Home

ନିମ୍ନମାନର ଭାଷା, ଘୃଣ୍ୟ ଭାଷଣ ଦେଉଛନ୍ତି ମୋଦି ଜୀ, ଚିଠି ଲେଖିଲେ ମନମୋହନ ସିଂ

ନୂଆଦିଲ୍ଲୀ,୩୦ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡକ୍ଟର ମନମୋହନ ସିଂ ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ଭୋଟରଙ୍କୁ ଏକ ବିଶେଷ ଆବେଦନ କରିଛନ୍ତି। ଅନ୍ୟ ପଟେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ…

ବିଦ୍ୟୁତ୍‌ ଠିକାଦାରଙ୍କ ଘରେ ଆଇଟି ରେଡ୍‌

ଯାଜପୁର,୩୦ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ହାଟପାଟଣା ଅଞ୍ଚଳରେ ଆଇଟି ରେଡ୍‌ କରାଯାଇଛି। ବିଦ୍ୟୁତ୍‌ ଠିକାଦାର ଧରଣୀ ସାହୁଙ୍କ ବାସଭବନରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ୪ଜଣିଆ ଆଇଟି ଟିମ୍‌ ପକ୍ଷରୁ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି।

ବିଧାନସଭାରେ ବହୁତ ଭଲ କରିବୁ: ନବୀନ

ଭୁବନେଶ୍ୱର,୩୦ା୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସାକ୍ଷାତକାରରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତର ଦେଇ…

କାଲି ଜାଳିଥିଲା, ଆଜି ବି ଜାଳୁଛି

ଭୁବନେଶ୍ୱର,୩୦ା୫: ରାଜ୍ୟରେ ଗୁରୁବାର ଅନୁଭୂତ ହେଉଛି ଅସହ୍ୟ ତାତି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ତାପମାତ୍ରା ୩୯ ଡିଗ୍ରୀ ଥିବାବେରେ…

ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ।…

ଅସହ୍ୟ ଗୁଳୁଗୁଳି, ଚିନ୍ତା ବଢ଼ାଉଛି ବିଦ୍ୟୁତ୍‌କାଟ୍‌ ସମସ୍ୟା

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ପ୍ରଚଣ୍ଡ ଖରା ସହ ଗରମ ବୃଦ୍ଧି ପାଇଛି। ବୁଧବାର ଦାରିଙ୍ଗବାଡ଼ିରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆର୍ଦ୍ରତା ୯୦ ପ୍ରତିଶତ ରହିଥିଲା। ତେବେ ବିଳମ୍ବିତ ରାତି ତଥା ଗୁରୁବାର ଭୋର୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌କାଟ୍‌…

ପ୍ରେସମିଟ୍‌ କରି ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ, କମ୍ପନ କେଉଁଠି ହେବ ଜ୍ୟୋତିଷ କହିଛନ୍ତି…

ଭୁବନେଶ୍ୱର,୩୦।୫: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଓଡ଼ିଶା ଆସି ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଯାହାର କାଉଣ୍ଟର କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ପ୍ରେସମିଟ୍‌ କରି ମୋଦିଙ୍କ ଗୋଟିଗୋଟି କଟାକ୍ଷର ଜବାବ ଦେଇଛନ୍ତି ପାଣ୍ଡିଆନ। ସେ କହିଛନ୍ତି,…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚାଲିଛି ମଦ ବେପାର

ପୁରୁଷୋତ୍ତମପୁର,୩୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହରରେ ମଦଦୋକାନ ବନ୍ଦ କରିବାକୁ ନେଇ ବୁଧବାର ରାତିରେ ମଦବେପାରୀ ଓ ପୋଲିସ ମଧ୍ୟରେ  ଲୁଚକାଳି ଚାଲିଛି। ମଦଦୋକାନୀ ଜଣକ ପୋଲିସକୁ ଏକ ପ୍ରକାର ଚ୍ୟାଲେଞ୍ଜ ଦେଇ ମଦ ବିକିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩୦ା୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର କେରଳ ଛୁଇଁଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।  ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେରଳରେ ସ୍ବାଭାବିକଠାରୁ ୬ ପ୍ରତିଶତ ବୃଷ୍ଟିପାତ ହେବ। ମୌସୁମୀ ପ୍ରଭାବରେ ସାରା…

ଆମେଠିରୁ ହାରିଯିବେ ସ୍ମୃତି ଇରାନୀ! ବଡ଼ ଭବିଷ୍ୟବାଣୀ କଲେ ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ

ନୂଆଦିଲ୍ଲୀ,୩୦।୫: ନିର୍ବାଚନ ୨୦୨୪ ଶେଷ ପର୍ଯ୍ୟାୟରେ ଥିବାବେଳେ ଏହାର ଫଳାଫଳକୁ ନେଇ ବିଭିନ୍ନ ଆକଳନ କରାଯାଉଛି। ଏହାରି ଭିତରେ ପ୍ରଶାନ୍ତ କିଶୋର, ଯୋଗେନ୍ଦ୍ର ଯାଦବଙ୍କ ଭଳି ବଡ଼ ବଡ଼ ରାଜନୈତିକ ବିଭିନ୍ନ ଭବିଷ୍ୟବାଣୀ କରିଛନ୍ତି। ଏହିକ୍ରମରେ ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ ସ୍ମୃତି…

ପ୍ରେମିକା ବ୍ରେକ୍‌ଅପ୍‌ କରିଦେବାରୁ ଖର୍ଚ୍ଚର ହିସାବ ପଠାଇଲେ ଚାର୍ଟାର୍ଡ ପ୍ରେମିକ, ତାଲିକା ଦେଖିଲେ…

ଆଜିକାଲି ରିଲେସନଶିପ୍‌ ତାସ ପରି ହୋଇଗଲାଣି। କ୍ଷଣିକ ମଧ୍ୟରେ ବାଜି ପଲଟି ଯାଉଛି। କିଛି ସମ୍ପର୍କ ମଧ୍ୟ ଠିକ୍‌ ଏମିତି ହୋଇଗଲାଣି। କିଛି ଦିନ କିମ୍ବା କିଛି ମାସ ମଧ୍ୟରେ ଭାଙ୍ଗିଯାଉଛି। ସାଧାରଣ କଥା ପ୍ରେମିକା/ପ୍ରେମିକ ମଧ୍ୟରେ ରାଗରୁଷା ହେଲେ କଥାବାର୍ତ୍ତା…

ରାଇକିଆରେ ଅସହ୍ୟ ଗ୍ରୀଷ୍ମପ୍ରବାହ, ଚିନ୍ତା ବଢ଼ାଉଛି ବିଦ୍ୟୁତ ସମସ୍ୟା

ରାଇକିଆ,୩୦।୫( ପ୍ରଦୀପ ବେହେରା): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗରମ ଓ ଗୁଳଗୁଳି ଅନୁଭୂତ ହେଉଛି। ଏହାର ପ୍ରଭାବ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ କ୍ରମାଗତ ବିଦ୍ୟୁତ କାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri