ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା
ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ ଖେଳାଯାଇଥିଲା । ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ୮ ଉଇକେଟ୍ରେ ପରାସ୍ତ କରିଛି। କିନ୍ତୁ…
ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!
ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ଗଞ୍ଜାମ ଆଦି ଜିଲାରେ ଗ୍ରୀଷ୍ମ ପ୍ରବାହ ପ୍ରବଳ…
ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ
ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଯାଇଥିଲା। କାଲି ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଜି କୁ ମିଶାଇ ମୋଟ ୪ଜଣଙ୍କ…
ମିଥ୍ୟା ବିଲ୍ କରି ଅନୁଦାନ ହଡ଼ପ
ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ ବନ ସୁରକ୍ଷା ସମିତି। ଏହାର ତଦନ୍ତ ନ ସରଣୁ ପୁଣି ସେକ୍ସନ ଅଧୀନ ନେଗିପାଲିରେ…
ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର
ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ ବର୍ଗର ଗରିବ ଲୋକେ ମହୁଲ ସଂଗ୍ରହକୁ ସେମାନଙ୍କ ଏକ ଜୀବିକାଭାବେ ଗ୍ରହଣ କରି ଆସିଛନ୍ତି।…
ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ
ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ସୁଯୋଗ ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଉଛି ା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସମ୍ବଲପୁରବାସୀ ନିଶ୍ଚିତ ଭାବରେ…
ଶିକ୍ଷାକୁ ନେଇ ଲେନିନ୍-ରବି ବାକ୍ଯୁଦ୍ଧ
ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍ ମହାନ୍ତିଙ୍କ ଉକ୍ତିର ଜବାବ ରଖିଛନ୍ତି କୁଚିଣ୍ଡା ଭାଜପା ବିଧାୟକ ପ୍ରାର୍ଥୀ ରବି ନାଏକ। ସେ କହିଛନ୍ତି, ବିଜେଡି…
୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ
ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ, ଶିକ୍ଷା, ଶିଶୁଙ୍କ ଖାଦ୍ୟ, ମା’ମାନଙ୍କ ପାଇଁ ଟଙ୍କା ପାଇଛୁ। ଦ୍ରୋହୀ ହେବୁ ନାହିଁ। ଆନ୍ଧ୍ର,…
ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ
ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର ଦାୟିତ୍ୱ ତୁଲାଉଛି। ମାତ୍ର ରାଜଧାନୀର ମହିଳାମାନେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଶତାଧିକ ମିନି…
ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…
ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ କରି କେନ୍ଦ୍ର ଗସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବୟାନ ଦେଇଛନ୍ତି। ଅମିତ…
ଭୁଶୁଡିଯିବ ବୈତରଣୀ ସେତୁ
ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି ବୈତରଣୀର ଅଞ୍ଜିରା ଘାଟ, କୁସେଇ ନଦୀ ଓ ବୈତରଣୀର ତିନିମୁହାଣି ନିକଟରୁ ବେଆଇନ ବାଲି…
ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା
କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ମାତ୍ର ମତ୍ସ୍ୟଜୀବୀଙ୍କ କ୍ଷେତ୍ରରେ ସରକାର କିଛି ମୌଳିକ ସମସ୍ୟା ପ୍ରତି ଗୁରୁତ୍ୱ ଦେଇ ନ…
Archives


