Home

ପାଉଁଜି ପାଇଁ ୨ ଗୋଡ଼ କାଟିଦେଲେ, ମହିଳାଙ୍କ ମୃତ୍ୟୁ

ଭୋପାଳ, ୧୧।୧୧: ମଧ୍ୟପ୍ରଦେଶ ସିହୋର ଜିଲାର ଗୁରାଡ଼ିଆ ରୂପଚନ୍ଦ ଗ୍ରାମରୁ ଏକ ଲୋମଟାଙ୍କୁରା ଘଟଣା ସାମ୍‌ନାକୁ ଆସିଛି। ମୋଟନ ବାଈ ନାମ୍ନୀ ୭୫ ବର୍ଷୀୟା ମହିଳା ପିନ୍ଧିଥିବା ରୁପା ପାଉଁଜିକୁ ଚୋରି କରିବା ପାଇଁ ଜଣେ ଚୋର ଶନିବାର ରାତିରେ ତାଙ୍କର…

ମସ୍କୋ ଉପରେ ୩୪ ଡ୍ରୋନ୍‌ ଆକ୍ରମଣ କଲା ୟୁକ୍ରେନ୍‌

ମସ୍କୋ/କିଭ୍‌,୧୧ା୧୧: ୟୁକ୍ରେନ୍‌ ପକ୍ଷରୁ ରବିବାର ମସ୍କୋ ଉପରେ ବଡ଼ ଧରଣର ଆକ୍ରମଣ କରାଯାଇଛି। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରେ ୟୁକ୍ରେନୀୟ ସେନା ୩୪ଟି ଡ୍ରୋନ୍‌ ମାଡ଼ କରିଛି। ଏଥିରେ ଜଣେ ମହିଳା ଆହତ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଶେରେମେଟ୍‌ୟେଭୋ ଏବଂ…

ଟ୍ରମ୍ପ୍‌ ପ୍ରଶାସନରେ ରହିବେନି ହାଲି, ପମ୍ପିଓ

ଓ୍ବାଶିଂଟନ,୧୧ା୧୧: ଆମେରିକାର ପୂର୍ବତନ ରିପବ୍ଲିକାନ୍‌ ରାଷ୍ଟ୍ରପତି ପ୍ରତିଦ୍ୱନ୍ଦ୍ୱୀ ନିକ୍କି ହାଲି ଏବଂ ପ୍ରାକ୍ତନ ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓଙ୍କୁ ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଦ୍ୱିତୀୟ ପାଳି ପ୍ରଶାସନରେ ସାମିଲ କରିବେ ନାହିଁ ବୋଲି କହିଛନ୍ତି। ତେବେ ତାଙ୍କ ସହ ପୂର୍ବରୁ ଏକାଠି…

ପେଜର ଆକ୍ରମଣ ପାଇଁ ଅନୁମତି ଦେଇଥିଲି: ନେତାନ୍ୟାହୁ

ଜେରୁଜେଲମ୍‌,୧୧ା୧୧: ଲେବାନନ୍‌ରେ ପେଜର ଆକ୍ରମଣ ପାଇଁ ଅନୁମତି ଦେଇଥିଲେ ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ କ୍ୟାବିନେଟ୍‌ ବୈଠକରେ ସ୍ବୀକାର କରିଛନ୍ତି। ଗତ ସେପ୍ଟେମ୍ବର ୧୭ ଓ ୧୮ରେ ଅନେକ ହଜାର ପେଜର ଏବଂ ଓ୍ବାକିଟକି ବିସ୍ଫୋରଣ କରାଯାଇଥିଲା। ଏହି ଆକ୍ରମଣରେ…

ହାସିନାଙ୍କୁ ଫେରାଇନେବା ପାଇଁ ଇଣ୍ଟରପୋଲ୍‌ର ସହାୟତା ନେବ ବାଂଲାଦେଶ

ଢାକା,୧୧ା୧୧(ପି.ଟି.): ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରୁ ଫେରାଇନେବା ପାଇଁ ସେଠାର ଅନ୍ତରୀଣ ସରକାର ଇଣ୍ଟରପୋଲ୍‌ର ସହାୟତା ନେବେ ବୋଲି ରବିବାର ସୂଚନା ଦେଇଛନ୍ତି। ବାଂଲାଦେଶରେ ମାନବତା ବିରୋଧୀ ଅପରାଧରେ ସମ୍ପୃକ୍ତ ଥାଇ ବିଚାରର ସମ୍ମୁଖୀନ ହୋଇଥିବା ଅନ୍ୟ ପଳାତକମାନଙ୍କୁ…

କେତେ ପଣ୍ଡିତ କଶ୍ମୀର ଫେରିଛନ୍ତି

ସଙ୍ଗୋଲା, ୧୧ା୧୧: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠୁ ଉପତ୍ୟକାକୁ କେତେଜଣ କଶ୍ମୀରୀ ପଣ୍ଡିତ ଫେରିଛନ୍ତି ବୋଲି ରବିବାର ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି। ସୋଲାପୁର…

ମହାରାଷ୍ଟ୍ରକୁ ପ୍ରତିଶ୍ରୁତିରେ ପୋତିଲେ

ମୁମ୍ବାଇ,୧୧ା୧୧: ମହାରାଷ୍ଟ୍ର ବିଧାନସଭାର ୨୮୮ ଆସନ ପାଇଁ ନଭେମ୍ବର ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ। ୨୩ରେ ଫଳାଫଳ ଆସିବ। ମତଦାନକୁ ୧୦ ଦିନ ବାକି ଥିବାବେଳେ ଅଧିକାଂଶ ଆସନରେ ମହାୟୁତି ଏବଂ ଏମ୍‌ଭିଏ ମଧ୍ୟରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବା ଅନୁମାନ କରାଯାଉଛି।…

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କ ଆହ୍ବାନ

ଓ୍ବାଶିଂଟନ,୧୧ା୧୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଛନ୍ତି ଟ୍ରମ୍ପ। ଦୁଇ ନେତା ୟୁକ୍ରେନର ପରିସ୍ଥିତି ଉପରେ ଆଲୋକପାତ କରିଥିବାବେଳେ ବିବାଦ ନ ବଢ଼ାଇ…

ଏଇ ଭାରତରେ

ମୋବାଇଲ ମାୟାରେ ଏବେ ସାରା ଦୁନିଆ। ଫୋନ୍‌ ପାଇଁ କେତେବେଳେ ସମ୍ପର୍କ ଭାଙ୍ଗିଯାଉଛି ତ କେବେ ଜୀବନ ମଧ୍ୟ ଚାଲିଯାଉଛି। ଏମିତି କି ପତିପତ୍ନୀଙ୍କ ମଧ୍ୟରେ ଏଥିପାଇଁ ଝଗଡ଼ା ହୋଇ ଛାଡ଼ପତ୍ର ଦିଆନିଆ ଯାଏ ବି କଥା ପହଞ୍ଚତ୍ୟାଉଛି। ଠିକ୍‌ ଏମିତି…

ଆଗଧାଡ଼ିର ମଣିଷ

ବୋଇଲା ଆମ ଜୀବନଜାତକରେ କେବେ ପଛୁଆ ନୁହଁ। ସବୁଠି ସବୁ ସମୟରେ ଆମେ ଆଗୁଆ। ଆଗ ଚାଲି, ଆଗ ବସିବା, ଆଗ ହସିବା, ଆଗ ଖାଇବା ସବୁଥିରେ ଆଗରେ। ଏବେ କିଆଁ ପଛୁଆ ହେବୁ। କିଛି ମିଳୁ ନ ମିଳୁ ଆମେ…

ଆମ୍ବଟାକୁଆ ଭରସାରେ ଖାଦ୍ୟ ସୁରକ୍ଷା

ଦୀର୍ଘ ୨୩ ବର୍ଷ ପରେ ଆମ୍ବଟାକୁଆଜନିତ ମୃତ୍ୟୁ ଘଟଣା ଏବେ ପୁଣିଥରେ ରାଜ୍ୟ ରାଜନୀତିର ପ୍ରମୁଖ ପ୍ରସଙ୍ଗରେ ପରିଣତ ହୋଇଛି। ନିକଟରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲ୍ଳକ୍‌ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗାଁରେ ଆମ୍ବଟାକୁଆ କୋଇଲିରେ ପ୍ରସ୍ତୁତ ଜାଉ ଖାଇ…

ଅନ୍‌ଲାଇନ ପାଗଳାମି

କୋଭିଡ୍‌ ୧୯ ଯୋଗୁ ସମଗ୍ର ପୃଥିବୀ ପ୍ରଭାବିତ ହୋଇଥିଲା। ସେତେବେଳେ ପିଲାମାନଙ୍କ ପାଠପଢ଼ା ପାଇଁ ବରଦାନ ସଦୃଶ ଉଭା ହୋଇଥିଲା ସ୍ମାର୍ଟଫୋନ୍‌। ଅନ୍‌ଲାଇନ ଶିକ୍ଷାର ଚାହିଦା ବଢ଼ିଥିଲା। କରୋନାର ପ୍ରଭାବ କମିବା ପରେ ମଧ୍ୟ ପିଲାଙ୍କ ପଢ଼ା ଏବେ ଅନେକ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?