ଅସଫଳତାକୁ ସ୍ବୀକାର
ବିଶ୍ୱକପ୍ ଫୁଟ୍ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍ବଲ ବିଶ୍ୱ ମଞ୍ଚରେ ଖେଳିବାକୁ ସୁଯୋଗ ପାଇବ। ୨୦୨୬ ବିଶ୍କପ୍ ଫୁଟ୍ବଲ ଫାଇନାଲ ଜୁଲାଇ ୧୯ରେ ଅନୁଷ୍ଠିତ ହୋଇଥିଲା।…
ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍ବେଗ
ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ ଶିକାରୀମାନେ ବିଭିନ୍ନ ଫନ୍ଦିଫିକର କରି ହାତୀଙ୍କୁ ମାରୁଛନ୍ତି। ଏହାବାଦ୍ ହାତୀଙ୍କ ଲାଗି ସୁରକ୍ଷିତ…
୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶାର ଦକ୍ଷିଣ…
ବିଶାଖାପାଟଣାମ୍-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…
ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ଗୋପାଳପୁରଠାରୁ ପ୍ରାୟ ୧୮୦ କି.ମି. ଦକ୍ଷିଣ-ଦକ୍ଷିଣପୂର୍ବ, ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍ରୁ ୧୮୦ କି.ମି ପୂର୍ବ-ଦକ୍ଷିଣପୂର୍ବ,…
୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ
ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଅତାବିରା ମିନାର ବନ୍ଧ ପଡ଼ାର ବସନ୍ତ ଚୌଧୁରୀ (୩୫)।…
ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…
ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ମତ୍ସ୍ୟଜୀବୀମାନେ ନଦୀରେ ମୃତଦେହ ଭାସୁଥିବା ଦେଖିବା ପରେ ବୀରମହାରାଜପୁର ଅଗ୍ନିଶମ ବାହିନୀକୁ…
କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି ସହ ଅବିଶ୍ରାନ୍ତ ବର୍ଷା ହେବା ଫଳରେ ଜିଲାରେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…
ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍
ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା ଜାରି ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ଓ ଜଳସମ୍ପଦ ବିଭାଗ…
ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍ପି
ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏହି ନୂତନ ନିଯୁକ୍ତି ଅନୁଯାୟୀ ସର୍ବଣା ବିବେକ ଏମ୍ଙ୍କୁ ଭୁବନେଶ୍ୱରର ନୂତନ…
ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର
ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ ଟମକିଦାଦର ଗାଁର ଅଜୟ ସତନାମୀ(୨୩)।। ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟା ପ୍ରାୟ ସାଢେ…
IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା
ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ତାରିଖ ରାତିରେ ଉପକୂଳ ଛୁଇଁବ ବୋଲି IMD ଡିଜ…
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…
କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି ବ୍ଲକରେ ମୋଟ ୯୩୦.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାର ହାରାହାରି ପରିମାଣ…

