ସଫେଇ ଆଳରେ କରୁଥିଲେ ସୁନା ଲୁଟ, ଧରା ପଡିବା ପରେ ଦୟା ଦେଖାଇଲେ ସୁନା ମାଲିକ
ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ସୁନା ସଫେଇ କରିଦେବି-ମଙ୍ଗଳସୂତ୍ର ଗୁନ୍ଥିଦେବା ବାହାନା କରି ସୁନା ଲୁଟ କରୁଥିଲେ ୪ ମହିଳା। ତେବେ ଗ୍ରାମବାସୀ ସେମାନଙ୍କୁ କାବୁ କରି ପୋଲିସା ଜିମା ଦେଇଛନ୍ତି। କିନ୍ତୁ…
ସଭାରେ ଆଦାନୀଙ୍କ ନାଁ ନେଉ ନେଉ ମୁଣ୍ଡରେ ବୋତଲେ ପାଣି ଢାଳିଦେଲେ ରାହୁଲ, ଆଉ ତା’ ପରେ…
ନୂଆଦିଲ୍ଲୀ,୨୮।୫: ଶେଷ ପର୍ଯ୍ୟାୟରେ ନିର୍ବାଚନ। ନିର୍ବାଚନ ସରି ସରି ଆସୁଥିବାବେଳେ ସେତିକି ରୋଚକ ହେଉଛି। ଦେଶରେ ଗ୍ରୀଷ୍ମ ଲହରୀ ପାରା ଛୁଇଁଥିବାବେଳେ ଏହି ଲୋକ ସଭା ନିର୍ବାଚନରେ ସେତିକି ଧୂଆଁଧାର ପ୍ରଚାର କରୁଛନ୍ତି ନେତା। ଏହାରି ଭିତରେ କଂଗ୍ରେସ ନେତା ରାହୁଲ…
ଧ୍ୟାନ ପାଇଁ କନ୍ୟାକୁମାରୀକୁ କାହିଁକି ବାଛିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର ଆଧ୍ୟାତ୍ମିକ ମହତ୍ତ୍ୱ
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ୭ମ ପର୍ଯ୍ୟାୟ ପ୍ରଚାର ଅଭିଯାନର ଅନ୍ତିମ ଦିନ ଅର୍ଥାତ ମେ’ ୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡ଼ୁର କନ୍ୟାକୁମାରୀକୁ ଆଧ୍ୟାତ୍ମିକ ଯାତ୍ରା କରିବେ। ସେଠାରେ ସେ ଜୁନ୍ ୧ ଯାଏ ରହିବେ। ଏହି ଗସ୍ତ ସମୟରେ…
ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ, ଜୋରଦାର କାଉଣ୍ଟର କଲେ ନବୀନ
ଭୁବନେଶ୍ୱର,୨୮।୫: ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ ଭାଇରାଲ ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର ଷ୍ଟାର ପ୍ରଚାରକ ହିମନ୍ତ ବିଶ୍ୱ ଶର୍ମା ନିଜ ‘ଏକ୍ସ’ ଆକାଉଣ୍ଟରେ ନବୀନ ଏବଂ ପାଣ୍ଡିଆନଙ୍କ…
କେକେଆର୍ ଛାଡ଼ି ଟିମ୍ ଇଣ୍ଡିଆ ହେଡ୍ କୋଚ୍ ହେବାକୁ ଗମ୍ଭୀର ରାଜି, ଏହା ହେଉଛି ବଡ଼ କାରଣ…
ନୂଆଦିଲ୍ଲୀ,୨୮।୫: ଟିମ୍ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍ କିଏ ହେବ? ଏହି ପ୍ରଶ୍ନର ଉତ୍ତର ବୋଧହୁଏ ମିଳିସାରିଛି। କାରଣ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟର ଗୌତମ ଗମ୍ଭୀର ଏହି ଦାୟିତ୍ୱ ତୁଲାଇବା ଲାଗି ସହମତି ପ୍ରକାଶ କରିଛନ୍ତି। ଏଣୁ ରାହୁଲ ଦ୍ରାବିଡଙ୍କ…
ସମୁଦ୍ର ଭିତରେ ୪୮ ଘଣ୍ଟା ପାଇଁ ଧ୍ୟାନରେ ବସିବେ ମୋଦି
ନୂଆଦିଲ୍ଲୀ,୨୮।୫,ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ମୋଦି। ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ଏବେ ଶେଷ ପର୍ଯ୍ୟାୟରେ। ମେ ୩୦ରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ ହେବାକୁ ଯାଉଛି। ପ୍ରଚାର ଶେଷ ହେବା ପରେ ମୋଦି ୪୮ ଘଣ୍ଟା ପାଇଁ ଧ୍ୟାନରେ…
ଜୁନ୍ ୪ ପରେ ଏନ୍ଡିଏ ଛାଡ଼ି ‘ଇଣ୍ଡିଆ’ ମେଣ୍ଟରେ ମିଶିବେ କି ନୀତୀଶ? ତେଜସ୍ବୀଙ୍କ ବୟାନ ପରେ ରାଜନୈତିକ ହଲଚଲ ବଢ଼ିଲା…
ପାଟନା,୨୮।୫: ବିହାର ରାଜନୀତିରେ ପୁଣି ରାଜନୈତିକ ହଲଚଲ ଆଶଙ୍କା ବୃଦ୍ଧି ପାଇଛି। ଗତ କିଛି ବର୍ଷ ମଧ୍ୟରେ ଏଠାରେ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ଥର ଦଳବଦଳ ହୋଇଥିବା ଦେଖାଯାଇଛି। ଚଳିତ ବର୍ଷ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ତାଙ୍କ…
ଥରୁର ଜଣେ ‘ଇଂରେଜ’, ସେ କେବଳ ନିର୍ବାଚନ ସମୟରେ ଭାରତ ଆସନ୍ତି: ରବି କିଶନ
ଲକ୍ଷ୍ନୌ,୨୮।୫: ଉତ୍ତରପ୍ରଦେଶର ଗୋରଖପୁରରେ ଭାଜପା ପ୍ରାର୍ଥୀ ରବି କିଶନ ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ନେତା ଶଶି ଥରୁରଙ୍କୁ ଟାର୍ଗେଟ କରିଛନ୍ତି। ଥରୁର ଭାଜପା ୩୦୦ ପାର୍ କରିବ ନାହିଁ ବୋଲି ବୟାନ ଦେଇଥିଲେ। ଏହାର ଜବାବ ଦେଇ ରବି କିଶନ…
ବଢିଲା ଆତିଶୀଙ୍କ ଅଡୁଆ, ସମନ କଲେ କୋର୍ଟ
ନୂଆଦିଲ୍ଲୀ,୨୮।୫: ବଢିଲା ଆମ ଆଦମୀ ପାର୍ଟି ନେତ୍ରୀ ଆତିଶୀଙ୍କ ଅଡୁଆ। ତାଙ୍କୁ ଦିଲ୍ଲୀର ଗୋଟିଏ କୋର୍ଟ ହାଜର ହେବାକୁ ସମନ କରିଛନ୍ତି। ଦିଲ୍ଲୀ ଭାଜପାର ମିଡିଆ ମୁଖ୍ୟ ପ୍ରବୀଣ ଶଙ୍କର କପୁର ରୁଜୁ କରିଥିବା ମାନହାନୀ ମାମଲାରେ କୋର୍ଟ ଏପରି ସମନ…
‘ମୁଖ୍ୟମନ୍ତ୍ରୀଙ୍କୁ କିଭଳି ନିୟନ୍ତ୍ରଣ କରାଯାଉଛି ଦେଖି ହତଚକିତ ହୋଇଯାଉଛି’; ଭିଡିଓ ଶେୟାର କରି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ…
ଭୁବନେଶ୍ୱର,୨୮।୫: ଚଳିତ ନିର୍ବାଚନରେ ଓଡ଼ିଶାରେ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଗୋଟିଏ ପଟେ ଦୀର୍ଘ ୨୫ ବର୍ଷର ଶାସନ କ୍ଷମତା ସହ ବିଜେଡି ପୁଣିଥରେ କ୍ଷମତାକୁ ଫେରିବାର ଆଶା ରଖିଥିବା ବେଳେ ଭାଜପା ଏହାକୁ କାଉଣ୍ଟର…
ଶାହା କଲେ ଡାଇରେକ୍ଟ ଆଟାକ୍ , ତାମିଲନାଡୁରୁ ଲଢିଥା’ନ୍ତେ ନବୀନ, ହେଲେ…
ନିମାପଡ଼ା, ୨୮।୫: ନିମାପଡ଼ା ସଭାରୁ ଡାଇରେକ୍ଟ ଆଟାକ୍ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶାଣିତ ସ୍ବରରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନବୀନଙ୍କୁ ତାମିଲନାଡୁର ଲଢ଼ିବାର ଥିଲା। ୨୫ ବର୍ଷ ହେଲାଣି…
ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ, ଜଣାପଡ଼ିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ସତ
ଭୁବନେଶ୍ୱର,୨୮।୫, EVM ଭାଙ୍ଗିବା ଅଭିଯୋଗ ମାମଲାରେ ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ତାକୁ ନେଇ ସାଂଘାତିକ ସତ ଜଣାପଡିଛି। ପ୍ରଶାନ୍ତ ଜଗଦ୍ଦେବ କାଉଁରିପାଟଣା ବୁଥରେ ଭୋଟ ଦେଉଥିବା ବେଳର…
Archives


