ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…
ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା ଆସି ସରକାରଙ୍କୁ ନିନ୍ଦା କରିବା ଦୋଷ ଗଣାଇଥିଲେ। ଯାହାକୁ ସମାଲୋଚନା କରିଛନ୍ତି ପାଣ୍ଡିଆନ। ସେ…
ବାରାଣସୀରେ ମୋଦିଙ୍କ ପାଇଁ ପ୍ରଚାରର ଆବଶ୍ୟକତା ନାହିଁ: ଜୟଶଙ୍କର
ନୂଆଦିଲ୍ଲୀ,୨୬।୫: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ବାରାଣସୀରେ ଭାଜପାର ବିଜୟ ଉପରେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। କାରଣ ସହରର ଲୋକେ ଭାରତର ବୈଦେଶିକ ନୀତିକୁ ଗଭୀର ଭାବେ ଜାଣିବା…
ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର
ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା…
ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା
ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’ ରଞ୍ଜୟିନୀ ନାୟକ,ବାପା ଦେବଗଡ଼ ତିଲେଇବନି କୁରଡ଼ ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ ତପନ…
୬ ଟ୍ରେନ୍ ବାତିଲ, ଜାଣନ୍ତୁ କେଉଁ ଟ୍ରେନ୍ ହୋଇଛି ବାତିଲ
କୋଲକାତା,୨୬ା୫: ବାତ୍ୟା ‘ରେମାଲ’ ପାଇଁ ୬ଟି ଟ୍ରେନ୍ ବାତିଲ ହୋଇଛି। ରବିବାର ଓ ସୋମବାର ପାଇଁ ଏହି ଟ୍ରେନ୍କୁ ବାତିଲ କରିଛି ଦକ୍ଷିଣ ପୂର୍ବ ରେଳତଟ। ହାଓ୍ବଡା-ଦୀଘା-ହାଓ୍ବଡା ଏକ୍ସପ୍ରେସ୍ ରବିବାର ପାଇଁ ବାତିଲ ହୋଇଥିବା ବେଳେ କାଲି ପାଇଁ ଦୀଘା-ପଂଶକୁରା ଇଏମ୍ୟୁ,…
ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା
ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି। ଏଥିରେ…
ମାଡ଼ି ଆସୁଛି ଭୟଙ୍କର ରେମାଲ, ୫ ଜିଲାରେ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୬।୫: ଭୀଷଣ ବାତ୍ୟାରେ ପରିଣତ ହେଲା ‘ରେମାଲ’। ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ରେମାଲ ପ୍ର୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରିଛି ପାଣିପାଗ ବିଭାଗ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ଅନୁଯାୟୀ, ବାଲେଶ୍ବର, ଭଦ୍ରକ,…
ଗେମିଂ ଜୋନ୍ ଅଗ୍ନିକାଣ୍ଡ ମନୁଷ୍ୟକୃତ: ହାଇକୋର୍ଟ
ନୂଆଦିଲ୍ଲୀ,୨୬ା୫: ଗୁଜରାଟର ରାଜକୋଟରେ ଟିଆରପି ଗେମିଂ ଜୋନ୍ ଅଗ୍ନିକାଣ୍ଡରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ରାଜକୋଟ ଏମ୍ସରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ହାଇକୋର୍ଟ ବର୍ତ୍ତମାନ ଅଗ୍ନି ନିରାପତ୍ତା ସମ୍ପର୍କରେ ମ୍ୟୁନିସିପାଲିଟି କର୍ପୋରେଶନଠାରୁ ଉତ୍ତର…
କର୍ମାନୁଯାୟୀ ଦଣ୍ଡ, ପୁଣି ଗୋଟିଏ ଜନ୍ମରେ
ଏ ସଂସାରରେ ଯିଏ ଯେମିତି କର୍ମ କରିବ, ସେ ସେମିତି ଫଳ ପାଇବ। ଭଲ କର୍ମ ର ଭଲ ଫଳ। ଖରାପ କର୍ମର ଖରାପ ଫଳ। କିନ୍ତୁ ଅନେକ ବ୍ୟକ୍ତିଙ୍କର କର୍ମ ଫଳର ସିଦ୍ଧାନ୍ତ ଉପରେ ଆଦୌ ବିଶ୍ୱାସ ନ ଥାଏ।…
କଳାଗ୍ରାମ ସାରଙ୍ଗଯୋଡ଼ି
ଏଠି ସଞ୍ଜ ନଇଁ ଆସିଲେ ପ୍ରତିଦିନ ଚାଲେ ଲୋକକଳାର ସାଧନା। ଗାଁ ଭାଗବତ ଘରେ କଳାକାରମାନେ ଏକାଠି ହୁଅନ୍ତି। ଭାଗବତ ପଢ଼ାଯାଏ, ଠାକୁରଙ୍କୁ ପ୍ରାର୍ଥନା କରାଯାଏ। ବିଭିନ୍ନ ପାରମ୍ପରିକ ବାଦ୍ୟଯନ୍ତ୍ର ବଜାଇ ହୁଏ ନାମସଂକୀର୍ତ୍ତନ। କଳାସଂସ୍କୃତିସମ୍ପନ୍ନ ଏହି ଗାଁ ହେଉଛି ସାରଙ୍ଗଯୋଡ଼ି।…
ବୋଉ ନିର୍ଦ୍ଦେଶରେ ଶାଢ଼ି କିଣିଥିଲି
ଯୁକ୍ତ ତିନି ବିଜ୍ଞାନ ଶେଷବର୍ଷ ପରୀକ୍ଷାର ଶେଷ ପେପର ଥାଏ ଗଣିତ। ପରୀକ୍ଷା ଶେଷଦିନର ଅନୁଭବ ପ୍ରତି ପରୀକ୍ଷାର୍ଥୀଙ୍କ ପାଇଁ ଥାଏ ଯେମିତି ନିଆରା ସେମିତି ରୋମାଞ୍ଚକର। କାରଣ ଏହା ପରଠୁ ଆରମ୍ଭ ହୁଏ ପ୍ରକୃତ ଭବିଷ୍ୟତ ଚିନ୍ତା। ଯେଉଁ ଚିନ୍ତା…
ଯେତେଦିନ ବଞ୍ଚିବି କବିତାରେ ବଞ୍ଚିବି
”ଓଡ଼ିଆ ଭାଷା ସାହିତ୍ୟରେ ରହିଛି ଅମୂଲ୍ୟ ସମ୍ପଦ। ଆମେ ଯେତେ ଗଭୀରକୁ ଯିବା ସେତେ ମଣିମୁକ୍ତା ପାଇବା। ସାହିତ୍ୟ ସମାଜ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ସମାଜର ହିତ ପାଇଁ ସାହିତ୍ୟ ସତ୍ୟ ପଥରେ ଗଲେ ତାହା ଚିରଦିନ ଅମର ହୋଇ…
Archives


