Home

ସାମାନ୍ୟ ବଚସା ହେଲା କାଳ: ଖୁଡ଼ିଙ୍କ ଗଳାକାଟି ହତ୍ୟା କଲେ ପୁତୁରା

ଧରାକୋଟ,୮।୧୧: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ବରଡାବିଲି ଗ୍ରାମରେ ଆଜି ଘଟିଛି ଏକ ଲୋମାଟାଙ୍କୁରା ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଗ୍ରାମର ସିକନ୍ଦର ସାହୁଙ୍କ ପୁଅ ବଳରାମ ସାହୁ ନିଜ ବିଧବା ଭାଉଜ ସସ୍ମିତା ସାହୁ(୩୨)ଙ୍କୁ ନିର୍ମମ ଭାବେ ଛୁରି ଭୂଷି…

ଅବସର ପରେ ଚନ୍ଦ୍ରଚୂଡଙ୍କୁ କ’ଣ ମିଳିବ ସୁବିଧା: ଜାଣନ୍ତୁ ନିୟମ ବିଷୟରେ…

ନୂଆଦିଲ୍ଲୀ,୮।୧୧: ଭାରତରେ ସୁପ୍ରିମକୋର୍ଟର ମୁଖ୍ୟ ଅର୍ଥାତ୍‌ ପ୍ରଧାନ ବିଚାରପତି (ସିଜେଆଇ) ହେଉଛି ଭାରତୀୟ ନ୍ୟାୟପାଳିକାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ। ଏହା କେବଳ ଏକ ସମ୍ମାନଜନକ ପଦବୀ ନୁହେଁ, ବରଂ ଏହା ସହିତ ବିଶେଷ ଅଧିକାର ମଧ୍ୟ ବହନ କରେ,ଯାହା ପ୍ରଧାନ ବିଚାରପତିଙ୍କ…

ନବୀନ ପଟ୍ଟନାୟକଙ୍କ ଏହି ଭୁଲ୍‌ ପାଇଁ ହାରିଲା ବିଜେଡି: କହୁ କହୁ କହିଦେଲେ ପୂର୍ବତନ ବିଜେଡି ବିଧାୟକ

ଭୂବନେଶ୍ୱର,୮।୧୧: ବିଜେଡି ନେତା ତଥା ଛେଣ୍ଡିପଦାର ପୂର୍ବତନ ବିଧାୟକ ସୁଶାନ୍ତ ବେହେରା ନିଜ ଦଳ ବିରୋଧରେ ମୁହଁ ଖୋଲିଛନ୍ତି। ଗତ ନିର୍ବାଚନରେ ବିଜେଡି ହାରିବାର ବଡ଼ କାରଣ ମଧ୍ୟ ସେ କହିଛନ୍ତି। ଦଳର ପରାଜୟ ପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟୀ…

କାର୍ଯ୍ୟକାଳର ଶେଷ ଦିନରେ ଭାବୁକ ହେଲେ ଚନ୍ଦ୍ରଚୂଡ, କହିଲେ କ୍ଷମା କରିବେ…

ନୂଆଦିଲ୍ଲୀ,୮।୧୧: ଆଜି ଅବସର ନେଉଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ। ତାଙ୍କ ଶେଷ ଦିନରେ ସେ କିଛି ବିଶେଷ ବାର୍ତ୍ତା ଦେଇଛନ୍ତି। ନିଜ କାର୍ଯ୍ୟକାଳର ଅନ୍ତିମ ଦିନରେ ଔପଚାରିକ ପୀଠରୁ ସାରା ବିଶ୍ୱ ଦେଶ ପାଇଁ ଏକ ବିଶେଷ…

ଓସିସିଏଲ ସିନିୟର ଆକାଉଣ୍ଟାଣ୍ଟ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୮।୧୧: ରାଜ୍ୟ ପିଏସୟୁରେ ବରିଷ୍ଠ ଆକାଉଣ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ଓଡ଼ିଶା ହାଇକୋର୍ଟ ଓଡିଶା ନିର୍ମାଣ ନିଗମ ଲିମିଟେଡ (ଓସିସିଏଲ)କୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଏସ.କେ ପାଣିଗ୍ରାହୀଙ୍କ ଏକକ ଜଜ ବେଞ୍ଚ…

ଅମ୍ବାନୀ କି ଆଦାନୀ ନୁହେଁ, ଏହି ବ୍ୟକ୍ତି ହେଉଛନ୍ତି ଭାରତର ସବୁଠୁ ବଡ଼ ଦାନବୀର

ନୂଆଦିଲ୍ଲୀ,୮।୧୧: ଭାରତରେ ଶିଳ୍ପପତିମାନେ ବହୁ ଅର୍ଥ ଉପାର୍ଜନ କରନ୍ତି। ସେମାନେ ନିଜ ଅର୍ଜିତ ଅର୍ଥକୁ ଦାନ କରନ୍ତି। ବେଳେବେଳେ ମନରେ ପ୍ରଶ୍ନ ଆସେ, ଭାରତର ସବୁଠାରୁ ବଡ ଦାତା କିଏ, ଯିଏ ନିଜର ଲାଭର ସର୍ବାଧିକ ପରିମାଣକୁ ଦାନକୁ ଦିଅନ୍ତି। ତେବେ…

କୋରାପୁଟ ଗସ୍ତରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ: ପଚାରି ବୁଝିଲେ ସୁବିଧା-ଅସୁବିଧା

କୋରାପୁଟ,୮।୧୧(ଅମିତାଭ ବେହେରା): ରାଜ୍ୟ ପୋଲିସ ମହାନିର୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ଦିନିକିଆ କୋରାପୁଟ ଗସ୍ତରେ ଆସି ପହଞ୍ଚିଛନ୍ତି। ଡିଜି ମାଲକାନଗିରିରୁ ହେଲିକପ୍ଟର ଯୋଗେ ଆସି କୋରାପୁଟ ବିଏସଏଫ ମୁଖ୍ୟାଳୟ ପହଞ୍ଚି ସେଠାରେ ଜିଲାର ସୁରକ୍ଷା ବ୍ୟବସ୍ଥା ନେଇ ବିଏସଏଫର ବରିଷ୍ଠ…

ବଦଳିଲା ବ୍ୟାଙ୍କ ଲକର୍‌ ଫିସ୍‌, ଏବେ ଖୋଲିବାକୁ ଗଣିବେ ଏତିକି ଟଙ୍କା 

ନୂଆଦିଲ୍ଲୀ,୮।୧୧: ପରିଶ୍ରମରେ ରୋଜଗାର କରୁଥିବା ଟଙ୍କାକୁ ସୁରକ୍ଷିତ ରଖିବା ଲାଗି ବ୍ୟାଙ୍କ ପକ୍ଷରୁ ଆକାଉଣ୍ଟ ଖୋଲିବା ସୁବିଧା ପ୍ରଦାନ କରାଯାଇଥାଏ। ଟଙ୍କା ସହ ଆପଣ ବ୍ୟାଙ୍କରେ ନିଜର ଦାମୀ ସୁନା, ଜରୁରୀ କାଗଜପତ୍ର ଆଦି ମଧ୍ୟ ଜମା କରିପାରିବେ। ଏଥିଲାଗି ବ୍ୟାଙ୍କ…

ମହିଳାଙ୍କୁ ଅପମାନ ଆମେ ବରଦାସ୍ତ କରିବୁ ନାହିଁ: ମୋଦି

ପୁଣେ,୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ସେ ଧୁଲେରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିଥିଲେ। ସେ କହିଛନ୍ତି, ମହାରାଷ୍ଟ୍ରର ଲୋକମାନେ ତାଙ୍କୁ ହୃଦୟରୁ ଆଶୀର୍ବାଦ ଦେଇଛନ୍ତି। ୨୦୧୪ରେ ମଧ୍ୟ…

ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ଛାତ୍ର ଆହତ

ବ୍ରାହ୍ମଣୀଗାଁ,୮ା୧୧(ମନୋରଞ୍ଜନ ରଣା): ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ଛାତ୍ର ଆହତ ହୋଇଛନ୍ତି। କନ୍ଧମାଳ ଜିଲା ସୀମାନ୍ତ ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କଟାମା ପଞ୍ଚାୟତର ଡନିଗାଁରେ ଏପରି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଆହତ ଛାତ୍ରମାନେ ହେଲେ ଉକ୍ତ ଗ୍ରାମର…

ତାରାତାରିଣୀ ମନ୍ଦିରରୁ ଚୋରି ଘଟଣା: ସନ୍ଦେହଘେରରେ ସେବାୟତ-ସୁରକ୍ଷାକର୍ମୀଙ୍କ ଭୂମିକା

ପୁରୁଷୋତ୍ତମପୁର,୮ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମା’ଙ୍କ ଅଳଙ୍କାର ଚୋରାଇ ନେବା ସହ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଲକ୍ଷାଧିକ ଦାନ ଟଙ୍କା ଚୋରି ହୋଇଛି। ଯାହାକି ମନ୍ଦିରକୁ ଯିବା ଲାଗି କିପରି ବାଟ…

ତାରାତାରିଣୀ ମନ୍ଦିରରୁ ଚୋରି: ପବିତ୍ରତା ଫେରାଇ ଆଣିବା ପାଇଁ ମା’ଙ୍କୁ କରାଗଲା ମହାସ୍ନାନ

ପୁରୁଷୋତ୍ତମପୁର,୮ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ତାରାତାରିଣୀ ଦୁଇ ଭଉଣୀଙ୍କ ପିନ୍ଧା ଅଳଙ୍କାରକୁ ଲୁଟି ନେଇଥିଲେ। ଯାହାକି ମନ୍ଦିରରେ ଏଭଳି ଅବାଧ ପ୍ରବେଶ ହେତୁ ମା’ଙ୍କ ମନ୍ଦିର ଅପବିତ୍ର ହୋଇପଡ଼ିଛି। ଏଣୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?