Home

ମା’ ତାରାତାରିଣୀ ପୀଠରୁ ଚୋରି ଏକ ଅଶୁଭ ସଙ୍କେତ, ପୁରୁଣା ଘଟଣାକୁ ମନେ ପକାଇ…

ପୁରୁଷୋତ୍ତମପୁର,୭ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚୋରି ହେବା ଘଟଣା ଏକ ଅଶୁଭ ସଙ୍କେତ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଯାହାକି ଠିକ୍‌ ୩୦ ବର୍ଷ ପୂର୍ବେ ୧୯୯୪ରେ ଏପରି ମା’ଙ୍କ ଚଳନ୍ତି ପ୍ରତିମାକୁ…

୨୦୧୪ରୁ ବିଶ୍ୱ ଦେଖିଲାଣି ବଡ଼ ବଡ଼ ଦେଶର ନେତୃତ୍ୱ ପରିବର୍ତ୍ତନ, ହେଲେ ମୋଦିଙ୍କ ମ୍ୟାଜିକ ରହିଛି…

ନୂଆଦିଲ୍ଲୀ,୭।୧୧: ୨୦୧୪ରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ଗଠନ ହେବା ପରଠାରୁ ବିଶ୍ୱର ସାତୋଟି ପ୍ରମୁଖ ଦେଶ ନେତୃତ୍ୱ ପରିବର୍ତ୍ତନକୁ ଦେଖିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ତୃତୀୟ କାର୍ଯ୍ୟକାଳରେ ଅଛନ୍ତି ଏବଂ ତାଙ୍କ ନେତୃତ୍ୱ ଅପରିବର୍ତ୍ତିତ ରହିଛି।…

ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର ମଧ୍ୟରେ ନିୟମିତ ପାଳି କରି ଝାଡୁ ମାରିବା ସହ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରିବା ଘଟଣା ଧରିତ୍ରୀ ପୋର୍ଟାଲରେ ଖବର…

ଯେଉଁ ବିଲ୍ଡିଂରେ ଚାଲିଥିଲା କେସ୍‌, ସେଇଠି ଶପଥ ନେବେ ଟ୍ରମ୍ପ, ଜାଣି ତାଜୁବ ହେବେ…

ଓ୍ବାଶିଂଟନ୍‌,୭।୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୨୦ ତାରିଖ ମଧ୍ୟାହ୍ନ ୧୨ଟାରେ ଆମେରିକାର ସଂସଦ ଭବନ କ୍ୟାପିଟାଲରେ ଶପଥ ଗ୍ରହଣ କରିବେ । ଶପଥ ଗ୍ରହଣ ପରେ ସେ କ୍ୟାପିଟାଲରୁ ତାଙ୍କ ସ୍ତ୍ରୀ ଏବଂ ଆମେରିକାର ପ୍ରଥମ ଲେଡି…

ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ଚିନ୍ତାରେ ପଡ଼ିଲାଣି କାନାଡା

ଓଟାଓ୍ବା,୭।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ କାନାଡାରେ ଚିନ୍ତା ଓ ଭୟର ବାତାବରଣ ଦେଖାଦେଇଛି। ବିଶ୍ଳେଷକମାନେ ବିଶ୍ୱାାସ କରନ୍ତି ଯେ ଟ୍ରମ୍ପଙ୍କ ପ୍ରତ୍ୟାବର୍ତ୍ତନ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ପାଇଁ ଅସୁବିଧା ବଢାଇପାରେ, ବିଶେଷତଃ ଯେତେବେଳେ କାନାଡାର…

ପ୍ରଥମେ ବଳାତ୍କାର ପରେ ବୁଝାମଣା…ଯୌନ ଉତ୍ପିଡନ ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୧୧: ରାଜସ୍ଥାନ ହାଇକୋର୍ଟଙ୍କ ସେହି ଆଦେଶକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି ଯେଉଁଥିରେ ଆପୋଷ ବୁଝାମଣା ଆଧାରରେ ଯୌନ ଉତ୍ପୀଡ଼ନ ମାମଲା ରଦ୍ଦ ହୋଇଯାଇଥିଲା। କୋର୍ଟ କହିଛନ୍ତି ଯେ ଅଭିଯୋଗକାରୀ ଏବଂ ଅଭିଯୁକ୍ତଙ୍କ ମଧ୍ୟରେ ଆପୋଷ ବୁଝାମଣା ହୋଇଛି ବୋଲି ଆଧାର କରି…

ମନ ଇଚ୍ଛା ବଦଳାଇ ପାରିବେନି ସରକାରୀ ଚାକିରିର ନିୟମ, ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୧୧: ସରକାରୀ ଚାକିରି ପାଇଁ ନିଯୁକ୍ତି ପ୍ରକ୍ରିୟାର ନିୟମରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରୀ ଚାକିରି ପ୍ରକ୍ରିୟା ଆରମ୍ଭ ହେବା ପରେ ନିୟମ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ୫ଜଣ ବିଚାରପତିଙ୍କ ସମ୍ବିଧାନ ବେଞ୍ଚ ସମ୍ମୁଖରେ…

ଆମ ବାର ବର୍ଷର ତପସ୍ୟା ଶୁଖୁଆ ପୋଡ଼ାରେ ଶେଷ କରିଦେଲେ; କାହିଁକି ଏମିତି କହିଲେ ନବୀନ…

ଭୁବନେଶ୍ୱର,୭।୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ…

ଗ୍ରାମବାସୀଙ୍କ ଅଭିଯୋଗକୁ ବ୍ଲକ ଅଧ୍ୟକ୍ଷାଙ୍କ ଚ୍ୟାଲେଞ୍ଜ, ଖବରଦାତା ସମ୍ମିଳନୀରେ କହିଲେ ରାଜନୈତିକ…

ତିହିଡ଼ି,୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧ୍ୟକ୍ଷା ଏବଂ ତାଙ୍କ ସ୍ବାମୀ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା। ବ୍ଲକର କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମର ଅଧିବାସୀମାନେ ଏକ ଖବରଦାତା ସମ୍ମିଳନୀରେ ଏହି ଅଭିଯୋଗ କରି…

ଝିଅଙ୍କୁ ସ୍କୁଲରେ ଛାଡ଼ି ପାରିଲେନି, ଟ୍ରଲର ଚକା ତଳେ ଚାଲିଗଲା ବାପାଙ୍କ ଜୀବନ

ସୁନ୍ଦରଗଡ଼,୭।୧୧(ଜୟ ନାରାୟଣ ମେଣ୍ଡୁଳି): ଝିଅକୁ ସ୍କୁଲରେ ଛାଡ଼ିି ଅନ୍ୟ କୌଣସି କାମରେ ଯିବା ଲାଗି ଥିଲା ଯୋଜନା। ଏଥିପାଇଁ ମା’ ବାପା ଓ ଝିଅ ବାଇକ୍‌ରେ ବାହାରିଥିଲେ। ହେଲେ ଝିଅ ସ୍କୁଲରେ ପହଞ୍ଚିବା ପୂର୍ବରୁ ଘଟିଗଲା ମର୍ମନ୍ତୁଦ ଦୁର୍ଘଟଣା। ମା’ ଝିଅଙ୍କ…

ପିଲାଙ୍କୁ ପାଳି କରି ଝାଡୁ ମାରିବାକୁ ନିର୍ଦ୍ଦେଶ ଦେଉଛନ୍ତି କର୍ତ୍ତୃପକ୍ଷ, ଅଭିଭାବକ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ବିଦ୍ୟାଳୟକୁ ସରକାର ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବାବେଳେ ଏବେ ଏକ ଅଜବ ନୀତି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ବିଦ୍ୟାଳୟରେ। ସକାଳ ୮ ଟାରୁ ଆସି ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର, ଶ୍ରେଣୀଗୃହ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ…

ଭୁବନେଶ୍ୱର,୭।୧୧: ରାଜ୍ୟରେ ପିଡିଏସ୍‌ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?