ଠେଙ୍ଗାବାଡ଼ି ଧରି ଦେଶୀ ମଦଭାଟି ଭାଙ୍ଗିଲେ ମହିଳା, ଶୋଇ ରହିଛି ଅବକାରୀ ବିଭାଗ
ଜି.ଉଦୟଗିରି,୮ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କକଟୀ ପଦାସାହିର ଉଦୟଜ୍ୟୋତି ମହିଳା ମହାସଂଘ ତରଫରୁ ତୃତୀୟ ଦିନରେ ମଦ ବିରୋଧୀ ଆନ୍ଦୋଳନକୁ ଉଗ୍ର ରୂପ ସହ ଜୋରଦାର କରାଯାଇଛି। ଶୋଇ ରହିଛି ଅବକାରୀ ବିଭାଗ। ମହାସଂଘ ମହିଳାମାନେ ପୂର୍ବ ଦୁଇ…
ଭାଜପା ରାଜ୍ୟରେ ସରକାର ଗଢ଼ିଛିି, ହେଲେ ସରକାର ଚଳାଇବା ନୀତି ଦଳକୁ ଜଣାନାହିଁ: ସୋଫିଆ
କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଚଳିତବର୍ଷ କଂଗ୍ରେସ ଟିକେଟରେ ଲଢ଼ି ସୋଫିଆ ଫିର୍ଦ୍ଦୋସ୍ ପ୍ରଥମଥର ପାଇଁ ବିଧାୟିକା ହୋଇଛନ୍ତି। ସେ ଭାଜପାର ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୮,୦୦୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ସୋଫିଆ ୫୩,୩୩୯ ଖଣ୍ଡ ଭୋଟ ପାଇଥିବା…
ସୁନା ୨୦୦୦, ରୁପା ୫୦୦୦ ଟଙ୍କା, ପ୍ଲାଟିନମ- ହୀରା ମୂଲ୍ୟ ବି କମିଲା
ଭୁବନେଶ୍ୱର,୮।୧୧: (ଅଭୟ ଦାଶ): ପାର୍ବଣ ପୂର୍ବରୁ ଘରୋଇ ବଜାରରେ ମୂଲ୍ୟବାନ୍ ଅଳଙ୍କାରର ଦର ଆକାଶଛୁଆଁ ଥିଲାବେଳେ ପାର୍ବଣ ପରେ ଦର କମିବାରେ ଲାଗିଛି। ଏପରିକି ଗତ ସପ୍ତାହ ହେଲା ମୂଲ୍ୟବାନ ଅଳଙ୍କାର ମୂଲ୍ୟ ହ୍ରାସ ପାଉଛି। ଫଳରେ ଧନ୍ତେରସ୍ ବେଳେ ଭୁବନେଶ୍ୱରରେ…
ଏଇ ଭାରତରେ
ପଞ୍ଜାବର ଭଟିଣ୍ଡା ଜିଲାର ବାଲୋ ଗାଁର ବୟସ୍କମାନେ ସେମାନଙ୍କ ପରିଚୟ ନିଶ୍ଚିତ କରିବାକୁ ଆଉ ଟିପଚିହ୍ନ ଦେଉନାହାନ୍ତି। ସେମାନେ ସାକ୍ଷର ହୋଇ ପଞ୍ଜାବୀ କିମ୍ବା ଇଂଲିଶରେ ଦସ୍ତଖତ କରିପାରୁଛନ୍ତି। ବୟସ୍କମାନେ ପିଲାଙ୍କ ଭଳି ପ୍ରତିଦିନ ସ୍କୁଲକୁ ଯାଉଛନ୍ତି, ଯାହାର ନାମ ହେଉଛି…
ପ୍ରଦୂଷଣ ଭୟାବହତା
ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳରେ କିଛିଦିନ ତଳେ ପ୍ରଦୂଷଣ ସାଂଘାତିକ ସ୍ଥିତିରେ ପହଞ୍ଚତ୍ବା ପରେ ଏହାର ପ୍ରତିକାର ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଯାଇଛି। ଶୀତକାଳୀନ କୁହୁଡ଼ି ସହ ପ୍ରଦୂଷଣ ଏକ ପ୍ରକାର ଭୟଙ୍କର ପରିବେଶ ସୃଷ୍ଟି କରିଛି। ଦିଲ୍ଲୀ, ପଞ୍ଜାବ,…
ବିମୁଦ୍ରୀକରଣର ଆଠବର୍ଷ ପରେ
ଆଜକୁ ଠିକ୍ ୮ ବର୍ଷ ତଳେ ସରକାର ବିମୁଦ୍ରୀକରଣ ପଦକ୍ଷେପ ନେଇ ୧୦୦୦ ଓ ୫୦୦ ଟଙ୍କିଆ ନୋଟ୍କୁ ଅଚଳ କରିଥିଲେ। ଏହା ଦୁର୍ନୀତି ଓ କଳାଟଙ୍କାର ବିଲୋପ ଘଟାଇବ, ଜାଲ୍ ନୋଟ୍ କାରବାର ରୋକିବ ବୋଲି କୁହାଯାଇଥିଲା। ପରେ ଏହା…
ସୌରଶକ୍ତିର ଉଜ୍ଜ୍ୱଳ ଭବିଷ୍ୟତ
ଜୈବ ଇନ୍ଧନ ଶକ୍ତିରୁ ସ୍ବଚ୍ଛ ବା ସବୁଜ ଶକ୍ତିକୁ ପରିବର୍ତ୍ତନର ଧାରାରେ ସୌରଶକ୍ତି ଆଗୁଆ ରହିଆସିଛି। ଜଳବାୟ, ଜୀବନ ଧାରଣ ଏବଂ ଶକ୍ତି ସୁରକ୍ଷା ପାଇଁ ଏହା ଅଧିକ ଲାଭଦାୟକ ହୋଇଆସିଛି। ଗତ ଦଶନ୍ଧିରେ ଏହାର ହାରାହାରି ବାର୍ଷିକ ଅଭିବୃଦ୍ଧି ହାର…
‘ଠିକ୍ ଭାବେ ତପସ୍ୟା କରିଥିଲେ ଓଡ଼ିଆ କହିପାରିଥାନ୍ତେ, ତପସ୍ୟା ଶବ୍ଦଟା ତାଙ୍କ ମୁହଁରେ ଶୋଭାପାଉନି’
ଭୁବନେଶ୍ୱର,୮ା୧୧(ଅନିଲ ଦାସ): କନ୍ଧମାଳ ଜିଲାରେ ଆମ୍ବଟାକୁଆ ଖାଇ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ନବୀନଙ୍କ ଅଭିଯୋଗର ଜବାବ ଦେଇ ଭାଜପା ବରିଷ୍ଠ ନେତା ତଥା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଏହା…
ଜର୍ମାନୀରେ ଘନେଇଲା ରାଜନୈତିକ ସଙ୍କଟ: ଭାଙ୍ଗିଲା ଓଲାଫ୍ଙ୍କ ମେଣ୍ଟ ସରକାର
ବର୍ଲିନ,୮ା୧୧: ଜର୍ମାନୀ ମେଣ୍ଟ ସରକାରରେ ଦୀର୍ଘ ସମୟ ଧରି ଅନ୍ତର୍କଳହ ଲାଗି ରହିଥିଲା। ବୁଧବାର ଚାନ୍ସେଲର ଓଲାଫ୍ ସ୍କୋଲ୍ଜ ନିଜ ମନ୍ତ୍ରିମଣ୍ଡଳରୁ ଅର୍ଥମନ୍ତ୍ରୀଙ୍କୁ ବହିଷ୍କାର କରିବା ପରେ ମେଣ୍ଟ ସରକାର ଭାଙ୍ଗିଯାଇଛି। ସରକାର ସଂଖ୍ୟାଲଘୁରେ ପରିଣତ ହେବା ପରେ ବିରୋଧୀ କଞ୍ଜରଭେଟିଭ୍ସ…
ଦିନରେ ପେଟ ପାଇଁ ସଂଘର୍ଷ: ରାତିରେ ହାତୀ ସହ ଛକାପଞ୍ଝା
ଉଦଳା,୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ଦିନରେ ପେଟକୁ ଦାନା ଯୋଗାଡ଼ ପାଇଁ ସଂଘର୍ଷ ଆଉ ରାତି ହେଲେ ନିଜ କଷ୍ଟ ଉପାର୍ଜିତ ଫସଲକୁ ରକ୍ଷା ପାଇଁ ହାତୀ ସହିତ ଛକାପଞ୍ଝା। ରାତିତମାମ ଚାଲିଛି ହାତୀ-ମଣିଷଙ୍କ ଖେଳ। ଅନ୍ଧାର ରାତିରେ ବିଲ ଭିତରେ ଜଳୁଛି…
ଡିସେମ୍ବର ଶେଷ ସୁଦ୍ଧା ନୂତନ ରାଜସ୍ବ ଗ୍ରାମ: ମନ୍ତ୍ରୀ ପୂଜାରୀ
ଭୁବନେଶ୍ୱର,୮ା୧୧(ସୁନିତ୍ ମିଶ୍ର): ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଯିବ। ଏହାଦ୍ୱାରା ଲୋକମାନଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ଘରଡିହ ଶୂନ୍ୟ ବ୍ୟକ୍ତିଙ୍କୁ ଘରଡିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ…
କୁମ୍ଭୀର ସହ ଧସ୍ତାଧସ୍ତି ହୋଇ ଜୀବନ ବଞ୍ଚାଇଲେ ଯୁବକ
ମହାକାଳପଡ଼ା,୮ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଜଣେ ଯୁବକ ନଦୀରେ ଗାଧୋଇବାକୁ ଯିବାବେଳେ କୁମ୍ଭୀର ତାଙ୍କୁ ଟାଣି ନେଇଥିଲା। ସେ କୁମ୍ଭୀର ସହ ଧସ୍ତାଧସ୍ତି ହୋଇ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଛନ୍ତି। ସେ ହେଲେ ବ୍ଲକର ଜଙ୍ଗଲଘେରା…

