଅନ କରିଥିଲେ। ଗତ ରବିବାର କୋଲକାତା ଆଇପିଏଲ ୨୦୨୪ ର ଫାଇନାଲରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଟ୍ରଫି ଜିତିଥିଲା। କେକେଆର୍ ଚାମ୍ପିଅନ ହେବା ପରେ ଲୋକମାନେ…
ଟି-୨୦ ବିଶ୍ୱକପ ପୂର୍ବରୁ ବଡ଼ ଓଲଟପାଲଟ: ଶ୍ରୀଲଙ୍କାକୁ ଧୂଳି ଚଟେଇଲା ନେଦରଲାଣ୍ଡ
ନୂଆଦିଲ୍ଲୀ,୨୯।୫: ଟି-୨୦ ବିଶ୍ୱକପ ୨୦୨୪ ପୂର୍ବରୁ ଏକ ବଡ଼ ଓଲଟପାଲଟ ହୋଇଛି। ନେଦରଲାଣ୍ଡ ଶ୍ରୀଲଙ୍କାକୁ ୨୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ନେଦରଲାଣ୍ଡ ପ୍ରଥମେ ବ୍ୟାଟିଂ କରିଥିଲା ଏବଂ ଟାର୍ଗେଟକୁ ପିଛା କରିବାବେଳେ ଶ୍ରୀଲଙ୍କାକୁ ପରାଜୟର ସାମ୍ନା କରିବାକୁ ପଡିଥିଲା।…
ରାଫାହରେ ଏୟାରଷ୍ଟ୍ରାଇକ୍: ୪୫ ନିହତ
କାଏରୋ,୨୯ା୫:ଗାଜାର ଦକ୍ଷିଣାଞ୍ଚଳ ସହର ରାଫାହରେ ଇସ୍ରାଏଲୀ ସୈନ୍ୟ ଏୟାରଷ୍ଟ୍ରାଇକ୍ କରିଛନ୍ତି। ଏହି ଆକ୍ରମଣ ଫଳରେ ଏକ ଶରଣାର୍ଥୀ ଶିବିରରେ ନିଆଁ ଲାଗିଯିବାରୁ ସେଠାରେ ରହୁଥିବା ୪୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅନୂ୍ୟନ ୧୨ ଜଣ ହେଉଛନ୍ତି ମହିଳା। ଇଣ୍ଟରନ୍ୟାଶନାଲ…
କ୍ଷମା ମାଗିଲେ ପୋପ୍ ଫ୍ରାନ୍ସିସ୍
ନୂଆଦିଲ୍ଲୀ,୨୯ା୫:ସମଲିଙ୍ଗୀ ସମ୍ପର୍କକୁ ବିରୋଧ କରି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ପୋପ୍ ଫ୍ରାନ୍ସିସ୍ଙ୍କୁ ମହଙ୍ଗା ପଡ଼ିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ସେ ମଙ୍ଗଳବାର କ୍ଷମା ମାଗିଛନ୍ତି। ଗତ ୨୦ ତାରିଖରେ ପୋପ୍ ଇଟାଲୀୟ ବିଶପ୍ଙ୍କ ସହ ଏକ…
ମୋ ବସ୍ ଡ୍ରାଇଭରଙ୍କୁ ହାଣିଦେଲେ ଦୁର୍ବୃତ୍ତ
ଚୌଦ୍ୱାର,୨୯ା୫(ଆଶୁତୋଷ ଦାସ):ଚୌଦ୍ୱାର ଅଞ୍ଚଳରେ ମୋ ବସ୍ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣର ଶିକାର ହୋଇଥିବା ଡ୍ରାଇଭର ସୁକାନ୍ତ ଦାସଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ଅପରାହ୍ନରେ ମୋ ବସ୍ଟି କଟକରୁ ବାହାରି ଚୌଦ୍ୱାର ଆଗ୍ରାହାଟସ୍ଥିତ ଡିଏମ୍ଟିଆଇ ଛକରେ…
ଏସ୍ସିବିରେ ଅବ୍ୟବସ୍ଥା, ରୋଗୀ ଅସନ୍ତୁଷ୍ଟ
କଟକ,୨୯ା୫(ଶିଳ୍ପା ପ୍ରିୟଦର୍ଶିନୀ):କଟକ ଏସ୍ସିବି ମେଡିକାଲରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମେଡିକାଲର କେତେକ ସ୍ଥାନରେ ଫ୍ୟାନ୍ ବ୍ୟବସ୍ଥା ନ ଥିବାବେଳ ଆଉ କେତେକ ସ୍ଥାନରେ ଲାଗିଥିବା ଏସିରୁ ଗରମ ପବନ ବାହାରୁଛି। ମେଡିକାଲ ପରିସରରେ ଥିବା ଥାଲାସେମିଆ ବିଭାଗ, ନେଫ୍ରାଲୋଜି, କାର୍ଡିଓଲୋଜି…
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ
ଭୁବନେଶ୍ୱର,୨୯।୫(ଶର୍ମିଷ୍ଠା ପାଣିଗ୍ରାହୀ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଯୋଗେ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଜୟ ଜଗନ୍ନାଥ, ବୋଧହୁଏ କୋଭିଡ୍ ପରବର୍ତ୍ତୀ ଶ୍ୱାସକ୍ରିୟା…
ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଭୁବନେଶ୍ୱର,୨୯।୫: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧା ଜେଲରୁ ଅଣାଯାଇ ତାଙ୍କୁ ଭୋର ୪ଟାରେ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଓକିଲଙ୍କ ଆବେଦନ ଆଧାରରେ ପ୍ରଶାନ୍ତ ଜଗଦ୍ଦେବ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଖୋର୍ଦ୍ଧା…
ବିଶ୍ୱରଞ୍ଜନ, ବର୍ଷା, ସ୍ମୃତିରେଖା, ବବିତାଙ୍କ ନାମରେ ମାମଲା
ଯାଜପୁର,୨୯ା୫(ହର୍ଷବର୍ଦ୍ଧନ ବେହେରା):ଭାରତୀୟ ଗଣତନ୍ତ୍ର ପାଇଁ ରାଜନୀତିର ଅପରାଧୀକରଣ ଉଦ୍ବେଗର ବିଷୟ। ଏହାସହ ପ୍ରାର୍ଥୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ତାଲିକା ମଧ୍ୟ ରାଜନୀତି ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହିକ୍ରମରେ ଚଳିତ ସାଧାରଣ ନିର୍ବାଚନରେ ଯାଜପୁର ସଂସଦୀୟ କ୍ଷେତ୍ରର ୭ ବିଧାନସଭା ଆସନ…
ଦିନକୁ ଦିନ ବଢୁଛି ଦ୍ୱନ୍ଦ୍ୱ
ଖଇରା, ୨୯।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର ଜମିଚାଲିଛି। ଭୋଟଗ୍ରହଣ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଏପର୍ଯ୍ୟନ୍ତ ସବୁ ଦଳରେ ଦଳବଦଳ, ମିଶ୍ରଣ ଚାଲିଛି। ଅପରପକ୍ଷେ ଦଳରୁ ପ୍ରଥମେ ଇସ୍ତଫା ଏବଂ ପରେ ଫେରିଆସି…
ଆଜି ଆସୁଛନ୍ତି ମୋଦି, ଖାର୍ଗେ: ଏସବୁ ସ୍ଥାନରେ କରିବେ ପ୍ରଚାର
ଭୁବନେଶ୍ୱର, ୨୯।୫(ସୁନିତ୍ ମିଶ୍ର):ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟାହ୍ନ ୧୨ଟା ୩୦ରେ ବାରିପଦାର ଛଉପଡ଼ିଆ, ଅପରାହ୍ନ ୨ଟାରେ ବାଲେଶ୍ୱରର ରେମୁଣାସ୍ଥିତ ନରହରି ପଡ଼ିଆ ଏବଂ ଅପରାହ୍ନ…
କୁଟ୍ଟେଙ୍କୁ ନିଲମ୍ବନ, ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ସ୍ବାଗତଯୋଗ୍ୟ: ଭାଜପା
ଭୁବନେଶ୍ୱର, ୨୯ା୫(ସୁନିତ୍ ମିଶ୍ର):ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ମଙ୍ଗଳବାର ପ୍ରକାଶ ପାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଗଣତନ୍ତ୍ରକୁ ସୁଦୃଢ଼ କରିବ। ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ୍ ଅଫିସର ଡି.ଏସ୍. କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ ମେଡିକାଲ ବୋର୍ଡ…
Archives


